Biblia Todo Logo
Bib sou entènèt

- Piblisite -




ବିଚାରକର୍ତ୍ତା 8:11 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

11 ଏଉତ୍ତାରେ ଗିଦିୟୋନ୍‍ ନୋବହ ଓ ଯଗ୍‍ବିହର ପୂର୍ବ ଦିଗରେ ତମ୍ବୁ ନିବାସୀମାନଙ୍କ ପଥ ଦେଇ ଉଠିଯାଇ ସେହି ସୈନ୍ୟଦଳକୁ ଆଘାତ କଲେ; ଯେହେତୁ ସେହି ସୈନ୍ୟଦଳ ନିର୍ଭୟରେ ଥିଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

11 ଏ ଉତ୍ତାରେ ଗିଦିୟୋନ୍ ନୋବହ ଓ ଯଗ୍-ବିହର ପୂର୍ବଦିଗରେ ତମ୍ଵୁ ନିବାସୀମାନଙ୍କ ପଥ ଦେଇ ଉଠି ଯାଇ ସେହି ସୈନ୍ୟଦଳକୁ ଆଘାତ କଲେ; ଯେହେତୁ ସେହି ସୈନ୍ୟଦଳ ନିର୍ଭୟରେ ଥିଲେ।

Gade chapit la Kopi

ଓଡିଆ ବାଇବେଲ

11 ଏ ଉତ୍ତାରେ ଗିଦିୟୋନ୍‍ ନୋବହ ଓ ଯଗ୍‍ବିହର ପୂର୍ବଦିଗରେ ତମ୍ବୁ ନିବାସୀମାନଙ୍କ ପଥ ଦେଇ ଉଠି ଯାଇ ସେହି ସୈନ୍ୟଦଳକୁ ଆଘାତ କଲେ; ଯେହେତୁ ସେହି ସୈନ୍ୟଦଳ ନିର୍ଭୟରେ ଥିଲେ।

Gade chapit la Kopi

ପବିତ୍ର ବାଇବଲ

11 ଏହା ପରେ ଗିଦିୟୋନ ନୋବହ ଓ ଯ‌ଗ୍‌ବିହର ସହରଗୁଡ଼ିକର ପୂର୍ବ ଦିଗରେ ତମ୍ବୁ ନିବାସୀମାନଙ୍କ ପଥଦେଇ ଗଲେ। ସେ କାରକ ନଗରରେ ପହଞ୍ଚିଲେ ଏବଂ ଶତ୍ରୁ ଛାଉଣିକୁ ଆକ୍ରମଣ କଲେ। ଯେତେବେଳେ ସେମାନେ ଆକ୍ରମଣକୁ ଆଶା କରି ନ ଥିଲେ।

Gade chapit la Kopi




ବିଚାରକର୍ତ୍ତା 8:11
8 Referans Kwoze  

ଆଉ ନୋବହ ଯାଇ କନାତ୍‍ ଓ ତାହାର ନଗର ହସ୍ତଗତ କରି ଆପଣା ନାମାନୁସାରେ ତାହାର ନାମ ନୋବହ ରଖିଲା।


ଅଟ୍‍ରୋତ୍‍-ଶୋଫନ, ଯାସେର, ଯଗ୍‍ବିହ,


ତହୁଁ ସେମାନେ ମୀଖାର ନିର୍ମିତ ବସ୍ତୁସବୁ ଓ ତାହାର ଯାଜକକୁ ନେଇ ଲୟିଶ୍‍ରେ ସେହି ଶାନ୍ତ ଓ ନିର୍ଭୟ ହୋଇ ରହିଥିବା ଲୋକମାନଙ୍କ ନିକଟରେ ଉପସ୍ଥିତ ହେଲେ ଓ ସେମାନଙ୍କୁ ଖଡ୍ଗଧାରରେ ଆଘାତ କରି ଅଗ୍ନିରେ ନଗର ଦଗ୍ଧ କଲେ।


ଯେତେବେଳେ ଲୋକେ ଶାନ୍ତି ଓ ନିରାପଦ ବୋଲି କହୁଥିବେ, ସେତେବେଳେ ଗର୍ଭବତୀର ପ୍ରସବବେଦନା ତୁଲ୍ୟ ହଠାତ୍‍ ସେମାନଙ୍କ ବିନାଶ ଉପସ୍ଥିତ ହେବ, ଆଉ ସେମାନେ କୌଣସି ପ୍ରକାରେ ରକ୍ଷା ପାଇ ପାରିବେ ନାହିଁ।


ଏଉତ୍ତାରେ ସେ ତାଙ୍କୁ ନେଇଯାଆନ୍ତେ, ଦେଖ, ପଲେଷ୍ଟୀୟମାନଙ୍କର ଓ ଯିହୁଦାର ଦେଶରୁ ପ୍ରଚୁର ଲୁଟଦ୍ରବ୍ୟ ଆଣିଥିବାରୁ ସେମାନେ ଭୂମିଯାକ ବ୍ୟାପି ଭୋଜନପାନ ଓ ଉତ୍ସବ କରୁଅଛନ୍ତି।


ଏଥିଉତ୍ତାରେ ଶାମୁୟେଲ କହିଲେ, “ତୁମ୍ଭେମାନେ ଅମାଲେକୀୟମାନଙ୍କ ରାଜା ଅଗାଗକୁ ଏଠାରେ ଆମ୍ଭ ନିକଟକୁ ଆଣ।” ତହିଁରେ ଅଗାଗ ଖୁସି ହୋଇ ତାଙ୍କ ନିକଟକୁ ଆସିଲା; କାରଣ ଅଗାଗ କହିଲା, “ଅବଶ୍ୟ ମୃତ୍ୟୁର ତିକ୍ତତା ଗଲା।”


ଏହି ସମୟରେ ସେବହ ଓ ସଲମୁନ୍ନ କର୍କୋରରେ ଥିଲେ ଓ ସେମାନଙ୍କର ସଙ୍ଗୀ ସୈନ୍ୟଦଳ ଊଣାଧିକ ପନ୍ଦର ହଜାର ଲୋକ ଥିଲେ; ପୂର୍ବଦେଶୀୟ ଲୋକମାନଙ୍କର ସମସ୍ତ ସୈନ୍ୟଦଳ ମଧ୍ୟରୁ ଏମାନେ କେବଳ ଅବଶିଷ୍ଟ ରହିଥିଲେ; କାରଣ ଖଡ୍ଗଧାରୀ ଏକ ଲକ୍ଷ କୋଡ଼ିଏ ହଜାର ଲୋକ ହତ ହୋଇଥିଲେ।


ସେତେବେଳେ ସେବହ ଓ ସଲମୁନ୍ନ ପଳାୟନ କଲେ; ଏଣୁ ସେ ସେମାନଙ୍କର ପଛେ ପଛେ ଗୋଡ଼ାଇଲେ; ପୁଣି ମିଦୀୟନର ସେହି ଦୁଇ ରାଜା ସେବହ ଓ ସଲମୁନ୍ନକୁ ଧରି ସମସ୍ତ ସୈନ୍ୟଙ୍କୁ ଉଦ୍‍ବିଗ୍ନ କଲେ।


Swiv nou:

Piblisite


Piblisite