ବିଚାରକର୍ତ୍ତା 8:6 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT6 ତହିଁରେ ସୁକ୍କୋତର ଅଧିପତିମାନେ କହିଲେ, “ସେବହ ଓ ସଲମୁନ୍ନର ହାତ ତୁମ୍ଭର ହସ୍ତଗତ ହେଲାଣି ଯେ, ଆମ୍ଭେମାନେ ତୁମ୍ଭ ସୈନ୍ୟଗଣକୁ ରୁଟି ଦେବୁ?” Gade chapit laପବିତ୍ର ବାଇବଲ (Re-edited) - (BSI)6 ତହିଁରେ ସୁକ୍କୋତର ଅଧିପତିମାନେ କହିଲେ, ସେବହ ଓ ସଲମୁନ୍ନର ହାତ ତୁମ୍ଭର ହସ୍ତଗତ ହେଲାଣି ଯେ, ଆମ୍ଭେମାନେ ତୁମ୍ଭ ସୈନ୍ୟଗଣକୁ ରୋଟୀ ଦେବୁ? Gade chapit laଓଡିଆ ବାଇବେଲ6 ତହିଁରେ ସୁକ୍କୋତର ଅଧିପତିମାନେ କହିଲେ, ସେବହ ଓ ସଲମୁନ୍ନର ହାତ ତୁମ୍ଭର ହସ୍ତଗତ ହେଲାଣି ଯେ, ଆମ୍ଭେମାନେ ତୁମ୍ଭ ସୈନ୍ୟଗଣକୁ ରୁଟି ଦେବୁ ? Gade chapit laପବିତ୍ର ବାଇବଲ6 ସୁକ୍କୋତର ନେତୃବର୍ଗମାନେ ଗିଦିୟୋନଙ୍କୁ କହିଲେ, “ସେବହ ଓ ସଲମୁନ୍ନଙ୍କୁ ଏପର୍ଯ୍ୟନ୍ତ ଅକ୍ତିଆର କରି ନାହଁ? ଆମ୍ଭେ ତୁମ୍ଭର ସୈନ୍ୟଙ୍କୁ କାହିଁକି ଖାଦ୍ୟ ଦେବୁ?” Gade chapit la |