Biblia Todo Logo
Bib sou entènèt

- Piblisite -




ବିଚାରକର୍ତ୍ତା 8:14 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

14 ପୁଣି ସେ ସୁକ୍କୋତର ଲୋକମାନଙ୍କ ମଧ୍ୟରୁ ଜଣେ ଯୁବାକୁ ଧରି ପଚାରିଲେ; ତହିଁରେ ସେ ସୁକ୍କୋତର ଅଧିପତି ଓ ତହିଁର ପ୍ରାଚୀନମାନଙ୍କ ସତସ୍ତରି ଜଣର ନାମ ତାଙ୍କ ପାଇଁ ଲେଖାଇ ଦେଲା।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

14 ପୁଣି ସେ ସୁକ୍କୋତର ଲୋକମାନଙ୍କ ମଧ୍ୟରୁ ଜଣେ ଯୁବାକୁ ଧରି ପଚାରିଲେ; ତହିଁରେ ସେ ସୁକ୍କୋତର ଅଧିପତି ଓ ତହିଁର ପ୍ରାଚୀନମାନଙ୍କ ସତସ୍ତରି ଜଣର ନାମ ତାଙ୍କ ପାଇଁ ଲେଖାଇ ଦେଲା।

Gade chapit la Kopi

ଓଡିଆ ବାଇବେଲ

14 ପୁଣି ସେ ସୁକ୍‍କୋତର ଲୋକମାନଙ୍କ ମଧ୍ୟରୁ ଜଣେ ଯୁବାକୁ ଧରି ପଚାରିଲେ; ତହିଁରେ ସେ ସୁକ୍‍କୋତର ଅଧିପତି ଓ ତହିଁର ପ୍ରାଚୀନମାନଙ୍କ ସତସ୍ତରି ଜଣର ନାମ ତାଙ୍କ ପାଇଁ ଲେଖାଇ ଦେଲା।

Gade chapit la Kopi

ପବିତ୍ର ବାଇବଲ

14 ତା'ପରେ ସେ ସୁକ୍‌କୋତ ସହରର ଜଣେ ଯୁବକକୁ ଅକ୍ତିଆର କଲେ ଓ ତାକୁ କେତେକ ପ୍ରଶ୍ନ ପଗ୍ଭରିଲେ। ସେହି ସୁକ୍‌କୋତର ଯୁବକ ସୁକ୍‌କୋତ ସହରର ସତସ୍ତରି ଜଣ ନେତୃବର୍ଗଙ୍କର ନାମ ଲେଖିଲେ।

Gade chapit la Kopi




ବିଚାରକର୍ତ୍ତା 8:14
5 Referans Kwoze  

ମାତ୍ର ଯାକୁବ ସୁକ୍କୋତକୁ ଗମନ କରି ଆପଣା ପାଇଁ ଗୃହ ଓ ପଶୁମାନଙ୍କ ନିମନ୍ତେ କୁଡ଼ିଆ ନିର୍ମାଣ କଲା; ଏଥିପାଇଁ ଏହି ସ୍ଥାନ ସୁକ୍କୋତ ନାମରେ ବିଖ୍ୟାତ ହୋଇଅଛି।


ତହୁଁ ଯୋୟାଶ୍‍ର ପୁତ୍ର ଗିଦିୟୋନ୍‍ ହେରସର ଘାଟି ଦେଇ ଯୁଦ୍ଧରୁ ଫେରି ଆସିଲେ।


ଏଥିଉତ୍ତାରେ ସେ ସୁକ୍କୋତର ଲୋକମାନଙ୍କ ନିକଟକୁ ଆସି କହିଲେ, “ସେବହ ଓ ସଲମୁନ୍ନକୁ ଦେଖ, ଏମାନଙ୍କ ବିଷୟରେ ତୁମ୍ଭେମାନେ ପରା ଆମ୍ଭକୁ ତୁଚ୍ଛ କରି କହିଥିଲ, ‘ସେବହ ଓ ସଲମୁନ୍ନର ହାତ କି ତୁମ୍ଭର ହସ୍ତଗତ ହେଲାଣି ଯେ, ଆମ୍ଭେମାନେ ତୁମ୍ଭର କ୍ଳାନ୍ତ ଲୋକମାନଙ୍କୁ ରୁଟି ଦେବୁ?’”


Swiv nou:

Piblisite


Piblisite