ବିଚାରକର୍ତ୍ତା 9:10 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT10 ତହୁଁ ବୃକ୍ଷମାନେ ଡିମ୍ବିରିବୃକ୍ଷକୁ କହିଲେ, ‘ତୁମ୍ଭେ ଆସ, ଆମ୍ଭମାନଙ୍କ ଉପରେ ରାଜତ୍ୱ କର।’ Gade chapit laପବିତ୍ର ବାଇବଲ (Re-edited) - (BSI)10 ତହୁଁ ବୃକ୍ଷମାନେ ଡିମିରି ବୃକ୍ଷକୁ କହିଲେ, ତୁମ୍ଭେ ଆସ, ଆମ୍ଭମାନଙ୍କ ଉପରେ ରାଜତ୍ଵ କର। Gade chapit laଓଡିଆ ବାଇବେଲ10 ତହୁଁ ବୃକ୍ଷମାନେ ଡିମ୍ବିରି ବୃକ୍ଷକୁ କହିଲେ, ତୁମ୍ଭେ ଆସ, ଆମ୍ଭମାନଙ୍କ ଉପରେ ରାଜତ୍ୱ କର। Gade chapit laପବିତ୍ର ବାଇବଲ10 “ତେଣୁ ବୃକ୍ଷମାନେ ଡିମ୍ବିରି ବୃକ୍ଷକୁ କହିଲେ, ‘ତୁମ୍ଭେ ଆସ ଆମ୍ଭମାନଙ୍କ ଉପରେ ରାଜତ୍ୱ କର।’ Gade chapit la |
ଏଣୁ ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର କହନ୍ତି, ‘ତୁମ୍ଭ ଗୃହ ଓ ତୁମ୍ଭ ପିତୃଗୃହ ଆମ୍ଭ ସମ୍ମୁଖରେ ଅନନ୍ତକାଳ ଗମନାଗମନ କରିବେ ବୋଲି ଆମ୍ଭେ କହିଥିଲୁ ପ୍ରମାଣ,’ ମାତ୍ର ଏବେ ସଦାପ୍ରଭୁ କହନ୍ତି, ‘ତାହା ଆମ୍ଭଠାରୁ ଦୂର ହେଉ; କାରଣ ଯେଉଁମାନେ ଆମ୍ଭର ଗୌରବ କରନ୍ତି, ଆମ୍ଭେ ସେମାନଙ୍କର ଗୌରବ କରିବା, ମାତ୍ର ଯେଉଁମାନେ ଆମ୍ଭକୁ ତୁଚ୍ଛଜ୍ଞାନ କରନ୍ତି, ସେମାନେ ଲଘୁ ଜ୍ଞାନ କରାଯିବେ।