ବିଚାରକର୍ତ୍ତା 7:16 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT16 ତହୁଁ ସେ ସେହି ତିନି ଶହ ଲୋକଙ୍କୁ ତିନି ଦଳରେ ବିଭାଗ କରି ସେସମସ୍ତଙ୍କ ହସ୍ତରେ ତୂରୀ ଓ ଶୂନ୍ୟ କଳସ ଓ କଳସ ମଧ୍ୟରେ ଦିହୁଡ଼ି ଦେଲେ। Gade chapit laପବିତ୍ର ବାଇବଲ (Re-edited) - (BSI)16 ତହୁଁ ସେ ସେହି ତିନି ଶହ ଲୋକଙ୍କୁ ତିନି ଦଳରେ ବିଭାଗ କରି ସେସମସ୍ତଙ୍କ ହସ୍ତରେ ତୂରୀ ଓ ଶୂନ୍ୟ କଳଶ ଓ କଳଶ ମଧ୍ୟରେ ଦିହୁଡ଼ି ଦେଲେ। Gade chapit laଓଡିଆ ବାଇବେଲ16 ତହୁଁ ସେ ସେହି ତିନି ଶହ ଲୋକଙ୍କୁ ତିନି ଦଳରେ ବିଭାଗ କରି ସେସମସ୍ତଙ୍କ ହସ୍ତରେ ତୂରୀ ଓ ଶୂନ୍ୟ କଳଶ ଓ କଳଶ ମଧ୍ୟରେ ଦିହୁଡ଼ି ଦେଲେ। Gade chapit laପବିତ୍ର ବାଇବଲ16 ଏହା ପରେ ଗିଦିୟୋନ ସେହି 300 ସୈନ୍ୟଙ୍କୁ ତିନି ଦଳରେ ବିଭକ୍ତ କଲେ। ତା'ପରେ ସେ ସେମାନଙ୍କୁ ପ୍ରତ୍ୟେକଙ୍କୁ ଗୋଟିଏ ଗୋଟିଏ ତୂରୀ ଓ ଗୋଟିଏ ଗୋଟିଏ ଶୂନ୍ୟ ପାତ୍ର ଦେଲେ। ପ୍ରତ୍ୟେକ ପାତ୍ର ମଧ୍ୟରେ ଗୋଟିଏ ଗୋଟିଏ ଜଳନ୍ତା ମଶାଲ ଥିଲା। Gade chapit la |