Biblia Todo Logo
Bib sou entènèt

- Piblisite -




ବିଚାରକର୍ତ୍ତା 5:18 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

18 ସବୂଲୂନ ମରଣ ପର୍ଯ୍ୟନ୍ତ ପ୍ରାଣପଣକାରୀ ଲୋକ ହେଲା। ଆଉ ନପ୍ତାଲି (ଯୁଦ୍ଧ) କ୍ଷେତ୍ରର ଉଚ୍ଚସ୍ଥାନ ଉପରେ (ପ୍ରାଣପଣ କଲା)।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

18 ସବୂଲୂନ୍ ମରଣ ପର୍ଯ୍ୟନ୍ତ ପ୍ରାଣପଣକାରୀ ଲୋକ ହେଲା। ଆଉ ନପ୍ତାଲି (ଯୁଦ୍ଧ) କ୍ଷେତ୍ରର ଉଚ୍ଚସ୍ଥାନ ଉପରେ (ପ୍ରାଣପଣ କଲା)।

Gade chapit la Kopi

ଓଡିଆ ବାଇବେଲ

18 ସବୂଲୂନ ମରଣ ପର୍ଯ୍ୟନ୍ତ ପ୍ରାଣପଣକାରୀ ଲୋକ ହେଲା। ଆଉ ନପ୍ତାଲି (ଯୁଦ୍ଧ) କ୍ଷେତ୍ରର ଉଚ୍ଚସ୍ଥାନ ଉପରେ (ପ୍ରାଣପଣ କଲା)।

Gade chapit la Kopi

ପବିତ୍ର ବାଇବଲ

18 “ସବୂଲୂନ ମରଣ ପର୍ଯ୍ୟନ୍ତ ପ୍ରଣାମକାରୀ ଲୋକ ହେଲା। ଉଚ୍ଚସ୍ଥାନ ନପ୍ତାଲି କ୍ଷେତ୍ରରେ ପ୍ରାଣପଣ କଲା।

Gade chapit la Kopi




ବିଚାରକର୍ତ୍ତା 5:18
11 Referans Kwoze  

ପୁଣି ବାରକ୍‍, ସବୂଲୂନ ଓ ନପ୍ତାଲିକି ଏକତ୍ର କେଦଶକୁ ଡକାଇଲା; ଏରୂପେ ସେ ଦଶ ହଜାର ପଦାତିକ ସୈନ୍ୟ ଆପଣା ସଙ୍ଗରେ ଘେନି ଯାତ୍ରା କଲା ଓ ଦବୋରା ତାହା ସଙ୍ଗେ ଗଲେ।


ଆଉ ସେ ଲୋକ ପଠାଇ କେଦଶ-ନପ୍ତାଲିରୁ ଅବୀନୋୟମର ପୁତ୍ର ବାରକ୍‍କୁ ଡକାଇ କହିଲେ, “ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର କି ଆଜ୍ଞା ଦେଇ କହି ନାହାନ୍ତି, ଯେ ତାବୋର ପର୍ବତକୁ ଯାଅ, ପୁଣି ଆପଣା ସଙ୍ଗେ ନପ୍ତାଲି-ସନ୍ତାନ ଓ ସବୂଲୂନ-ସନ୍ତାନଗଣର ଦଶ ହଜାର ଲୋକଙ୍କୁ କଢ଼ାଇ ନିଅ?


ଆଉ ସେମାନେ ମେଷଶାବକଙ୍କ ରକ୍ତ, ଓ ଆପଣା ଆପଣା ସାକ୍ଷ୍ୟର ବାକ୍ୟ ଦ୍ୱାରା ତାହାକୁ ଜୟ କରିଅଛନ୍ତି, ପୁଣି, ସେମାନେ ମୃତ୍ୟୁ ପର୍ଯ୍ୟନ୍ତ ଆପଣା ଆପଣା ପ୍ରାଣକୁ ପ୍ରିୟ ଜ୍ଞାନ କରି ନ ଥିଲେ।


ସେ ଆମ୍ଭମାନଙ୍କ ନିମନ୍ତେ ଆପଣା ପ୍ରାଣ ଦାନ କରିବା ଦ୍ୱାରା ଆମ୍ଭେମାନେ ପ୍ରେମର ପରିଚୟ ପାଇଅଛୁ; ପୁଣି, ଭାଇମାନଙ୍କ ନିମନ୍ତେ ଆମ୍ଭମାନଙ୍କର ମଧ୍ୟ ପ୍ରାଣ ଦାନ କରିବା ଉଚିତ।


