Biblia Todo Logo
Bib sou entènèt

- Piblisite -




ବିଚାରକର୍ତ୍ତା 5:5 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

5 ସଦାପ୍ରଭୁଙ୍କ ସମ୍ମୁଖରେ ପର୍ବତମାନ କମ୍ପମାନ ହେଲେ, ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱରଙ୍କ ସମ୍ମୁଖରେ ସୀନୟ ମଧ୍ୟ (କମ୍ପମାନ ହେଲା)

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

5 ସଦାପ୍ରଭୁଙ୍କ ସମ୍ମୁଖରେ ପର୍ବତମାନ କମ୍ପମାନ୍ ହେଲେ, ସଦାପ୍ରଭୁ ଇସ୍ରାଏଲର ପରମେଶ୍ଵରଙ୍କ ସମ୍ମୁଖରେ ସୀନୟ ମଧ୍ୟ (କମ୍ପମାନ୍ ହେଲା) ଗୀତ.୯୭:୫ ଯାତ୍ରା.୧୯:୧୮

Gade chapit la Kopi

ଓଡିଆ ବାଇବେଲ

5 ସଦାପ୍ରଭୁଙ୍କ ସମ୍ମୁଖରେ ପର୍ବତମାନ କମ୍ପମାନ୍‍ ହେଲେ, ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱରଙ୍କ ସମ୍ମୁଖରେ ସୀନୟ ମଧ୍ୟ (କମ୍ପମାନ୍‍ ହେଲା)

Gade chapit la Kopi

ପବିତ୍ର ବାଇବଲ

5 ସଦାପ୍ରଭୁଙ୍କ ସମ୍ମୁଖରେ ପର୍ବତମାନ କମ୍ପମାନ ହେଲା। ସୀନୟ ପର୍ବତ ମଧ୍ୟ ସଦାପ୍ରଭୁଙ୍କ ସମ୍ମୁଖରେ କମ୍ପନ କଲା!

Gade chapit la Kopi




ବିଚାରକର୍ତ୍ତା 5:5
14 Referans Kwoze  

ସେତେବେଳେ ସୀନୟ ପର୍ବତ ଧୂମମୟ ଥିଲା, କାରଣ ସଦାପ୍ରଭୁ ଅଗ୍ନି ବାହନରେ ତହିଁ ଉପରେ ଅବରୋହଣ କଲେ; ତହିଁରେ ଭାଟିର ଧୂମ ପରି ତହିଁରୁ ଧୂମ ଉଠିଲା, ପୁଣି, ସମୁଦାୟ ପର୍ବତ ଅତିଶୟ କମ୍ପିଲା।


ପର୍ବତଗଣ ସଦାପ୍ରଭୁଙ୍କ ଛାମୁରେ ମହମ ପରି ତରଳି ଗଲେ, ସମୁଦାୟ ପୃଥିବୀ ପ୍ରଭୁଙ୍କ ଛାମୁରେ ତରଳି ଗଲେ।


ତାହାଙ୍କ ଆଗରେ ପର୍ବତଗଣ କମ୍ପିତ ହୁଅନ୍ତି ଓ ଉପପର୍ବତସବୁ ତରଳି ଯାʼନ୍ତି; ଆଉ, ତାହାଙ୍କ ସାକ୍ଷାତରେ ପୃଥିବୀ କମ୍ପିତ ହୁଏ, ହଁ ଜଗତ ଓ ତନ୍ନିବାସୀ ସମସ୍ତେ କମ୍ପିତ ହୁଅନ୍ତି।


କାରଣ ତୁମ୍ଭେମାନେ ସ୍ପୃଶ୍ୟ ପର୍ବତ ଓ ପ୍ରଜ୍ୱଳିତ ଅଗ୍ନି ନିକଟକୁ ପୁଣି, ନିବିଡ଼ ମେଘ, ଅନ୍ଧକାର, ଝଡ଼,


ପର୍ବତଗଣ ତୁମ୍ଭଙ୍କୁ ଦେଖି ଭୀତ ହେଲେ; ପ୍ରଚଣ୍ଡ ଜଳରାଶି ବହିଗଲା; ବାରିଧି ଆପଣା ରବ ଶୁଣାଇଲା ଓ ଆପଣା ହସ୍ତ ଉଚ୍ଚକୁ ଉଠାଇଲା।


ପୃଥିବୀ କମ୍ପିଲା, ପରମେଶ୍ୱରଙ୍କ ସାକ୍ଷାତରେ ଆକାଶମଣ୍ଡଳ ମଧ୍ୟ ବୃଷ୍ଟିପାତ କଲା; ସେହି ସୀନୟ ପରମେଶ୍ୱରଙ୍କର, ଇସ୍ରାଏଲର ପରମେଶ୍ୱରଙ୍କ ସାକ୍ଷାତରେ କମ୍ପିଲା।


ପର୍ବତଗଣ ମେଷ ପରି ଓ ଉପପର୍ବତଗଣ ମେଷଶାବକ ପରି ଡିଆଁ ମାରିଲେ।


ସେତେବେଳେ ସମସ୍ତ ଲୋକ ମେଘ ଗର୍ଜ୍ଜନ ଓ ବିଜୁଳି ଓ ତୂରୀଧ୍ୱନି ଓ ଧୂମଯୁକ୍ତ ପର୍ବତ ଦେଖିଲେ; ପୁଣି, ତାହା ଦେଖି ସେମାନେ କମ୍ପିତ ହୋଇ ଦୂରରେ ଠିଆ ହେଲେ।


ସେ ପୃଥିବୀକୁ ଅନାଇଲେ, ତାହା କମ୍ପିତ ହୁଏ, ସେ ପର୍ବତଗଣକୁ ଛୁଇଁଲେ, ସେମାନେ ଧୂମ ଉଦ୍ଗାର କରନ୍ତି।


ହେ ପରମେଶ୍ୱର, ତୁମ୍ଭେ ପ୍ରଚୁର ବୃଷ୍ଟି ପଠାଇଲ, ତୁମ୍ଭ ଅଧିକାର କ୍ଳାନ୍ତ ଥିବା ସମୟରେ ତୁମ୍ଭେ ତାହା ସୁସ୍ଥିର କଲ।


ଯେଉଁମାନଙ୍କ ଉପରେ ତୁମ୍ଭେ କେବେ କର୍ତ୍ତୃତ୍ୱ କରି ନାହଁ, ଯେଉଁମାନେ ତୁମ୍ଭ ନାମରେ କେବେ ଖ୍ୟାତ ହୋଇ ନ ଥିଲେ, ଏପରି ଲୋକମାନଙ୍କ ତୁଲ୍ୟ ଆମ୍ଭେମାନେ ହୋଇଅଛୁ।


Swiv nou:

Piblisite


Piblisite