ବିଚାରକର୍ତ୍ତା 8:10 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT10 ଏହି ସମୟରେ ସେବହ ଓ ସଲମୁନ୍ନ କର୍କୋରରେ ଥିଲେ ଓ ସେମାନଙ୍କର ସଙ୍ଗୀ ସୈନ୍ୟଦଳ ଊଣାଧିକ ପନ୍ଦର ହଜାର ଲୋକ ଥିଲେ; ପୂର୍ବଦେଶୀୟ ଲୋକମାନଙ୍କର ସମସ୍ତ ସୈନ୍ୟଦଳ ମଧ୍ୟରୁ ଏମାନେ କେବଳ ଅବଶିଷ୍ଟ ରହିଥିଲେ; କାରଣ ଖଡ୍ଗଧାରୀ ଏକ ଲକ୍ଷ କୋଡ଼ିଏ ହଜାର ଲୋକ ହତ ହୋଇଥିଲେ। Gade chapit laପବିତ୍ର ବାଇବଲ (Re-edited) - (BSI)10 ଏହି ସମୟରେ ସେବହ ଓ ସଲମୁନ୍ନ କର୍କୋରରେ ଥିଲେ ଓ ସେମାନଙ୍କର ସଙ୍ଗୀ ସୈନ୍ୟଦଳ ଊଣାଧିକ ପନ୍ଦର ହଜାର ଲୋକ ଥିଲେ; ପୂର୍ବଦେଶୀୟ ଲୋକମାନଙ୍କର ସମସ୍ତ ସୈନ୍ୟଦଳ ମଧ୍ୟରୁ ଏମାନେ କେବଳ ଅବଶିଷ୍ଟ ରହିଥିଲେ; କାରଣ ଖଡ଼୍ଗଧାରୀ ଏକଲକ୍ଷ କୋଡ଼ିଏ ହଜାର ଲୋକ ହତ ହୋଇଥିଲେ। Gade chapit laଓଡିଆ ବାଇବେଲ10 ଏହି ସମୟରେ ସେବହ ଓ ସଲମୁନ୍ନ କର୍କୋରରେ ଥିଲେ ଓ ସେମାନଙ୍କର ସଙ୍ଗୀ ସୈନ୍ୟଦଳ ଊଣାଧିକ ପନ୍ଦର ହଜାର ଲୋକ ଥିଲେ; ପୂର୍ବଦେଶୀୟ ଲୋକମାନଙ୍କର ସମସ୍ତ ସୈନ୍ୟଦଳ ମଧ୍ୟରୁ ଏମାନେ କେବଳ ଅବଶିଷ୍ଟ ରହିଥିଲେ; କାରଣ ଖଡ୍ଗଧାରୀ ଏକଲକ୍ଷ କୋଡ଼ିଏ ହଜାର ଲୋକ ହତ ହୋଇଥିଲେ। Gade chapit laପବିତ୍ର ବାଇବଲ10 ସେହି ସମୟରେ ସେବହ ଓ ସଲମୁନ୍ନ କର୍କୋର ନଗରରେ ଥିଲେ। ସେମାନଙ୍କ ସହିତ 15,000 ସୈନ୍ୟ ଥିଲେ। ଏହି ସୈନ୍ୟମାନେ, ଯେଉଁମାନେ ପୂର୍ବ ଦେଶୀୟ ଲୋକମାନଙ୍କର ସୈନ୍ୟବାହିନୀରେ ରହିଥିଲେ। 120,000 ଜଣ ଶକ୍ତିଶାଳୀ ସୈନ୍ୟ ପୁରାପୁରି ମୃତ୍ୟୁବରଣ କରିଥିଲେ। Gade chapit la |