ବିଚାରକର୍ତ୍ତା 7:8 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT8 ଏଥିରେ ଲୋକମାନେ ଆପଣା ଆପଣା ହସ୍ତରେ ଖାଦ୍ୟଦ୍ରବ୍ୟ ଓ ତୂରୀ ଘେନିଲେ; ପୁଣି ସେ ଇସ୍ରାଏଲର ସମସ୍ତ ଲୋକଙ୍କୁ ଆପଣା ଆପଣା ତମ୍ବୁକୁ ବିଦାୟ କଲେ, ମାତ୍ର ସେହି ତିନି ଶହ ଲୋକଙ୍କୁ ରଖିଲେ; ସେସମୟରେ ମିଦୀୟନୀୟ ଛାଉଣି ତାହାର ନୀଚସ୍ଥ ତଳଭୂମିରେ ଥିଲା। Gade chapit laପବିତ୍ର ବାଇବଲ (Re-edited) - (BSI)8 ଏଥିରେ ଲୋକମାନେ ଆପଣା ଆପଣା ହସ୍ତରେ ଖାଦ୍ୟଦ୍ରବ୍ୟ ଓ ତୂରୀ ଘେନିଲେ; ପୁଣି ସେ ଇସ୍ରାଏଲର ସମସ୍ତ ଲୋକଙ୍କୁ ଆପଣା ଆପଣା ତମ୍ଵୁକୁ ବିଦାୟ କଲେ, ମାତ୍ର ସେହି ତିନି ଶହ ଲୋକଙ୍କୁ ରଖିଲେ; ସେ ସମୟରେ ମିଦୀୟନୀୟ ଛାଉଣି ତାହାର ନୀଚସ୍ଥ ତଳଭୂମିରେ ଥିଲା। Gade chapit laଓଡିଆ ବାଇବେଲ8 ଏଥିରେ ଲୋକମାନେ ଆପଣା ଆପଣା ହସ୍ତରେ ଖାଦ୍ୟଦ୍ରବ୍ୟ ଓ ତୂରୀ ଘେନିଲେ; ପୁଣି ସେ ଇସ୍ରାଏଲର ସମସ୍ତ ଲୋକଙ୍କୁ ଆପଣା ଆପଣା ତମ୍ବୁକୁ ବିଦାୟ କଲେ, ମାତ୍ର ସେହି ତିନି ଶହ ଲୋକଙ୍କୁ ରଖିଲେ; ସେ ସମୟରେ ମିଦୀୟନୀୟ ଛାଉଣି ତାହାର ନୀଚସ୍ଥ ତଳଭୂମିରେ ଥିଲା। Gade chapit laପବିତ୍ର ବାଇବଲ8 ତେଣୁ ଗିଦିୟୋନ ସେ ସମସ୍ତ ଲୋକମାନଙ୍କୁ ଗୃହକୁ ପଠାଇ ଦେଲେ। ତାଙ୍କ ସହିତ ମାତ୍ର 300 ଲୋକ ରଖିଲେ। ସେହି 300 ଲୋକ ଅନ୍ୟମାନଙ୍କର ସାମଗ୍ରୀ ଓ ତୂରୀସବୁ ରଖିଲେ, ଯେଉଁମାନେ ଗୃହକୁ ଗ୍ଭଲିଗଲେ। ମିଦିୟନୀୟମାନଙ୍କର ଛାଉଣି ସେମାନଙ୍କର ତଳ ଉପତ୍ୟକାରେ ଥିଲା। Gade chapit la |