Biblia Todo Logo
Bib sou entènèt

- Piblisite -




ବିଚାରକର୍ତ୍ତା 8:3 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

3 ପରମେଶ୍ୱର ତୁମ୍ଭମାନଙ୍କ ହସ୍ତରେ ସିନା ମିଦୀୟନର ଓରେବ୍‍ ଓ ସେବ୍‍ ଦୁଇ ଅଧିପତିଙ୍କୁ ସମର୍ପଣ କଲେ, ମାତ୍ର ତୁମ୍ଭମାନଙ୍କ ତୁଲ୍ୟ ମୁଁ କେଉଁ କର୍ମ କରି ପାରିଲି?” ତେବେ ତାଙ୍କର ଏହି କଥା କହିବାରେ ତାଙ୍କ ପ୍ରତି ସେମାନଙ୍କର କ୍ରୋଧ ନିବୃତ୍ତ ହେଲା।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

3 ପରମେଶ୍ଵର ତୁମ୍ଭମାନଙ୍କ ହସ୍ତରେ ସିନା ମିଦୀୟନର ଓରେବ୍ ଓ ସେବ୍ ଦୁଇ ଅଧିପତିଙ୍କୁ ସମର୍ପଣ କଲେ, ମାତ୍ର ତୁମ୍ଭମାନଙ୍କ ତୁଲ୍ୟ ମୁଁ କେଉଁ କର୍ମ କରି ପାରିଲି? ତେବେ ତାଙ୍କର ଏହି କଥା କହିବାରେ ତାଙ୍କ ପ୍ରତି ସେମାନଙ୍କର କ୍ରୋଧ ନିବୃତ୍ତ ହେଲା।

Gade chapit la Kopi

ଓଡିଆ ବାଇବେଲ

3 ପରମେଶ୍ୱର ତୁମ୍ଭମାନଙ୍କ ହସ୍ତରେ ସିନା ମିଦୀୟନର ଓରେବ୍‍ ଓ ସେବ୍‍ ଦୁଇ ଅଧିପତିଙ୍କୁ ସମର୍ପଣ କଲେ, ମାତ୍ର ତୁମ୍ଭମାନଙ୍କ ତୁଲ୍ୟ ମୁଁ କେଉଁ କର୍ମ କରି ପାରିଲି ? ତେବେ ତାଙ୍କର ଏହି କଥା କହିବାରେ ତାଙ୍କ ପ୍ରତି ସେମାନଙ୍କର କ୍ରୋଧ ନିବୃତ୍ତ ହେଲା।

Gade chapit la Kopi

ପବିତ୍ର ବାଇବଲ

3 ଠିକ୍ ସେହିପରି, ପରମେଶ୍ୱର ତୁମ୍ଭମାନଙ୍କ ହସ୍ତରେ ମିଦିୟନର ଓରେବ୍ ଓ ସେବ୍ ଦୁଇ ନେତୃବର୍ଗଙ୍କୁ ସମର୍ପଣ କଲେ, କିନ୍ତୁ ମୋର ଫଳକୁ ତୁମ୍ଭ ସହିତ କିପରି ତୁଳନା କରିବି?” ସେମାନେ ଗିଦିୟୋନଙ୍କ କଥାରେ ଶାନ୍ତ ହେଲେ।

Gade chapit la Kopi




ବିଚାରକର୍ତ୍ତା 8:3
15 Referans Kwoze  

କୋମଳ ଉତ୍ତର କ୍ରୋଧକୁ ଦମନ କରେ; ମାତ୍ର କଟୁ ବାକ୍ୟ କୋପ ଜନ୍ମାଏ।


ସ୍ୱାର୍ଥପରତା ଅବା ଅସାର ଗର୍ବ ହେତୁ କିଛି କର ନାହିଁ, ବରଂ ନମ୍ରଚିତ୍ତ ହୋଇ ପ୍ରତ୍ୟେକେ ଅନ୍ୟକୁ ଆପଣାଠାରୁ ଶ୍ରେଷ୍ଠ ମନେ କର;


ଆଉ, ଆମ୍ଭମାନଙ୍କୁ ପ୍ରଦତ୍ତ ଅନୁଗ୍ରହ ଅନୁସାରେ ଆମ୍ଭେମାନେ ବିଭିନ୍ନ ଦାନ ପାଇଅଛୁ; ଏଣୁ ସେହି ଦାନ ଯଦି ଭାବବାଣୀ ହୁଏ, ଆସ, ଆମ୍ଭେମାନେ ବିଶ୍ୱାସର ପରିମାଣ ଅନୁସାରେ ଭାବବାଣୀ କହୁ;


