ବିଚାରକର୍ତ୍ତା 9:7 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT7 ତହୁଁ ଲୋକମାନେ ଯୋଥମ୍କୁ ଏହି ସମ୍ବାଦ ଦିଅନ୍ତେ, ସେ ଯାଇ ଗରିଷୀମ ପର୍ବତ ଶିଖରରେ ଠିଆ ହୋଇ ଉଚ୍ଚସ୍ୱରରେ ଡାକି ସେମାନଙ୍କୁ କହିଲା, ହେ ଶିଖିମ ନିବାସୀ ଲୋକଗଣ, “ଆମ୍ଭ କଥା ଶୁଣ, ତହିଁରେ ପରମେଶ୍ୱର ତୁମ୍ଭମାନଙ୍କ କଥା ଶୁଣିବେ। Gade chapit laପବିତ୍ର ବାଇବଲ (Re-edited) - (BSI)7 ତହୁଁ ଲୋକମାନେ ଯୋଥମକୁ ଏହି ସମ୍ଵାଦ ଦିଅନ୍ତେ, ସେ ଯାଇ ଗରିଷୀମ ପର୍ବତ ଶିଖରରେ ଠିଆ ହୋଇ ଉଚ୍ଚୈସ୍ଵରରେ ଡାକି ସେମାନଙ୍କୁ କହିଲା, ହେ ଶିଖିମ ନିବାସୀ ଲୋକଗଣ, ଆମ୍ଭ କଥା ଶୁଣ, ତହିଁରେ ପରମେଶ୍ଵର ତୁମ୍ଭମାନଙ୍କ କଥା ଶୁଣିବେ। Gade chapit laଓଡିଆ ବାଇବେଲ7 ତହୁଁ ଲୋକମାନେ ଯୋଥମ୍କୁ ଏହି ସମ୍ବାଦ ଦିଅନ୍ତେ, ସେ ଯାଇ ଗରିଷୀମ ପର୍ବତ ଶିଖରରେ ଠିଆ ହୋଇ ଉଚ୍ଚୈସ୍ୱରରେ ଡାକି ସେମାନଙ୍କୁ କହିଲା, ହେ ଶିଖିମ ନିବାସୀ ଲୋକଗଣ, ଆମ୍ଭ କଥା ଶୁଣ, ତହିଁରେ ପରମେଶ୍ୱର ତୁମ୍ଭମାନଙ୍କ କଥା ଶୁଣିବେ। Gade chapit laପବିତ୍ର ବାଇବଲ7 ଯୋଥମ୍ ଜାଣିବାକୁ ପାଇଲେ ଯେ, ନଗରର ସମସ୍ତ ଲୋକ ଶିଖିମର ନେତୃବର୍ଗ ଅବୀମେଲକକୁ ସେମାନଙ୍କର ରାଜା କରିଛନ୍ତି। ଏ କଥା ଶୁଣି ସେ ଗରିଷୀମ ପର୍ବତ ଉପରେ ଠିଆ ହୋଇ ଲୋକମାନଙ୍କୁ ଉଚ୍ଚସ୍ୱରରେ କହିଲେ, ତୁମ୍ଭେ ଶିଖିମ ନଗରର ନେତୃବର୍ଗଗଣ, “ମୋ’ କଥା ଶୁଣ, ତା'ପରେ ପରମେଶ୍ୱର ତୁମ୍ଭମାନଙ୍କ କଥା ଶୁଣିବେ। Gade chapit la |
ଏଉତ୍ତାରେ ସମୁଦାୟ ଇସ୍ରାଏଲ ଓ ସେମାନଙ୍କ ପ୍ରାଚୀନବର୍ଗ ଓ ଅଧ୍ୟକ୍ଷଗଣ ଓ ସେମାନଙ୍କ ବିଚାରକର୍ତ୍ତୃଗଣ, ଯେପରି ବିଦେଶୀ, ସେପରି ଗୃହଜାତ, ଅଧେ ଗରିଷୀମ ପର୍ବତ ଆଗରେ ଓ ଅଧେ ଏବଲ ପର୍ବତ ଆଗରେ, ସଦାପ୍ରଭୁଙ୍କ ନିୟମ-ସିନ୍ଦୁକବାହୀ ଲେବୀୟ ଯାଜକମାନଙ୍କ ସମ୍ମୁଖରେ ସିନ୍ଦୁକର ଏପାଖେ ଓ ସେପାଖେ ଠିଆ ହେଲେ; କାରଣ ପ୍ରଥମେ ଇସ୍ରାଏଲୀୟ ଲୋକମାନଙ୍କୁ ଆଶୀର୍ବାଦ କରିବା ପାଇଁ ସଦାପ୍ରଭୁଙ୍କ ସେବକ ମୋଶା ସେମାନଙ୍କୁ ଆଦେଶ ଦେଇଥିଲେ।