Biblia Todo Logo
Bib sou entènèt

- Piblisite -




ବିଚାରକର୍ତ୍ତା 7:6 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

6 ତହିଁରେ ଯେଉଁମାନେ ଆପଣା ଆପଣା ମୁଖରେ ହାତ ଦେଇ ଚାକୁ ଚାକୁ କରି ଜଳ ଖାଇଲେ, ସେମାନେ ସଂଖ୍ୟାରେ ତିନି ଶହ ଲୋକ ହେଲେ; ମାତ୍ର ଅବଶିଷ୍ଟ ଲୋକ ସମସ୍ତେ ଜଳ ପାନ କରିବାକୁ ଆଣ୍ଠୁ ଉପରେ ନଇଁ ପଡ଼ିଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

6 ତହିଁରେ ଯେଉଁମାନେ ଆପଣା ଆପଣା ମୁଖରେ ହାତ ଦେଇ ଚାକୁ ଚାକୁ କରି ଜଳ ଖାଇଲେ, ସେମାନେ ସଂଖ୍ୟାରେ ତିନି ଶ ଲୋକ ହେଲେ; ମାତ୍ର ଅବଶିଷ୍ଟ ଲୋକ ସମସ୍ତେ ଜଳପାନ କରିବାକୁ ଆଣ୍ଠୁ ଉପରେ ନଇଁ ପଡ଼ିଲେ।

Gade chapit la Kopi

ଓଡିଆ ବାଇବେଲ

6 ତହିଁରେ ଯେଉଁମାନେ ଆପଣା ଆପଣା ମୁଖରେ ହାତ ଦେଇ ଚାକୁ ଚାକୁ କରି ଜଳ ଖାଇଲେ, ସେମାନେ ସଂଖ୍ୟାରେ ତିନି ଶହ ଲୋକ ହେଲେ; ମାତ୍ର ଅବଶିଷ୍ଟ ଲୋକ ସମସ୍ତେ ଜଳପାନ କରିବାକୁ ଆଣ୍ଠୁ ଉପରେ ନଇଁ ପଡ଼ିଲେ।

Gade chapit la Kopi

ପବିତ୍ର ବାଇବଲ

6 ଏଥିରେ 300 ଲୋକ ନିଜ ନିଜ ହାତରେ ମୁହଁରେ ହାତ ଦେଇ କୁକୁରପରି ଗ୍ଭକୁ ଗ୍ଭକୁ କରି ଜଳପାନ କଲେ। ଏବଂ ଅନ୍ୟ ସମସ୍ତ ଲୋକ ଜଳ ପାନକରିବା ପାଇଁ ଆଣ୍ଠୁମାଡ଼ି ନଇଁ ପଡ଼ିଲେ।

Gade chapit la Kopi




ବିଚାରକର୍ତ୍ତା 7:6
4 Referans Kwoze  

ତେଣୁ ସେ ଲୋକମାନଙ୍କୁ ଜଳ ନିକଟକୁ ଆଣିଲେ; ତହିଁରେ ସଦାପ୍ରଭୁ ଗିଦିୟୋନ୍‍ଙ୍କୁ କହିଲେ, “କୁକ୍କୁର ପରି ଆପଣା ଜିହ୍ୱାରେ ଚାକୁ ଚାକୁ କରି ଜଳ ଖାଇବା ପ୍ରତ୍ୟେକ ଲୋକକୁ, ସେହିପରି ପାନ କରିବାକୁ ଆଣ୍ଠୁ ଉପରେ ନଇଁ ପଡ଼ିବା ପ୍ରତ୍ୟେକ ଲୋକକୁ ପୃଥକ କର।”


ତହୁଁ ସଦାପ୍ରଭୁ ଗିଦିୟୋନ୍‍ଙ୍କୁ କହିଲେ, “ଯେଉଁ ତିନି ଶହ ଲୋକ ଚାକୁ ଚାକୁ କରି ଜଳ ଖାଇଲେ, ସେମାନଙ୍କ ଦ୍ୱାରା ଆମ୍ଭେ ତୁମ୍ଭମାନଙ୍କୁ ଉଦ୍ଧାର କରିବା ଓ ମିଦୀୟନୀୟମାନଙ୍କୁ ତୁମ୍ଭ ହସ୍ତରେ ସମର୍ପଣ କରିବା; ଆଉ ସମସ୍ତ ଲୋକ ଆପଣା ଆପଣା ସ୍ଥାନକୁ ଚାଲିଯାଆନ୍ତୁ।”


ସେ ପଥ ମଧ୍ୟରେ ସ୍ରୋତଜଳ ପାନ କରିବେ; ଏହେତୁ ସେ ଆପଣା ମସ୍ତକ ଉଠାଇବେ।


ମନୁଷ୍ୟର ସମସ୍ତ ଗତି ଆପଣା ଦୃଷ୍ଟିରେ ନିର୍ମଳ; ମାତ୍ର ସଦାପ୍ରଭୁ ଆତ୍ମାମାନଙ୍କୁ ତୌଲନ୍ତି।


Swiv nou:

Piblisite


Piblisite