କାରଣ ମୋତେ ପ୍ରଦତ୍ତ ଅନୁଗ୍ରହ ଦ୍ୱାରା ମୁଁ ତୁମ୍ଭମାନଙ୍କ ମଧ୍ୟରେ ଥିବା ପ୍ରତ୍ୟେକ ଜଣକୁ କହୁଅଛି, ଆପଣା ବିଷୟରେ ଯେପରି ମନେ କରିବା ଉଚିତ, ତାହାଠାରୁ ଆପଣାକୁ ଅଧିକ ବଡ଼ ମନେ ନ କର; କିନ୍ତୁ ଈଶ୍ବର ଯାହାକୁ ଯେ ପରିମାଣରେ ବିଶ୍ୱାସ ବିତରଣ କରିଅଛନ୍ତି, ସେହି ଅନୁସାରେ ପ୍ରତ୍ୟେକ ଜଣ ସୁବୋଧର ପରି ଆପଣା ବିଷୟରେ ମନେ କର।


କାରଣ ଜଣେ ବୁଣେ ଓ ଅନ୍ୟ ଜଣେ କାଟେ, ଏହି କଥା ଏ ସମ୍ବନ୍ଧରେ ସତ୍ୟ।


ଦୀର୍ଘସହିଷ୍ଣୁତା ଦ୍ୱାରା ଶାସନକର୍ତ୍ତା ମଣାଯାଏ, ପୁଣି, କୋମଳ ଜିହ୍ୱା ଅସ୍ଥି ଭଗ୍ନ କରେ।


ଯଥୋଚିତମତେ କଥିତ ବାକ୍ୟ ରୂପାପାତ୍ରରେ ସୁବର୍ଣ୍ଣ ନାରଙ୍ଗ ତୁଲ୍ୟ।


ଯେ କ୍ରୋଧରେ ଧୀର, ସେ ବୀର ଅପେକ୍ଷା ଶ୍ରେଷ୍ଠ; ପୁଣି, ଯେ ନିଜ ଆତ୍ମା ଉପରେ କର୍ତ୍ତୃତ୍ୱ କରେ, ସେ ନଗର ଜୟକାରୀ ଅପେକ୍ଷା ଭଲ।


ହେ ସଦାପ୍ରଭୋ, ଆମ୍ଭମାନଙ୍କୁ ନୁହେଁ, ଆମ୍ଭମାନଙ୍କୁ ନୁହେଁ, ମାତ୍ର ତୁମ୍ଭ ଦୟା ଓ ତୁମ୍ଭ ସତ୍ୟତା ସକାଶେ ଆପଣା ନାମକୁ ଗୌରବାନ୍ୱିତ କର।


କାରଣ ସେମାନେ ନିଜ ଖଡ୍ଗ ଦ୍ୱାରା ଦେଶାଧିକାର ପ୍ରାପ୍ତ ହେଲେ ନାହିଁ, କିଅବା ସେମାନଙ୍କ ନିଜ ବାହୁ ସେମାନଙ୍କୁ ଉଦ୍ଧାର କଲା ନାହିଁ; ମାତ୍ର ସେମାନଙ୍କ ପ୍ରତି ତୁମ୍ଭର ଅନୁଗ୍ରହ ଥିବାରୁ ତୁମ୍ଭର ଦକ୍ଷିଣ ହସ୍ତ, ତୁମ୍ଭର ବାହୁ ଓ ତୁମ୍ଭ ମୁଖର ପ୍ରସନ୍ନତା ତାହା କରିଥିଲା।


ଏଥିରେ ସେ ସେମାନଙ୍କୁ କହିଲେ, “ଏବେ ତୁମ୍ଭମାନଙ୍କ ତୁଲ୍ୟ ମୁଁ କେଉଁ କର୍ମ କରିଅଛି? ଅବୀୟେଷ୍ରୀୟର ସମସ୍ତ ଦ୍ରାକ୍ଷାଫଳ ସଂଗ୍ରହଠାରୁ କି ଇଫ୍ରୟିମର ଦ୍ରାକ୍ଷାଫଳ ରାଁ କରିବାର ଶ୍ରେଷ୍ଠ ନୁହେଁ?


ଏଉତ୍ତାରେ ଗିଦିୟୋନ୍‍ ଯର୍ଦ୍ଦନକୁ ଆସି ତାହା ପାର ହେଲେ; ସେ ଓ ତାଙ୍କ ସଙ୍ଗୀ ସେହି ତିନି ଶହ ଲୋକ କ୍ଳାନ୍ତ ହେଲେ ହେଁ ପଛେ ପଛେ ଗୋଡ଼ାଉଥାଆନ୍ତି।


Swiv nou:

Piblisite


Piblisite