Biblia Todo Logo
Bib sou entènèt

- Piblisite -




ବିଚାରକର୍ତ୍ତା 5:4 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

4 ହେ ସଦାପ୍ରଭୁ, ତୁମ୍ଭେ ସେୟୀରରୁ ବାହାରିବା ବେଳେ, ତୁମ୍ଭେ ଇଦୋମ କ୍ଷେତ୍ରରୁ ଯାତ୍ରା କରିବା ବେଳେ ପୃଥିବୀ କମ୍ପିଲା, ଆକାଶ ମଧ୍ୟ ବିନ୍ଦୁପାତ କଲା, ହଁ, ମେଘମାଳା ଜଳପାତ କଲା।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

4 ହେ ସଦାପ୍ରଭୁ, ତୁମ୍ଭେ ସେୟୀରରୁ ବାହାରିବା ବେଳେ, ତୁମ୍ଭେ ଇଦୋମ କ୍ଷେତ୍ରରୁଯାତ୍ରା କରିବା ବେଳେ ପୃଥିବୀ କମ୍ପିଲା, ଆକାଶ ମଧ୍ୟ ବିନ୍ଦୁପାତ କଲା, ହଁ, ମେଘମାଳା ଜଳପାତ କଲା।

Gade chapit la Kopi

ଓଡିଆ ବାଇବେଲ

4 ହେ ସଦାପ୍ରଭୁ, ତୁମ୍ଭେ ସେୟୀରରୁ ବାହାରିବା ବେଳେ, ତୁମ୍ଭେ ଇଦୋମ କ୍ଷେତ୍ରରୁ ଯାତ୍ରା କରିବା ବେଳେ ପୃଥିବୀ କମ୍ପିଲା, ଆକାଶ ମଧ୍ୟ ବିନ୍ଦୁପାତ କଲା, ହଁ, ମେଘମାଳା ଜଳପାତ କଲା।

Gade chapit la Kopi

ପବିତ୍ର ବାଇବଲ

4 “ହେ ସଦାପ୍ରଭୁ, ତୁମ୍ଭେ ପ୍ରଥମେ ସେୟୀରରୁ ବାହାରିଲା ବେଳେ, ତୁମ୍ଭେ ଇଦୋମ କ୍ଷେତ୍ରରୁ ଯାତ୍ରା କଲାବେଳେ ପୃଥିବୀ କମ୍ପିଲା। ଆକାଶ ବିନ୍ଦୁ ପାତ କଲା ମେଘମାଳା ଜଳପାତ କଲା।

Gade chapit la Kopi




ବିଚାରକର୍ତ୍ତା 5:4
13 Referans Kwoze  

ସେ କହିଲେ, “ସଦାପ୍ରଭୁ ସୀନୟରୁ ଆସିଲେ, ସେ ସେୟୀରରୁ ସେମାନଙ୍କ ପ୍ରତି ଉଦିତ ହେଲେ; ସେ ପାରଣ ପର୍ବତରୁ ସୁପ୍ରକାଶିତ ହେଲେ ଓ ସେ ଅୟୁତ ଅୟୁତ ପବିତ୍ର ପ୍ରାଣୀମାନଙ୍କ ନିକଟରୁ ଆସିଲେ; ତାହାଙ୍କ ଦକ୍ଷିଣ ହସ୍ତରେ ସେମାନଙ୍କ ପାଇଁ ଅଗ୍ନିମୟ ବ୍ୟବସ୍ଥା ଥିଲା।”


ସେତେବେଳେ ପୃଥିବୀ ଟଳମଳ ଓ କମ୍ପିତ ହେଲା, ଗଗନମଣ୍ଡଳର ମୂଳସକଳ ଉଦ୍‍ବିଗ୍ନ ଓ ଟଳମଳ ହେଲା, କାରଣ ସଦାପ୍ରଭୁ ପ୍ରଜ୍ୱଳିତ ହୋଇ ଉଠିଲେ।


ମେଘମାଳ ଜଳ ବୃଷ୍ଟି କଲେ, ଆକାଶ ଗର୍ଜ୍ଜନ କଲା; ମଧ୍ୟ ତୁମ୍ଭର ତୀରସବୁ ବ୍ୟାପ୍ତ ହେଲା।


ସେ ପୃଥିବୀକୁ ସ୍ୱ ସ୍ଥାନରୁ ହଲାଇ ଦିଅନ୍ତି ଓ ତହିଁର ସ୍ତମ୍ଭମାନ ଟଳଟଳ ହୁଏ।


ସେତେବେଳେ ଈଶ୍ବରଙ୍କ ସ୍ୱର ପୃଥିବୀକୁ ଟଳମଳ କଲା, କିନ୍ତୁ ଏବେ ସେ ପ୍ରତିଜ୍ଞା କରି କହିଅଛନ୍ତି, “ପୁନର୍ବାର ଆମ୍ଭେ ଯେ କେବଳ ପୃଥିବୀକୁ କମ୍ପାଇବା, ତାହା ନୁହେଁ, ମାତ୍ର ଆକାଶକୁ ମଧ୍ୟ କମ୍ପାଇବା।”


ହେ ପରମେଶ୍ୱର, ତୁମ୍ଭେ ପ୍ରଚୁର ବୃଷ୍ଟି ପଠାଇଲ, ତୁମ୍ଭ ଅଧିକାର କ୍ଳାନ୍ତ ଥିବା ସମୟରେ ତୁମ୍ଭେ ତାହା ସୁସ୍ଥିର କଲ।


ଘୂର୍ଣ୍ଣିବାୟୁରେ ତୁମ୍ଭର ବଜ୍ରଧ୍ୱନି ହେଲା; ବିଜୁଳି ଜଗତକୁ ଆଲୁଅମୟ କଲା; ପୃଥିବୀ କମ୍ପିତ ଓ ଥରହର ହେଲା।


ପୁଣି, ସେ ସେମାନଙ୍କୁ ଏହି ଆଜ୍ଞା ଦେଲା, “ତୁମ୍ଭେମାନେ ଆମ୍ଭର ପ୍ରଭୁ ଏଷୌଙ୍କୁ କହିବ, ଆପଣଙ୍କ ଦାସ ଯାକୁବ ଆପଣଙ୍କୁ ଜଣାଇଲା, ‘ମୁଁ ଲାବନ ପାଖରେ ପ୍ରବାସ କରୁଥିଲି, ଆଜି ପର୍ଯ୍ୟନ୍ତ ମୋହର ବିଳମ୍ବ ହେଲା।


ଯେଉଁମାନଙ୍କ ଉପରେ ତୁମ୍ଭେ କେବେ କର୍ତ୍ତୃତ୍ୱ କରି ନାହଁ, ଯେଉଁମାନେ ତୁମ୍ଭ ନାମରେ କେବେ ଖ୍ୟାତ ହୋଇ ନ ଥିଲେ, ଏପରି ଲୋକମାନଙ୍କ ତୁଲ୍ୟ ଆମ୍ଭେମାନେ ହୋଇଅଛୁ।


ତହିଁରେ ଅଗ୍ନି ଆଗରେ ଯେପରି ମହମ ତରଳି ଯାଏ ଓ ଗଡ଼ନ୍ତି ସ୍ଥାନରେ ଜଳ ଗଡ଼ିପଡ଼େ, ସେହିପରି ତାହାଙ୍କ ପଦ ତଳେ ପର୍ବତଗଣ ତରଳି ଯିବେ ଓ ତଳଭୂମିସକଳ ବିଦୀର୍ଣ୍ଣ ହେବ।


Swiv nou:

Piblisite


Piblisite