ବିଚାରକର୍ତ୍ତା 8:7 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT7 ତହିଁରେ ଗିଦିୟୋନ୍ କହିଲେ, “ଏସକାଶୁ ସଦାପ୍ରଭୁ ସେବହ ଓ ସଲମୁନ୍ନକୁ ମୋʼ ହସ୍ତରେ ସମର୍ପଣ କଲେ, ମୁଁ ପ୍ରାନ୍ତରର କାନକୋଳି କଣ୍ଟକାଦି ଦ୍ୱାରା ତୁମ୍ଭମାନଙ୍କ ମାଂସ ଚିରିବି।” Gade chapit laପବିତ୍ର ବାଇବଲ (Re-edited) - (BSI)7 ତହିଁରେ ଗିଦିୟୋନ୍ କହିଲେ, ଏ ସକାଶୁ ସଦାପ୍ରଭୁ ସେବହ ଓ ସଲମୁନ୍ନକୁ ମୋʼ ହସ୍ତରେ ସମର୍ପଣ କଲେ, ମୁଁ ପ୍ରାନ୍ତରର କାନକୋଳି କଣ୍ଟକାଦି ଦ୍ଵାରା ତୁମ୍ଭମାନଙ୍କ ମାଂସ ଚିରିବି। Gade chapit laଓଡିଆ ବାଇବେଲ7 ତହିଁରେ ଗିଦିୟୋନ୍ କହିଲେ, ଏ ସକାଶୁ ସଦାପ୍ରଭୁ ସେବହ ଓ ସଲମୁନ୍ନକୁ ମୋ’ ହସ୍ତରେ ସମର୍ପଣ କଲେ, ମୁଁ ପ୍ରାନ୍ତରର କାନକୋଳି କଣ୍ଟକାଦି ଦ୍ୱାରା ତୁମ୍ଭମାନଙ୍କ ମାଂସ ଚିରିବି। Gade chapit laପବିତ୍ର ବାଇବଲ7 ତେଣୁ ଗିଦିୟୋନ କହିଲେ, “ଏହି କାରଣରୁ ଯେତେବେଳେ ସଦାପ୍ରଭୁ ମୋତେ ସେବହ ଓ ସଲମୁନ୍ନକୁ ଅକ୍ତିଆର କରିବା ପାଇଁ ସାହାଯ୍ୟ କରନ୍ତି। ମୁଁ ଏଠାକୁ ଫେରି ଆସିବି ଏବଂ ତା'ପରେ ମୁଁ ତୁମ୍ଭର ମାଂସକୁ ପ୍ରାନ୍ତରରେ କାନକୋଳି କଣ୍ଟା ଦ୍ୱାରା ଫୋଡ଼ିବି।” Gade chapit la |