Biblia Todo Logo
Bib sou entènèt

- Piblisite -




ବିଚାରକର୍ତ୍ତା 8:22 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

22 ଏଥିଉତ୍ତାରେ ଇସ୍ରାଏଲ ଲୋକମାନେ ଗିଦିୟୋନ୍‍ଙ୍କୁ କହିଲେ, “ତୁମ୍ଭେ ଓ ତୁମ୍ଭ ପୁତ୍ର, ମଧ୍ୟ ତୁମ୍ଭ ପୁତ୍ରର ପୁତ୍ର ଆମ୍ଭମାନଙ୍କ ଉପରେ କର୍ତ୍ତୃତ୍ୱ କର; କାରଣ ତୁମ୍ଭେ ମିଦୀୟନର ହସ୍ତରୁ ଆମ୍ଭମାନଙ୍କୁ ଉଦ୍ଧାର କରିଅଛ।”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

22 ଅନନ୍ତର ଇସ୍ରାଏଲ-ଲୋକମାନେ ଗିଦିୟୋନ୍‍ଙ୍କୁ କହିଲେ, ତୁମ୍ଭେ ଓ ତୁମ୍ଭ ପୁତ୍ର, ମଧ୍ୟ ତୁମ୍ଭ ପୁତ୍ରର ପୁତ୍ର ଆମ୍ଭମାନଙ୍କ ଉପରେ କର୍ତ୍ତୃତ୍ଵ କର; କାରଣ ତୁମ୍ଭେ ମିଦୀୟନର ହସ୍ତରୁ ଆମ୍ଭମାନଙ୍କୁ ଉଦ୍ଧାର କରିଅଛ।

Gade chapit la Kopi

ଓଡିଆ ବାଇବେଲ

22 ଏଥିଉତ୍ତାରେ ଇସ୍ରାଏଲ ଲୋକମାନେ ଗିଦିୟୋନ୍‍ଙ୍କୁ କହିଲେ, ତୁମ୍ଭେ ଓ ତୁମ୍ଭ ପୁତ୍ର, ମଧ୍ୟ ତୁମ୍ଭ ପୁତ୍ରର ପୁତ୍ର ଆମ୍ଭମାନଙ୍କ ଉପରେ କର୍ତ୍ତୃତ୍ୱ କର; କାରଣ ତୁମ୍ଭେ ମିଦୀୟନର ହସ୍ତରୁ ଆମ୍ଭମାନଙ୍କୁ ଉଦ୍ଧାର କରିଅଛ।

Gade chapit la Kopi

ପବିତ୍ର ବାଇବଲ

22 ଇସ୍ରାଏଲର ଲୋକମାନେ ଗିଦିୟୋନଙ୍କୁ କହିଲେ, “ତୁମ୍ଭେ ଆମ୍ଭମାନଙ୍କୁ ମିଦିୟନୀୟମାନଙ୍କଠାରୁ ରକ୍ଷା କରିଅଛ, ତେଣୁ ତୁମ୍ଭେ ଆମ୍ଭର ଶାସକ ହୁଅ। ଆମ୍ଭେ ତୁମ୍ଭକୁ, ତୁମ୍ଭର ସନ୍ତାନମାନଙ୍କୁ ଆମ୍ଭର ଶାସକ ଭାବେ ଗ୍ଭହୁଁ।”

Gade chapit la Kopi




ବିଚାରକର୍ତ୍ତା 8:22
7 Referans Kwoze  

ଅତଏବ, ସେମାନେ ଆସି ରାଜା କରିବା ନିମନ୍ତେ ଯେ ତାହାଙ୍କୁ ବଳପୂର୍ବକ ଧରିବାକୁ ଉଦ୍ୟତ ଅଟନ୍ତି, ଏହା ଜାଣି ଯୀଶୁ ପୁନର୍ବାର ଅନ୍ତର ହୋଇ ଏକାକୀ ପର୍ବତକୁ ବାହାରିଗଲେ।


