ବିଚାରକର୍ତ୍ତା 9:11 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT11 ମାତ୍ର ଡିମ୍ବିରିବୃକ୍ଷ ସେମାନଙ୍କୁ କହିଲା, ‘ମୁଁ କି ଆପଣା ମିଷ୍ଟତା ଓ ଉତ୍ତମ ଫଳ ତ୍ୟାଗ କରି ବୃକ୍ଷମାନଙ୍କ ଉପରେ ଏଣେତେଣେ ଦୋହଲିବାକୁ ଯିବି?’ Gade chapit laପବିତ୍ର ବାଇବଲ (Re-edited) - (BSI)11 ମାତ୍ର ଡିମିରି ବୃକ୍ଷ ସେମାନଙ୍କୁ କହିଲା, ମୁଁ କି ଆପଣା ମିଷ୍ଟତା ଓ ଉତ୍ତମ ଫଳ ତ୍ୟାଗ କରି ବୃକ୍ଷମାନଙ୍କ ଉପରେ ଏଣେତେଣେ ଦୋହଲିବାକୁ ଯିବି? Gade chapit laଓଡିଆ ବାଇବେଲ11 ମାତ୍ର ଡିମ୍ବିରି ବୃକ୍ଷ ସେମାନଙ୍କୁ କହିଲା, ମୁଁ କି ଆପଣା ମିଷ୍ଟତା ଓ ଉତ୍ତମ ଫଳ ତ୍ୟାଗ କରି ବୃକ୍ଷମାନଙ୍କ ଉପରେ ଏଣେତେଣେ ଦୋହଲିବାକୁ ଯିବି ? Gade chapit laପବିତ୍ର ବାଇବଲ11 “କିନ୍ତୁ ଡିମ୍ବିରି ବୃକ୍ଷ ଉତ୍ତର ଦେଲା, ‘କେବଳ ଅନ୍ୟ ବୃକ୍ଷମାନଙ୍କ ଉପରେ ଶାସନ କରିବାକୁ, ମୁଁ ମୋର ଉତ୍ତମ ସ୍ୱାଦିଷ୍ଟ ଫଳ ଉତ୍ପନ୍ନ କରିବା ବନ୍ଦ କରି ଦେବି କି?’ Gade chapit la |