ବିଚାରକର୍ତ୍ତା 6:10 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT10 ପୁଣି ଆମ୍ଭେ ତୁମ୍ଭମାନଙ୍କୁ କହିଲୁ, ‘ଆମ୍ଭେ ହିଁ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱର; ତୁମ୍ଭେମାନେ ଯେଉଁ ଇମୋରୀୟମାନଙ୍କ ଦେଶରେ ବାସ କରୁଅଛ, ସେମାନଙ୍କ ଦେବତାଗଣକୁ ଭୟ କରିବ ନାହିଁ;’ ମାତ୍ର ତୁମ୍ଭେମାନେ ଆମ୍ଭ ରବ ଶୁଣି ନାହଁ।” Gade chapit laପବିତ୍ର ବାଇବଲ (Re-edited) - (BSI)10 ପୁଣି ଆମ୍ଭେ ତୁମ୍ଭମାନଙ୍କୁ କହିଲୁ, ଆମ୍ଭେ ହିଁ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ଵର; ତୁମ୍ଭେମାନେ ଯେଉଁ ଇମୋରୀୟମାନଙ୍କ ଦେଶରେଣବାସ କରୁଅଛ, ସେମାନଙ୍କ ଦେବତାଗଣକୁ ଭୟ କରିବ ନାହିଁ; ମାତ୍ର ତୁମ୍ଭେମାନେ ଆମ୍ଭ ରବ ଶୁଣି ନାହଁ। Gade chapit laଓଡିଆ ବାଇବେଲ10 ପୁଣି ଆମ୍ଭେ ତୁମ୍ଭମାନଙ୍କୁ କହିଲୁ, ଆମ୍ଭେ ହିଁ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱର; ତୁମ୍ଭେମାନେ ଯେଉଁ ଇମୋରୀୟମାନଙ୍କ ଦେଶରେ ବାସ କରୁଅଛ, ସେମାନଙ୍କ ଦେବତାଗଣକୁ ଭୟ କରିବ ନାହିଁ; ମାତ୍ର ତୁମ୍ଭେମାନେ ଆମ୍ଭ ରବ ଶୁଣି ନାହଁ। Gade chapit laପବିତ୍ର ବାଇବଲ10 ମୁଁ ତୁମ୍ଭମାନଙ୍କୁ କହିଲି, ‘ମୁଁ ହିଁ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱର। ଇମୋରୀୟଙ୍କ ଦେବତାମାନଙ୍କୁ ପୂଜା କର ନାହିଁ, ଯେଉଁମାନଙ୍କ ଦେଶରେ ତୁମ୍ଭେମାନେ ବାସ କରୁଛ।’ ମାତ୍ର ତୁମ୍ଭେମାନେ ମୋର କଥା ଶୁଣିଲ ନାହିଁ।” Gade chapit la |
ଯଦିବା ସଦାପ୍ରଭୁଙ୍କୁ ସେବା କରିବା ତୁମ୍ଭମାନଙ୍କ ଦୃଷ୍ଟିରେ ମନ୍ଦ ଦିଶେ, ତେବେ ତୁମ୍ଭେମାନେ କାହାର ସେବା କରିବ, ତାହା ଆଜି ମନୋନୀତ କର; କି ନଦୀ ସେପାରିରେ ତୁମ୍ଭମାନଙ୍କ ପୂର୍ବପୁରୁଷମାନେ ଯେଉଁ ଦେବତାମାନଙ୍କୁ ସେବା କଲେ, ସେମାନଙ୍କ, କିଅବା ଯେଉଁ ଇମୋରୀୟମାନଙ୍କ ଦେଶରେ ତୁମ୍ଭେମାନେ ବାସ କରୁଅଛ, ସେମାନଙ୍କ ଦେବତାମାନଙ୍କୁ (ସେବା କରିବ, ଏହା ମନୋନୀତ କର); ମାତ୍ର ମୁଁ ଓ ମୋହର ପରିଜନ, ଆମ୍ଭେମାନେ ସଦାପ୍ରଭୁଙ୍କୁ ସେବା କରିବା।”
ତଥାପି ସଦାପ୍ରଭୁ ପ୍ରତ୍ୟେକ ଭବିଷ୍ୟଦ୍ବକ୍ତା ଓ ପ୍ରତ୍ୟେକ ଦର୍ଶକ ଦ୍ୱାରା ଇସ୍ରାଏଲ ପ୍ରତି ଓ ଯିହୁଦା ପ୍ରତି ସାକ୍ଷ୍ୟ ଦେଇ କହିଲେ, “ତୁମ୍ଭେମାନେ ଆପଣାମାନଙ୍କ କୁପଥରୁ ଫେର, ଆଉ ଆମ୍ଭେ ତୁମ୍ଭମାନଙ୍କ ପିତୃଲୋକଙ୍କୁ ଯେସମସ୍ତ ବ୍ୟବସ୍ଥା ଆଜ୍ଞା କରିଅଛୁ ଓ ଯାହା ଆପଣା ଦାସ ଭବିଷ୍ୟଦ୍ବକ୍ତାଗଣଙ୍କ ହସ୍ତ ଦ୍ୱାରା ତୁମ୍ଭମାନଙ୍କ ନିକଟକୁ ପଠାଇଅଛୁ, ତଦନୁସାରେ ଆମ୍ଭର ଆଜ୍ଞା ଓ ବିଧିସବୁ ପାଳନ କର।”