Biblia Todo Logo
Bib sou entènèt

- Piblisite -




ବିଚାରକର୍ତ୍ତା 7:23 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

23 ଏଥିଉତ୍ତାରେ ନପ୍ତାଲି ଓ ଆଶେର ଓ ସମୁଦାୟ ମନଃଶି ଦେଶରୁ ଇସ୍ରାଏଲୀୟ ଲୋକେ ଏକତ୍ରିତ ହୋଇ ମିଦୀୟନୀୟମାନଙ୍କ ପଛେ ପଛେ ଗୋଡ଼ାଇଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

23 ଏଉତ୍ତାରେ ନପ୍ତାଲି ଓ ଆଶେର୍ ଓ ସମୁଦାୟ ମନଃଶି ଦେଶରୁ ଇସ୍ରାଏଲୀୟ ଲୋକେ ଏକତ୍ରିତ ହୋଇ ମିଦୀୟନୀୟମାନଙ୍କ ପଛେ ପଛେ ଗୋଡ଼ାଇଲେ।

Gade chapit la Kopi

ଓଡିଆ ବାଇବେଲ

23 ଏଥିଉତ୍ତାରେ ନପ୍ତାଲି ଓ ଆଶେର ଓ ସମୁଦାୟ ମନଃଶି ଦେଶରୁ ଇସ୍ରାଏଲୀୟ ଲୋକେ ଏକତ୍ରିତ ହୋଇ ମିଦୀୟନୀୟମାନଙ୍କ ପଛେ ପଛେ ଗୋଡ଼ାଇଲେ।

Gade chapit la Kopi

ପବିତ୍ର ବାଇବଲ

23 ଏହା ପରେ ସୈନ୍ୟମାନେ, ଯେଉଁମାନେ କି ନପ୍ତାଲି ପରିବାରବର୍ଗ, ଆଶେର ଏବଂ ମନଃଶି ଥିଲେ, ସେମାନେ ଏକତ୍ରିତ ହୋଇ ମିଦିୟନୀୟମାନଙ୍କ ପଛରେ ଗୋଡ଼ାଇଲେ।

Gade chapit la Kopi




ବିଚାରକର୍ତ୍ତା 7:23
6 Referans Kwoze  

ପୁଣି ସେ ମନଃଶି (ଦେଶର) ସର୍ବତ୍ର ଦୂତ ପଠାନ୍ତେ, ସେମାନେ ମଧ୍ୟ ତାହାର ପଛେ ଏକତ୍ର ହେଲେ, ତହୁଁ ସେ ଆଶେର ଓ ସବୂଲୂନ ଓ ନପ୍ତାଲି (ବଂଶ) ନିକଟକୁ ଦୂତ ପଠାନ୍ତେ, ସେମାନେ ସେମାନଙ୍କ ସଙ୍ଗେ ମିଳିବାକୁ ଆସିଲେ।


ହୂଶମ୍‌ର ମରଣ ଉତ୍ତାରେ, ବଦଦର ପୁତ୍ର ଯେ ହଦଦ୍‍ ମୋୟାବ କ୍ଷେତ୍ରରେ ମିଦୀୟନକୁ ଜୟ କଲା, ସେ ତାହା ପଦରେ ରାଜତ୍ୱ କଲା; ତାହାର ରାଜଧାନୀର ନାମ ଅବୀତ୍‍।


ଆଉ ତୁମ୍ଭେମାନେ ଆପଣା ଶତ୍ରୁମାନଙ୍କୁ ଘଉଡ଼ାଇ ଦେବ ଓ ସେମାନେ ତୁମ୍ଭମାନଙ୍କ ଆଗେ ଖଡ୍ଗରେ ପଡ଼ିବେ।


ପୁଣି, ସେମାନେ ପ୍ରତ୍ୟେକେ ଆପଣା ଆପଣା ପ୍ରତିଯୋଦ୍ଧାକୁ ବଧ କଲେ; ତହିଁରେ ଅରାମୀୟମାନେ ପଳାଇଲେ ଓ ଇସ୍ରାଏଲ ସେମାନଙ୍କ ପଛେ ପଛେ ଗୋଡ଼ାଇଲେ; ପୁଣି, ଅରାମର ରାଜା ବିନ୍‍ହଦଦ୍‍ ଅଶ୍ୱାରୋହୀମାନଙ୍କ ସହିତ ଏକ ଅଶ୍ୱ ଆରୋହଣ କରି ରକ୍ଷା ପାଇଲା।


ଏଥିରେ ଇସ୍ରାଏଲର ରାଜା ବାହାରକୁ ଯାଇ ଅଶ୍ୱ ଓ ରଥସକଳ ଆଘାତ କଲେ ଓ ଅରାମୀୟମାନଙ୍କୁ ମହାସଂହାରରେ ବଧ କଲେ।


Swiv nou:

Piblisite


Piblisite