ବିଚାରକର୍ତ୍ତା 6:12 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT12 ତହିଁରେ ସଦାପ୍ରଭୁଙ୍କ ଦୂତ ତାହାକୁ ଦର୍ଶନ ଦେଇ କହିଲେ, “ହେ ମହାବିକ୍ରମଶାଳୀ ଲୋକ, ସଦାପ୍ରଭୁ ତୁମ୍ଭ ସଙ୍ଗେ ଅଛନ୍ତି।” Gade chapit laପବିତ୍ର ବାଇବଲ (Re-edited) - (BSI)12 ତହିଁରେ ସଦାପ୍ରଭୁଙ୍କ ଦୂତ ତାହାକୁ ଦର୍ଶନ ଦେଇ କହିଲେ, ହେ ମହାବିକ୍ରମଶାଳୀ ଲୋକ, ସଦାପ୍ରଭୁ ତୁମ୍ଭ ସଙ୍ଗେ ଅଛନ୍ତି। Gade chapit laଓଡିଆ ବାଇବେଲ12 ତହିଁରେ ସଦାପ୍ରଭୁଙ୍କ ଦୂତ ତାହାକୁ ଦର୍ଶନ ଦେଇ କହିଲେ, ହେ ମହାବିକ୍ରମଶାଳୀ ଲୋକ, ସଦାପ୍ରଭୁ ତୁମ୍ଭ ସଙ୍ଗେ ଅଛନ୍ତି। Gade chapit laପବିତ୍ର ବାଇବଲ12 ସଦାପ୍ରଭୁଙ୍କର ଦୂତ ତାଙ୍କ ଆଗରେ ଦର୍ଶନ ଦେଲେ ଓ କହିଲେ, “ହେ ମହାବିକ୍ରମଶାଳୀ ଲୋକ ସଦାପ୍ରଭୁ ତୁମ୍ଭ ସଙ୍ଗେ ଅଛନ୍ତି।” Gade chapit la |
ଏଥିରେ ଗିଦିୟୋନ୍ ତାହାଙ୍କୁ କହିଲେ, ହେ ମୋହର ପ୍ରଭୋ, ଯେବେ ସଦାପ୍ରଭୁ ଆମ୍ଭମାନଙ୍କ ସଙ୍ଗେ ଥାଆନ୍ତି, ତେବେ ଆମ୍ଭମାନଙ୍କ ପ୍ରତି ଏହିସବୁ ଘଟିଅଛି କାହିଁକି? ପୁଣି ସଦାପ୍ରଭୁ ଆମ୍ଭମାନଙ୍କୁ କି ମିସରରୁ ଆଣି ନାହାନ୍ତି, ଏହା କହି ଆମ୍ଭମାନଙ୍କ ପୂର୍ବପୁରୁଷମାନେ ଆମ୍ଭମାନଙ୍କ ଆଗରେ ତାହାଙ୍କର ଯେସବୁ ଆଶ୍ଚର୍ଯ୍ୟକ୍ରିୟାର କୀର୍ତ୍ତନ କରିଥିଲେ, ସେସବୁ କାହିଁ? ମାତ୍ର ଏବେ ସଦାପ୍ରଭୁ ଆମ୍ଭମାନଙ୍କୁ ତ୍ୟାଗ କରିଅଛନ୍ତି ଓ ଆମ୍ଭମାନଙ୍କୁ ମିଦୀୟନର ହସ୍ତରେ ସମର୍ପଣ କରିଅଛନ୍ତି।