ଏଥିଉତ୍ତାରେ ଯେତେବେଳେ ତୁମ୍ଭେମାନେ ଦେଖିଲ ଯେ, ଅମ୍ମୋନ-ସନ୍ତାନଗଣର ରାଜା ନାହଶ୍‍ ତୁମ୍ଭମାନଙ୍କ ପ୍ରତିକୂଳରେ ବାହାର ହୋଇ ଆସୁଅଛି, ସେତେବେଳେ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱର ତୁମ୍ଭମାନଙ୍କର ରାଜା ଥିଲେ ହେଁ ତୁମ୍ଭେମାନେ ମୋତେ କହିଲ; ‘ନାହିଁ, ମାତ୍ର ଜଣେ ରାଜା ଆମ୍ଭମାନଙ୍କ ଉପରେ ରାଜତ୍ୱ କରିବ।’


ପୁଣି, ସେମାନେ ତାଙ୍କୁ କହିଲେ, “ଦେଖ, ତୁମ୍ଭେ ବୃଦ୍ଧ ହେଲ, ପୁଣି, ତୁମ୍ଭର ପୁତ୍ରମାନେ ତୁମ୍ଭ ପଥରେ ଚାଲୁ ନାହାନ୍ତି; ଏହେତୁ ଅନ୍ୟ ସକଳ ଦେଶୀୟମାନଙ୍କ ପରି ଆମ୍ଭମାନଙ୍କର ବିଚାର କରିବାକୁ ତୁମ୍ଭେ ଆମ୍ଭମାନଙ୍କ ପାଇଁ ଏକ ରାଜା ନିଯୁକ୍ତ କର।”


ସେତେବେଳେ ସେହି ମିଦୀୟନୀୟ ବଣିକମାନେ ନିକଟକୁ ଆସନ୍ତେ, ସେମାନେ ଯୋଷେଫକୁ ଗର୍ତ୍ତ ମଧ୍ୟରୁ ଉପରକୁ ଟାଣି ଆଣିଲେ; ପୁଣି, ଇଶ୍ମାୟେଲୀୟମାନଙ୍କଠାରୁ କୋଡ଼ିଏ ଶେକେଲ ରୌପ୍ୟ ମୁଦ୍ରା ନେଇ ଯୋଷେଫକୁ ବିକ୍ରୟ କରିଦେଲେ; ତହିଁରେ ସେମାନେ ଯୋଷେଫକୁ ମିସର ଦେଶକୁ ନେଇଗଲେ।


ତହିଁରେ ସେବହ ଓ ସଲମୁନ୍ନ କହିଲେ, “ତୁମ୍ଭେ ଉଠି ଆମ୍ଭମାନଙ୍କୁ ଆଘାତ କର; କାରଣ ଯେ ଯେପରି ପୁରୁଷ, ତାହାର ସେପରି ବୀରତ୍ୱ।” ଏଉତ୍ତାରେ ଗିଦିୟୋନ୍‍ ଉଠି ସେବହକୁ ଓ ସଲମୁନ୍ନକୁ ବଧ କଲେ, ପୁଣି ସେମାନଙ୍କ ଓଟମାନଙ୍କ ଗଳାର ସମସ୍ତ ଚନ୍ଦ୍ରହାର କାଢ଼ି ନେଲେ।


ତହିଁରେ ଗିଦିୟୋନ୍‍ ସେମାନଙ୍କୁ କହିଲେ, “ମୁଁ ତୁମ୍ଭମାନଙ୍କ ଉପରେ କର୍ତ୍ତୃତ୍ୱ କରିବି ନାହିଁ, କିଅବା ମୋʼ ପୁତ୍ର ତୁମ୍ଭମାନଙ୍କ ଉପରେ କର୍ତ୍ତୃତ୍ୱ କରିବ ନାହିଁ; ସଦାପ୍ରଭୁ ତୁମ୍ଭମାନଙ୍କ ଉପରେ କର୍ତ୍ତୃତ୍ୱ କରିବେ।”


Swiv nou:

Piblisite


Piblisite