Biblia Todo Logo
Bib sou entènèt

- Piblisite -




ବିଚାରକର୍ତ୍ତା 9:3 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

3 ତହିଁରେ ତାହାର ମାତାର ଭାଇମାନେ ଶିଖିମ ନିବାସୀ ଲୋକମାନଙ୍କ କର୍ଣ୍ଣଗୋଚରରେ ତାହାର ପକ୍ଷରେ ଏସବୁ କଥା କହନ୍ତେ, ଅବୀମେଲକ୍‍ର ପଶ୍ଚାଦ୍‍ଗାମୀ ହେବାକୁ ସେମାନଙ୍କ ମନ ମଙ୍ଗିଲା; କାରଣ ସେମାନେ କହିଲେ, ସେ ଆମ୍ଭମାନଙ୍କର ଭାଇ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

3 ତହିଁରେ ତାହାର ମାତାର ଭାଇମାନେ ଶିଖିମ ନିବାସୀ ଲୋକମାନଙ୍କ କର୍ଣ୍ଣଗୋଚରରେ ତାହାର ପକ୍ଷରେ ଏସବୁ କଥା କହନ୍ତେ, ଅବୀମେଲକ୍ର ପଶ୍ଚାଦ୍ଗାମୀ ହେବାକୁ ସେମାନଙ୍କ ମନ ମଙ୍ଗିଲା; କାରଣ ସେମାନେ କହିଲେ, ସେ ଆମ୍ଭମାନଙ୍କର ଭାଇ।

Gade chapit la Kopi

ଓଡିଆ ବାଇବେଲ

3 ତହିଁରେ ତାହାର ମାତାର ଭାଇମାନେ ଶିଖିମ ନିବାସୀ ଲୋକମାନଙ୍କ କର୍ଣ୍ଣଗୋଚରରେ ତାହାର ପକ୍ଷରେ ଏସବୁ କଥା କହନ୍ତେ, ଅବୀମେଲକ୍‍ର ପଶ୍ଚାଦ୍‍ଗାମୀ ହେବାକୁ ସେମାନଙ୍କ ମନ ମଙ୍ଗିଲା; କାରଣ ସେମାନେ କହିଲେ, ସେ ଆମ୍ଭମାନଙ୍କର ଭାଇ।

Gade chapit la Kopi

ପବିତ୍ର ବାଇବଲ

3 ତାଙ୍କ ମାତାର ଭାଇମାନେ ଶିଖିମର ଲୋକମାନଙ୍କୁ ଏ କଥା ଜଣାଇଲା ପରେ ତାଙ୍କ ପକ୍ଷରେ ଏସବୁ କଥା କହନ୍ତେ ଅବୀମେଲକର ପଶ୍ଚା‌‌ଦ୍‌ଗାମୀ ହେବାକୁ ସେମାନେ ସମ୍ମତି ପ୍ରଦାନ କଲେ। କାରଣ ସେମାନେ କହିଲେ, “ଯାହା ହେଲେ ବି ସେ ଆମ୍ଭର ଭାଇ।”

Gade chapit la Kopi




ବିଚାରକର୍ତ୍ତା 9:3
4 Referans Kwoze  

ଏଥିଉତ୍ତାରେ ଲାବନ ଯାକୁବଙ୍କୁ କହିଲା, “ତୁମ୍ଭେ ମୋହର କୁଟୁମ୍ବ ବୋଲି କି ବିନା ବେତନରେ ମୋହର ଦାସ୍ୟକର୍ମ କରିବ? ଏଣୁ କି ବେତନ ନେବ? ତାହା କୁହ।”


କାରଣ ଦୁଷ୍ଟ ଆପଣା ମନୋବାଞ୍ଛା ବିଷୟରେ ଦର୍ପ କରେ; ଆଉ, ଲୋଭୀ ସଦାପ୍ରଭୁଙ୍କୁ ତ୍ୟାଗ କରେ, ମଧ୍ୟ ତାହାଙ୍କୁ ଅବଜ୍ଞା କରେ।


ଏଥିଉତ୍ତାରେ ଜଣେ ଦାସ ଦାଉଦଙ୍କ ନିକଟକୁ ଆସି କହିଲା, “ଇସ୍ରାଏଲ ଲୋକମାନଙ୍କର ମନ ଅବଶାଲୋମ ଆଡ଼େ ଅଛି।”


Swiv nou:

Piblisite


Piblisite