ବିଚାରକର୍ତ୍ତା 7:2 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT2 ଏଥିଉତ୍ତାରେ ସଦାପ୍ରଭୁ ଗିଦିୟୋନ୍ଙ୍କୁ କହିଲେ, “ତୁମ୍ଭ ସଙ୍ଗୀ ଲୋକମାନେ ଏତେ ଅଧିକ ଯେ, ଆମ୍ଭେ ମିଦୀୟନୀୟମାନଙ୍କୁ ସେମାନଙ୍କ ହସ୍ତରେ ସମର୍ପଣ କରି ନ ପାରୁ; କଲେ, ଆମ୍ଭ ନିଜ ହସ୍ତ ଆମ୍ଭକୁ ଉଦ୍ଧାର କରିଅଛି, ଏହା କହି ଇସ୍ରାଏଲ ଅବା ଆମ୍ଭ ବିରୁଦ୍ଧରେ ଦର୍ପ କରିବ। Gade chapit laପବିତ୍ର ବାଇବଲ (Re-edited) - (BSI)2 ଏ ଉତ୍ତାରେ ସଦାପ୍ରଭୁ ଗିଦିୟୋନ୍ଙ୍କୁ କହିଲେ, ତୁମ୍ଭ ସଙ୍ଗୀ ଲୋକମାନେ ଏତେ ଅଧିକ ଯେ, ଆମ୍ଭେ ମିଦୀୟନୀୟମାନଙ୍କୁ ସେମାନଙ୍କ ହସ୍ତରେ ସମର୍ପଣ କରି ନ ପାରୁ; କଲେ, ଆମ୍ଭ ନିଜ ହସ୍ତ ଆମ୍ଭକୁ ଉଦ୍ଧାର କରିଅଛି, ଏହା କହି ଇସ୍ରାଏଲ ଅବା ଆମ୍ଭ ପ୍ରତିକୂଳରେ ଦର୍ପ କରିବ। Gade chapit laଓଡିଆ ବାଇବେଲ2 ଏଥିଉତ୍ତାରେ ସଦାପ୍ରଭୁ ଗିଦିୟୋନ୍ଙ୍କୁ କହିଲେ, ତୁମ୍ଭ ସଙ୍ଗୀ ଲୋକମାନେ ଏତେ ଅଧିକ ଯେ, ଆମ୍ଭେ ମିଦୀୟନୀୟମାନଙ୍କୁ ସେମାନଙ୍କ ହସ୍ତରେ ସମର୍ପଣ କରି ନ ପାରୁ; କଲେ, ଆମ୍ଭ ନିଜ ହସ୍ତ ଆମ୍ଭକୁ ଉଦ୍ଧାର କରିଅଛି, ଏହା କହି ଇସ୍ରାଏଲ ଅବା ଆମ୍ଭ ବିରୁଦ୍ଧରେ ଦର୍ପ କରିବ। Gade chapit laପବିତ୍ର ବାଇବଲ2 ଏହା ପରେ ସଦାପ୍ରଭୁ ଗିଦିୟୋନକୁ କହିଲେ, “ମିଦିୟନମାନଙ୍କୁ ପରାସ୍ତ କରିବା ପାଇଁ ମୁଁ ତୁମ୍ଭର ଲୋକମାନଙ୍କୁ ସାହାଯ୍ୟ କରିବି। କିନ୍ତୁ ତୁମ୍ଭର ଏତେ ସୈନ୍ୟ ଅଛନ୍ତି ଯେ ମୁଁ ସେମାନଙ୍କୁ ପରାସ୍ତ କରାଇଲେ ତୁମ୍ଭର ସୈନ୍ୟମାନେ ଭାବିବେ ଯେ, ସେମାନେ ନିଜ ଶକ୍ତି ବଳରେ ଶତ୍ରୁମାନଙ୍କୁ ପରାସ୍ତ କରିଛନ୍ତି। ଇସ୍ରାଏଲର ଲୋକମାନେ ମୋତେ ଭୂଲିଯାଆନ୍ତୁ ବୋଲି ଓ ସେମାନେ ନିଜକୁ ନିଜେ ରକ୍ଷା କରିଛନ୍ତି ବୋଲି ଆତ୍ମାଶ୍ଲାଘା କରନ୍ତୁ ବୋଲି ମୁଁ ଗ୍ଭହେଁ ନାହିଁ। Gade chapit la |
ଏଥିରେ ଆସା ସଦାପ୍ରଭୁ ଆପଣା ପରମେଶ୍ୱରଙ୍କ ନିକଟରେ ଡାକ ପକାଇ କହିଲେ, “ସଦାପ୍ରଭୋ, ବଳବାନ ଓ ବଳହୀନ ଲୋକ ମଧ୍ୟରେ ସାହାଯ୍ୟ କରିବାକୁ ତୁମ୍ଭ ଭିନ୍ନ ଆଉ କେହି ନାହାନ୍ତି; ହେ ସଦାପ୍ରଭୋ, ଆମ୍ଭମାନଙ୍କ ପରମେଶ୍ୱର, ଆମ୍ଭମାନଙ୍କର ସାହାଯ୍ୟ କର; କାରଣ ଆମ୍ଭେମାନେ ତୁମ୍ଭ ଉପରେ ନିର୍ଭର କରୁଅଛୁ ଓ ତୁମ୍ଭ ନାମରେ ଏହି ଜନତା ପ୍ରତିକୂଳରେ ଆସିଅଛୁ। ହେ ସଦାପ୍ରଭୋ, ତୁମ୍ଭେ ଆମ୍ଭମାନଙ୍କର ପରମେଶ୍ୱର ଅଟ; ମନୁଷ୍ୟ ତୁମ୍ଭ ପ୍ରତିକୂଳରେ ଜୟଯୁକ୍ତ ନ ହେଉ।”