Biblia Todo Logo
Bib sou entènèt

- Piblisite -




ବିଚାରକର୍ତ୍ତା 9:41 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

41 ଏଉତ୍ତାରେ ଅବୀମେଲକ୍‍ ଅରୁମାରେ ରହିଲା; ପୁଣି ସବୂଲ୍‍ ଗାଲ୍‍କୁ ଓ ତାହାର ଭ୍ରାତୃଗଣକୁ ତଡ଼ିଦେଲା, ସେମାନଙ୍କୁ ଶିଖିମରେ ବାସ କରିବାକୁ ଦେଲା ନାହିଁ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

41 ଏଉତ୍ତାରେ ଅବୀମେଲକ୍ ଅରୁମାରେ ରହିଲା; ପୁଣି ସବୂଲ୍ ଗାଲ୍‍କୁ ଓ ତାହାର ଭ୍ରାତୃଗଣକୁ ତଡ଼ିଦେଲା, ସେମାନଙ୍କୁ ଶିଖିମରେ ବାସ କରିବାକୁ ଦେଲା ନାହିଁ।

Gade chapit la Kopi

ଓଡିଆ ବାଇବେଲ

41 ଏଉତ୍ତାରେ ଅବୀମେଲକ୍‍ ଅରୁମାରେ ରହିଲା; ପୁଣି ସବୂଲ୍‍ ଗାଲ୍‍କୁ ଓ ତାହାର ଭ୍ରାତୃଗଣକୁ ତଡ଼ିଦେଲା, ସେମାନଙ୍କୁ ଶିଖିମରେ ବାସ କରିବାକୁ ଦେଲା ନାହିଁ।

Gade chapit la Kopi

ପବିତ୍ର ବାଇବଲ

41 ଏହା ପରେ ଅବୀମେଲକ୍ ଅରୁମାରେ ରହିଲେ। ତା'ପରେ ସବୂଲ୍ ଗା‌ଲ୍‌କୁ ଓ ତା'ର ଭାତୃଗଣକୁ ତଡ଼ି ଦେଲା। ସେ ସେମାନଙ୍କୁ ଶିଖିମରେ ବାସ କରିବାକୁ ଅନୁମତି ଦେଲା ନାହିଁ।

Gade chapit la Kopi




ବିଚାରକର୍ତ୍ତା 9:41
4 Referans Kwoze  

ଏବଦର ପୁତ୍ର ଗାଲ୍‍ର ଏ କଥା ନଗରର ଅଧିପତି ସବୂଲ୍‍ ଶୁଣନ୍ତେ, ତାହାର କ୍ରୋଧ ପ୍ରଜ୍ୱଳିତ ହେଲା।


ତହିଁରେ ଏବଦର ପୁତ୍ର ଗାଲ୍‍ କହିଲା, “ଅବୀମେଲକ୍‍ କିଏ ଓ ଶିଖିମ କିଏ ଯେ, ଆମ୍ଭେମାନେ ତାହାର ସେବା କରିବୁ? ସେ କି ଯିରୁବ୍ବାଲ୍‍ର ପୁତ୍ର ନୁହେଁ? ଓ ସବୂଲ୍‍ କି ତାହାର ସେନାପତି ନୁହେଁ? ତୁମ୍ଭେମାନେ ଶିଖିମର ପିତା ହମୋରର ଲୋକମାନଙ୍କୁ ସେବା କର, ମାତ୍ର କାହିଁକି ଆମ୍ଭେମାନେ ତାହାର ସେବା କରିବୁ?


ତହିଁରେ ଅବୀମେଲକ୍‍ ତାହାକୁ ଗୋଡ଼ାନ୍ତେ, ସେ ତାହା ସମ୍ମୁଖରୁ ପଳାଇଲା ଓ ଦ୍ୱାର-ପ୍ରବେଶ ସ୍ଥାନ ପର୍ଯ୍ୟନ୍ତ ଅନେକେ ହତ ହୋଇ ପଡ଼ିଲେ।


ପରଦିନ ଲୋକମାନେ ବାହାର ହୋଇ କ୍ଷେତ୍ରକୁ ଯାଆନ୍ତେ, କେହି ଜଣେ ଅବୀମେଲକ୍‍କୁ ସମ୍ବାଦ ଦେଲା।


Swiv nou:

Piblisite


Piblisite