Biblia Todo Logo
Bib sou entènèt

- Piblisite -




ବିଚାରକର୍ତ୍ତା 9:42 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

42 ପରଦିନ ଲୋକମାନେ ବାହାର ହୋଇ କ୍ଷେତ୍ରକୁ ଯାଆନ୍ତେ, କେହି ଜଣେ ଅବୀମେଲକ୍‍କୁ ସମ୍ବାଦ ଦେଲା।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

42 ପରଦିନ ଲୋକମାନେ ବାହାର ହୋଇ କ୍ଷେତ୍ରକୁ ଯାʼନ୍ତେ, କେହି ଜଣେ ଅବୀମେଲକ୍କୁ ସମ୍ଵାଦ ଦେଲା।

Gade chapit la Kopi

ଓଡିଆ ବାଇବେଲ

42 ପରଦିନ ଲୋକମାନେ ବାହାର ହୋଇ କ୍ଷେତ୍ରକୁ ଯାଆନ୍ତେ, କେହି ଜଣେ ଅବୀମେଲକ୍‍କୁ ସମ୍ବାଦ ଦେଲା।

Gade chapit la Kopi

ପବିତ୍ର ବାଇବଲ

42 ପରଦିନ ଲୋକମାନେ ବାହାର ହୋଇ କ୍ଷେତ୍ରକୁ ଯିବା ବେଳେ କେହି ଜଣେ ଅବୀମେଲକକୁ ଖବର ଦେଲା।

Gade chapit la Kopi




ବିଚାରକର୍ତ୍ତା 9:42
2 Referans Kwoze  

ଏଉତ୍ତାରେ ଅବୀମେଲକ୍‍ ଅରୁମାରେ ରହିଲା; ପୁଣି ସବୂଲ୍‍ ଗାଲ୍‍କୁ ଓ ତାହାର ଭ୍ରାତୃଗଣକୁ ତଡ଼ିଦେଲା, ସେମାନଙ୍କୁ ଶିଖିମରେ ବାସ କରିବାକୁ ଦେଲା ନାହିଁ।


ତେଣୁ ସେ ଲୋକ ନେଇ ତିନି ଦଳ କରି କ୍ଷେତ୍ର ମଧ୍ୟରେ ଛକି ବସିଲା; ପୁଣି ସେ ଅନାଇଲା ଯେ, ଦେଖ, ଲୋକମାନେ ନଗରରୁ ବାହାରି ଆସୁଅଛନ୍ତି; ତହିଁରେ ସେ ସେମାନଙ୍କ ବିରୁଦ୍ଧରେ ଉଠି ସେମାନଙ୍କୁ ଆଘାତ କଲା।


Swiv nou:

Piblisite


Piblisite