ବିଚାରକର୍ତ୍ତା 7:9 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT9 ଏଥିଉତ୍ତାରେ ସେହି ରାତ୍ରିରେ ସଦାପ୍ରଭୁ ତାଙ୍କୁ କହିଲେ, “ଉଠ, ସେହି ଛାଉଣିକୁ ଓହ୍ଲାଇ ଯାଅ; କାରଣ ଆମ୍ଭେ ତୁମ୍ଭ ହସ୍ତରେ ତାହା ସମର୍ପଣ କଲୁ। Gade chapit laପବିତ୍ର ବାଇବଲ (Re-edited) - (BSI)9 ଅନନ୍ତର ସେହି ରାତ୍ରିରେ ସଦାପ୍ରଭୁ ତାଙ୍କୁ କହିଲେ, ଉଠ, ସେହି ଛାଉଣିକି ଓହ୍ଲାଇ ଯାଅ; କାରଣ ଆମ୍ଭେ ତୁମ୍ଭ ହସ୍ତରେ ତାହା ସମର୍ପଣ କଲୁ। Gade chapit laଓଡିଆ ବାଇବେଲ9 ଏଥିଉତ୍ତାରେ ସେହି ରାତ୍ରିରେ ସଦାପ୍ରଭୁ ତାଙ୍କୁ କହିଲେ, ଉଠ, ସେହି ଛାଉଣିକୁ ଓହ୍ଲାଇ ଯାଅ; କାରଣ ଆମ୍ଭେ ତୁମ୍ଭ ହସ୍ତରେ ତାହା ସମର୍ପଣ କଲୁ। Gade chapit laପବିତ୍ର ବାଇବଲ9 ରାତ୍ରି ସମୟରେ ସଦାପ୍ରଭୁ ଗିଦିୟୋନଙ୍କୁ କହିଲେ, “ଉଠ, ସେହି ଛାଉଣିକୁ ଓହ୍ଲାଇ ଯାଅ। ସେମାନଙ୍କୁ ପରାସ୍ତ କରିବାରେ ମୁଁ ତୁମ୍ଭମାନଙ୍କୁ ଅନୁମତି ଦେବି। Gade chapit la |