ବିଚାରକର୍ତ୍ତା 6:8 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT8 ସଦାପ୍ରଭୁ ଇସ୍ରାଏଲ-ସନ୍ତାନଗଣ ନିକଟକୁ ଏକ ଭବିଷ୍ୟଦ୍ବକ୍ତା ପ୍ରେରଣ କଲେ; ତହୁଁ ସେ ସେମାନଙ୍କୁ କହିଲେ, “ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଏହି କଥା କହନ୍ତି, ଆମ୍ଭେ ତୁମ୍ଭମାନଙ୍କୁ ମିସରରୁ ଆଣିଲୁ ଓ ଦାସଗୃହରୁ ତୁମ୍ଭମାନଙ୍କୁ ବାହାର କରି ଆଣିଲୁ; Gade chapit laପବିତ୍ର ବାଇବଲ (Re-edited) - (BSI)8 ସଦାପ୍ରଭୁ ଇସ୍ରାଏଲ-ସନ୍ତାନଗଣ ନିକଟକୁ ଏକ ଭବିଷ୍ୟଦ୍ବକ୍ତା ପ୍ରେରଣ କଲେ; ତହୁଁ ସେ ସେମାନଙ୍କୁ କହିଲେ, ସଦାପ୍ରଭୁ ଇସ୍ରାଏଲର ପରମେଶ୍ଵର ଏହି କଥା କହନ୍ତି, ଆମ୍ଭେ ତୁମ୍ଭମାନଙ୍କୁ ମିସରରୁ ଆଣିଲୁ ଓ ଦାସଗୃହରୁ ତୁମ୍ଭମାନଙ୍କୁ ବାହାର କରି ଆଣିଲୁ; Gade chapit laଓଡିଆ ବାଇବେଲ8 ସଦାପ୍ରଭୁ ଇସ୍ରାଏଲ ସନ୍ତାନଗଣ ନିକଟକୁ ଏକ ଭବିଷ୍ୟଦ୍ବକ୍ତା ପ୍ରେରଣ କଲେ; ତହୁଁ ସେ ସେମାନଙ୍କୁ କହିଲେ, ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଏହି କଥା କହନ୍ତି, ଆମ୍ଭେ ତୁମ୍ଭମାନଙ୍କୁ ମିସରରୁ ଆଣିଲୁ ଓ ଦାସଗୃହରୁ ତୁମ୍ଭମାନଙ୍କୁ ବାହାର କରି ଆଣିଲୁ; Gade chapit laପବିତ୍ର ବାଇବଲ8 ତେଣୁ ସଦାପ୍ରଭୁ ଏକ ଭବିଷ୍ୟଦ୍ବକ୍ତାଙ୍କୁ ଇସ୍ରାଏଲକୁ ପ୍ରେରଣ କଲେ। ସେହି ଭବିଷ୍ୟଦ୍ବକ୍ତା ଇସ୍ରାଏଲବାସୀଙ୍କୁ କହିଲେ, “ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର କହନ୍ତି, ‘ମୁଁ ତୁମ୍ଭମାନଙ୍କୁ ମିଶରରୁ ବାହାର କରି ଆଣିଲି ଓ ଦାସତ୍ୱରୁ ମୁଁ ତୁମ୍ଭମାନଙ୍କୁ ମୁକ୍ତ କଲି। Gade chapit la |
ତଥାପି ସଦାପ୍ରଭୁ ପ୍ରତ୍ୟେକ ଭବିଷ୍ୟଦ୍ବକ୍ତା ଓ ପ୍ରତ୍ୟେକ ଦର୍ଶକ ଦ୍ୱାରା ଇସ୍ରାଏଲ ପ୍ରତି ଓ ଯିହୁଦା ପ୍ରତି ସାକ୍ଷ୍ୟ ଦେଇ କହିଲେ, “ତୁମ୍ଭେମାନେ ଆପଣାମାନଙ୍କ କୁପଥରୁ ଫେର, ଆଉ ଆମ୍ଭେ ତୁମ୍ଭମାନଙ୍କ ପିତୃଲୋକଙ୍କୁ ଯେସମସ୍ତ ବ୍ୟବସ୍ଥା ଆଜ୍ଞା କରିଅଛୁ ଓ ଯାହା ଆପଣା ଦାସ ଭବିଷ୍ୟଦ୍ବକ୍ତାଗଣଙ୍କ ହସ୍ତ ଦ୍ୱାରା ତୁମ୍ଭମାନଙ୍କ ନିକଟକୁ ପଠାଇଅଛୁ, ତଦନୁସାରେ ଆମ୍ଭର ଆଜ୍ଞା ଓ ବିଧିସବୁ ପାଳନ କର।”