Biblia Todo Logo
Bib sou entènèt

- Piblisite -




ବିଚାରକର୍ତ୍ତା 9:21 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

21 ଏଉତ୍ତାରେ ଯୋଥମ୍‍ ବେଗେ ପଳାଇଲା, ପୁଣି ଆପଣା ଭାଇ ଅବୀମେଲକ୍‍ ଭୟରେ ବେରରେ ଯାଇ ବାସ କଲା।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

21 ଏ ଉତ୍ତାରେ ଯୋଥମ୍ ବେଗେ ପଳାଇଲା, ପୁଣି ଆପଣା ଭାଇ ଅବୀମେଲକ୍ ଭୟରେ ବେରରେ ଯାଇ ବାସ କଲା।

Gade chapit la Kopi

ଓଡିଆ ବାଇବେଲ

21 ଏ ଉତ୍ତାରେ ଯୋଥମ୍‍ ବେଗେ ପଳାଇଲା, ପୁଣି ଆପଣା ଭାଇ ଅବୀମେଲକ୍‍ ଭୟରେ ବେରରେ ଯାଇ ବାସ କଲା।

Gade chapit la Kopi

ପବିତ୍ର ବାଇବଲ

21 ଏହା ପରେ ଯୋଥମ୍ ବେର ନାମକ ସହରକୁ ଶୀଘ୍ର ପଳାଇଲା। ଯୋଥମ୍ ସେଠାରେ ରହିଲା କାରଣ ସେ ଅବୀମେଲକକୁ ଭୟ କରୁ ଥିଲା।

Gade chapit la Kopi




ବିଚାରକର୍ତ୍ତା 9:21
5 Referans Kwoze  

ସେଠାରୁ ସେମାନେ (ଯାତ୍ରା କରି) ବେର (କୂପ) ନାମକ ସ୍ଥାନକୁ ଆସିଲେ। ସେହି କୂପ ବିଷୟରେ ସଦାପ୍ରଭୁ ମୋଶାଙ୍କୁ କହିଲେ, “ତୁମ୍ଭେ ଏହି ସ୍ଥାନରେ ଲୋକମାନଙ୍କୁ ଏକତ୍ର କର, ଆମ୍ଭେ ସେମାନଙ୍କୁ ଜଳ ଦେବା।”


ଏଉତ୍ତାରେ ଯୋୟାବ ଇସ୍ରାଏଲର ସମସ୍ତ ବଂଶ ମଧ୍ୟଦେଇ ଆବେଲ୍‍ ଓ ବେଥ୍‍ମାଖା ଓ ସମସ୍ତ ବେରୀମ୍‍ ଅଞ୍ଚଳ ପର୍ଯ୍ୟନ୍ତ ଗମନ କଲା; ତହିଁରେ ଲୋକମାନେ ଏକତ୍ରିତ ହେଲେ, ମଧ୍ୟ ତାହାର ପଛେ ପଛେ ଗମନ କଲେ।


ଓ ବାଲତ୍‍-ବେର ଓ ଦକ୍ଷିଣ ଦିଗସ୍ଥିତ ରାମତ୍‍ ପର୍ଯ୍ୟନ୍ତ ଏହିସବୁ ନଗରର ଚତୁର୍ଦ୍ଦିଗସ୍ଥିତ ଗ୍ରାମ ସମସ୍ତ। ଆପଣା ଆପଣା ବଂଶାନୁସାରେ ଶିମୀୟୋନ-ସନ୍ତାନମାନଙ୍କ ବଂଶର ଏହି ଅଧିକାର ଥିଲା।


ମାତ୍ର ଯେବେ କରି ନାହଁ, ତେବେ ଅବୀମେଲକ୍‍ଠାରୁ ଅଗ୍ନି ବାହାରି ଶିଖିମ ନିବାସୀ ଲୋକଗଣଙ୍କୁ ଓ ମିଲ୍ଲୋ ନିବାସୀମାନଙ୍କୁ ଗ୍ରାସ କରୁ; ପୁଣି ଶିଖିମ ନିବାସୀ ଲୋକଗଣଠାରୁ ଓ ମିଲ୍ଲୋ ନିବାସୀମାନଙ୍କଠାରୁ ଅଗ୍ନି ବାହାରି ଅବୀମେଲକ୍‍କୁ ଗ୍ରାସ କରୁ।”


ଏଥିଉତ୍ତାରେ ଅବୀମେଲକ୍‍ ଇସ୍ରାଏଲ ଉପରେ ତିନି ବର୍ଷ ଅଧିପତି ହେଲା।


Swiv nou:

Piblisite


Piblisite