ବିଚାରକର୍ତ୍ତା 8:23 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT23 ତହିଁରେ ଗିଦିୟୋନ୍ ସେମାନଙ୍କୁ କହିଲେ, “ମୁଁ ତୁମ୍ଭମାନଙ୍କ ଉପରେ କର୍ତ୍ତୃତ୍ୱ କରିବି ନାହିଁ, କିଅବା ମୋʼ ପୁତ୍ର ତୁମ୍ଭମାନଙ୍କ ଉପରେ କର୍ତ୍ତୃତ୍ୱ କରିବ ନାହିଁ; ସଦାପ୍ରଭୁ ତୁମ୍ଭମାନଙ୍କ ଉପରେ କର୍ତ୍ତୃତ୍ୱ କରିବେ।” Gade chapit laପବିତ୍ର ବାଇବଲ (Re-edited) - (BSI)23 ତହିଁରେ ଗିଦିୟୋନ୍ ସେମାନଙ୍କୁ କହିଲେ, ମୁଁ ତୁମ୍ଭମାନଙ୍କ ଉପରେ କର୍ତ୍ତୃତ୍ଵ କରିବି ନାହିଁ, କିଅବା ମୋʼ ପୁତ୍ର ତୁମ୍ଭମାନଙ୍କ ଉପରେ କର୍ତ୍ତୃତ୍ଵ କରିବ ନାହିଁ; ସଦାପ୍ରଭୁ ତୁମ୍ଭମାନଙ୍କ ଉପରେ କର୍ତ୍ତୃତ୍ଵ କରିବେ। Gade chapit laଓଡିଆ ବାଇବେଲ23 ତହିଁରେ ଗିଦିୟୋନ୍ ସେମାନଙ୍କୁ କହିଲେ, ମୁଁ ତୁମ୍ଭମାନଙ୍କ ଉପରେ କର୍ତ୍ତୃତ୍ୱ କରିବି ନାହିଁ, କିଅବା ମୋ’ ପୁତ୍ର ତୁମ୍ଭମାନଙ୍କ ଉପରେ କର୍ତ୍ତୃତ୍ୱ କରିବ ନାହିଁ; ସଦାପ୍ରଭୁ ତୁମ୍ଭମାନଙ୍କ ଉପରେ କର୍ତ୍ତୃତ୍ୱ କରିବେ। Gade chapit laପବିତ୍ର ବାଇବଲ23 କିନ୍ତୁ ଗିଦିୟୋନ ଇସ୍ରାଏଲର ଲୋକମାନଙ୍କୁ କହିଲେ, “ସଦାପ୍ରଭୁ ତୁମ୍ଭର ଶାସକ ହେବେ। ମୁଁ ତୁମ୍ଭକୁ ଶାସନ କରିବି ନାହିଁ। ଏବଂ ମୋର ପୁତ୍ରମାନେ ମଧ୍ୟ ତୁମ୍ଭକୁ ଶାସନ କରିବେ ନାହିଁ।” Gade chapit la |
ମାତ୍ର ତୁମ୍ଭମାନଙ୍କର ଯେଉଁ ପରମେଶ୍ୱର ଆପେ, ତୁମ୍ଭମାନଙ୍କର ସମସ୍ତ ଅମଙ୍ଗଳ ଓ କ୍ଳେଶରୁ ତୁମ୍ଭମାନଙ୍କୁ ଉଦ୍ଧାର କରନ୍ତି, ତୁମ୍ଭେମାନେ ଆଜି ତାହାଙ୍କୁ ଅଗ୍ରାହ୍ୟ କଲ ଓ ତାହାଙ୍କୁ କହିଲ, ଯାହାହେଉ, ‘ଆମ୍ଭମାନଙ୍କ ଉପରେ ଏକ ରାଜା ନିଯୁକ୍ତ କର,’ ଏହେତୁ ତୁମ୍ଭେମାନେ ଏବେ ଆପଣା ଆପଣା ବଂଶାନୁସାରେ ଓ ସହସ୍ର ସହସ୍ର ଅନୁସାରେ ସଦାପ୍ରଭୁଙ୍କ ସାକ୍ଷାତରେ ଉପସ୍ଥିତ ହୁଅ।”