କିନ୍ତୁ ମୁଁ ଯେପରି ମୋହର ନିରୂପିତ ପଥର ଶେଷ ଯାଏ ଦୌଡ଼ି ପାରେ, ଆଉ ଈଶ୍ବରଙ୍କ ଅନୁଗ୍ରହର ସୁସମାଚାର ପକ୍ଷରେ ସାକ୍ଷ୍ୟ ଦେବା ନିମନ୍ତେ ଯୀଶୁଙ୍କଠାରୁ ଯେଉଁ ସେବାର କାର୍ଯ୍ୟ ପାଇଅଛି, ତାହା ଯେପରି ସମ୍ପୂର୍ଣ୍ଣ କରିପାରେ, ଏଥିପାଇଁ ମୁଁ ଆପଣା ପ୍ରାଣକୁ ପ୍ରିୟ ଜ୍ଞାନ ନ କରି ତାହା ଛୋଟ ମନେ କରୁଅଛି।


“ତୁମ୍ଭେ ଯାଇ ଶୂଶନ୍‍ରେ ଉପସ୍ଥିତ ସମସ୍ତ ଯିହୁଦୀୟ ଲୋକଙ୍କୁ ଏକତ୍ର କରି ମୋʼ ନିମନ୍ତେ ଉପବାସ କର, ପୁଣି ତିନି ଦିନ ଯାଏ ଦିନରେ କିଅବା ରାତ୍ରିରେ କିଛି ଭୋଜନ କର ନାହିଁ ଓ କିଛି ପାନ କର ନାହିଁ; ମଧ୍ୟ ମୁଁ ଓ ମୋହର ଦାସୀଗଣ ତଦ୍ରୂପ ଉପବାସ କରିବୁ; ତହୁଁ ବ୍ୟବସ୍ଥାନୁଯାୟୀ ନୋହିଲେ ହେଁ ମୁଁ ରାଜାଙ୍କ ନିକଟକୁ ଯିବି; ତହିଁରେ ମୁଁ ବିନଷ୍ଟ ହେଲେ ବିନଷ୍ଟ ହେବି।”


ସେତେବେଳେ ଦବୋରା ବାରକ୍‍କୁ କହିଲେ, “ଉଠ, କାରଣ ଆଜି ସଦାପ୍ରଭୁ ସୀଷରାକୁ ତୁମ୍ଭ ହସ୍ତରେ ସମର୍ପଣ କରିବାର ଦିନ; ସଦାପ୍ରଭୁ କି ତୁମ୍ଭର ଅଗ୍ରଗାମୀ ହୋଇଯାଇ ନାହାନ୍ତି?” ତହିଁରେ ବାରକ୍‍ ଓ ତାହା ପଛେ ଦଶ ହଜାର ଲୋକ ତାବୋର ପର୍ବତରୁ ଓହ୍ଲାଇ ଗଲେ।


ପୁଣି ସେ ମନଃଶି (ଦେଶର) ସର୍ବତ୍ର ଦୂତ ପଠାନ୍ତେ, ସେମାନେ ମଧ୍ୟ ତାହାର ପଛେ ଏକତ୍ର ହେଲେ, ତହୁଁ ସେ ଆଶେର ଓ ସବୂଲୂନ ଓ ନପ୍ତାଲି (ବଂଶ) ନିକଟକୁ ଦୂତ ପଠାନ୍ତେ, ସେମାନେ ସେମାନଙ୍କ ସଙ୍ଗେ ମିଳିବାକୁ ଆସିଲେ।


କନିଷ୍ଠ ବିନ୍ୟାମୀନ୍ ସେମାନଙ୍କର ଶାସନକର୍ତ୍ତା, ଯିହୁଦାର ଅଧିପତିମାନେ ଓ ସେମାନଙ୍କ ଲୋକଦଳ, ସବୂଲୂନର ଅଧିପତିମାନେ, ନପ୍ତାଲିର ଅଧିପତିମାନେ ସେଠାରେ ଅଛନ୍ତି।


ଯାକୁବଙ୍କର ଦ୍ୱାଦଶ ପୁତ୍ର ଥିଲେ; ସେମାନଙ୍କ ମଧ୍ୟରେ ରୁବେନ୍‍ ଯାକୁବଙ୍କର ଜ୍ୟେଷ୍ଠ ପୁତ୍ର, ସେ, ପୁଣି, ଶିମୀୟୋନ ଓ ଲେବୀ ଓ ଯିହୁଦା ଓ ଇଷାଖର ଓ ସବୂଲୂନ, ଏମାନେ ଲେୟାର ସନ୍ତାନ;


ପୁଣି, ଦାନ୍ ଓ ନପ୍ତାଲି ରାହେଲର ଦାସୀ ବିଲ୍‌ହାର ସନ୍ତାନ;


Swiv nou:

Piblisite


Piblisite