ବିଚାରକର୍ତ୍ତା 9:51 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT51 ମାତ୍ର ସେହି ନଗର ଭିତରେ ଗୋଟିଏ ଦୃଢ଼ ଗଡ଼ ଥିଲା; ଏଣୁ ପୁରୁଷ ଓ ସ୍ତ୍ରୀ ସମସ୍ତେ ଓ ନଗରର ଲୋକମାନେ ସେସ୍ଥାନକୁ ପଳାଇ ତହିଁ ଭିତରେ ଆପଣାମାନଙ୍କୁ ରୁଦ୍ଧ କରି ଗଡ଼ର ଛାତ ଉପରକୁ ଗଲେ। Gade chapit laପବିତ୍ର ବାଇବଲ (Re-edited) - (BSI)51 ମାତ୍ର ସେହି ନଗର ଭିତରେ ଗୋଟିଏ ଦୃଢ଼ ଗଡ଼ ଥିଲା; ଏଣୁ ପୁରୁଷ ଓ ସ୍ତ୍ରୀ ସମସ୍ତେ ଓ ନଗରର ଲୋକମାନେ ସେସ୍ଥାନକୁ ପଳାଇ ତହିଁ ଭିତରେ ଆପଣାମାନଙ୍କୁ ରୁଦ୍ଧ କରି ଗଡ଼ର ଛାତ ଉପରକୁ ଗଲେ। Gade chapit laଓଡିଆ ବାଇବେଲ51 ମାତ୍ର ସେହି ନଗର ଭିତରେ ଗୋଟିଏ ଦୃଢ଼ ଗଡ଼ ଥିଲା; ଏଣୁ ପୁରୁଷ ଓ ସ୍ତ୍ରୀ ସମସ୍ତେ ଓ ନଗରର ଲୋକମାନେ ସେସ୍ଥାନକୁ ପଳାଇ ତହିଁ ଭିତରେ ଆପଣାମାନଙ୍କୁ ରୁଦ୍ଧ କରି ଗଡ଼ର ଛାତ ଉପରକୁ ଗଲେ। Gade chapit laପବିତ୍ର ବାଇବଲ51 କିନ୍ତୁ ସେହି ନଗର ମଧ୍ୟରେ ଏକ ଦୃଢ଼ ଗଡ଼ ଥିଲା। ତେଣୁ ପୁରୁଷ ଓ ସ୍ତ୍ରୀ ସମସ୍ତେ ଓ ନଗରର ଲୋକମାନେ ଉଚ୍ଚ ପ୍ରାସାଦକୁ ପଳାଇ ତା’ ଭିତରେ ନିଜକୁ ରୁଦ୍ଧକରି ଗଡ଼ର ଛାତ ଉପରକୁ ଗଲେ। Gade chapit la |