ବିଚାରକର୍ତ୍ତା 9:2 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT2 “ବିନୟ କରୁଅଛି, ତୁମ୍ଭେମାନେ ଶିଖିମ ନିବାସୀ ଲୋକମାନଙ୍କ କର୍ଣ୍ଣଗୋଚରରେ କୁହ, ଯିରୁବ୍ବାଲ୍ର ସତୁରି ପୁତ୍ରଯାକ ତୁମ୍ଭମାନଙ୍କ ଉପରେ କର୍ତ୍ତୃତ୍ୱ କରିବେ, ନା ଜଣେ ତୁମ୍ଭମାନଙ୍କ ଉପରେ କର୍ତ୍ତୃତ୍ୱ କରିବ, ‘ତୁମ୍ଭମାନଙ୍କ ପକ୍ଷରେ କି ଭଲ?’ ଏହା ମଧ୍ୟ ମନେ କର ଯେ, ମୁଁ ତୁମ୍ଭମାନଙ୍କର ଅସ୍ଥି ଓ ମାଂସ ଅଟେ।” Gade chapit laପବିତ୍ର ବାଇବଲ (Re-edited) - (BSI)2 ବିନୟ କରୁଅଛି, ତୁମ୍ଭେମାନେ ଶିଖିମ ନିବାସୀ ଲୋକମାନଙ୍କ କର୍ଣ୍ଣଗୋଚରରେ କୁହ, ଯିରୁବ୍ବାଲ୍ର ସତୁରି ପୁତ୍ରଯାକ ତୁମ୍ଭମାନଙ୍କ ଉପରେ କର୍ତ୍ତୃତ୍ଵ କରିବେ, ନା ଜଣେ ତୁମ୍ଭମାନଙ୍କ ଉପରେ କର୍ତ୍ତୃତ୍ଵ କରିବ, ତୁମ୍ଭମାନଙ୍କ ପକ୍ଷରେ କି ଭଲ? ଏହା ମଧ୍ୟ ମନେ କର ଯେ, ମୁଁ ତୁମ୍ଭମାନଙ୍କର ଅସ୍ଥି ଓ ମାଂସ ଅଟେ। Gade chapit laଓଡିଆ ବାଇବେଲ2 ବିନୟ କରୁଅଛି, ତୁମ୍ଭେମାନେ ଶିଖିମ ନିବାସୀ ଲୋକମାନଙ୍କ କର୍ଣ୍ଣଗୋଚରରେ କୁହ, ଯିରୁବ୍ବାଲ୍ର ସତୁରି ପୁତ୍ରଯାକ ତୁମ୍ଭମାନଙ୍କ ଉପରେ କର୍ତ୍ତୃତ୍ୱ କରିବେ, ନା ଜଣେ ତୁମ୍ଭମାନଙ୍କ ଉପରେ କର୍ତ୍ତୃତ୍ୱ କରିବ, ତୁମ୍ଭମାନଙ୍କ ପକ୍ଷରେ କି ଭଲ ? ଏହା ମଧ୍ୟ ମନେ କର ଯେ, ମୁଁ ତୁମ୍ଭମାନଙ୍କର ଅସ୍ଥି ଓ ମାଂସ ଅଟେ। Gade chapit laପବିତ୍ର ବାଇବଲ2 “ଶିଖିମ୍ ପ୍ରାଚୀନମାନଙ୍କୁ ପଗ୍ଭର: ‘ଯିରୁବ୍ବାଲ୍ର ସତୁରି ପୁତ୍ରଯାକ ତୁମ୍ଭ ଉପରେ ଶାସନ କରନ୍ତୁ ନା ଜଣେ ମାତ୍ର ପୁତ୍ର ଶାସନ କରନ୍ତୁ, କେଉଁଟା ତୁମ୍ଭ ପାଇଁ ଭଲ ହେବ? ମନେରଖ ମୁଁ ତୁମ୍ଭମାନଙ୍କର ରକ୍ତ ସମ୍ପର୍କୀୟ।’” Gade chapit la |