Biblia Todo Logo
Bib sou entènèt

- Piblisite -




ବିଚାରକର୍ତ୍ତା 9:8 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

8 ଏକ ସମୟରେ ବୃକ୍ଷମାନେ ଆପଣା ଉପରେ ରାଜା ଅଭିଷେକ କରିବାକୁ ଗଲେ; ସେମାନେ ଜୀତ ବୃକ୍ଷକୁ କହିଲେ, ‘ତୁମ୍ଭେ ଆମ୍ଭମାନଙ୍କ ଉପରେ ରାଜତ୍ୱ କର;’

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

8 ଏକ ସମୟରେ ବୃକ୍ଷମାନେ ଆପଣା ଉପରେ ରାଜା ଅଭିଷେକ କରିବାକୁ ଗଲେ; ସେମାନେ ଜୀତ ବୃକ୍ଷକୁ କହିଲେ, ତୁମ୍ଭେ ଆମ୍ଭମାନଙ୍କ ଉପରେ ରାଜତ୍ଵ କର;

Gade chapit la Kopi

ଓଡିଆ ବାଇବେଲ

8 ଏକ ସମୟରେ ବୃକ୍ଷମାନେ ଆପଣା ଉପରେ ରାଜା ଅଭିଷେକ କରିବାକୁ ଗଲେ; ସେମାନେ ଜୀତ ବୃକ୍ଷକୁ କହିଲେ, ତୁମ୍ଭେ ଆମ୍ଭମାନଙ୍କ ଉପରେ ରାଜତ୍ୱ କର;

Gade chapit la Kopi

ପବିତ୍ର ବାଇବଲ

8 “ଏକ ସମୟରେ ବୃକ୍ଷସବୁ ନିଜ ଉପରେ ରାଜା ଅଭିଷେକ କରିବାକୁ ଗଲେ। ସେମାନେ ଜୀତ ବୃକ୍ଷକୁ କହିଲେ, ‘ତୁମ୍ଭେ ଆମ୍ଭମାନଙ୍କ ଉପରେ ରାଜତ୍ୱ କର।’

Gade chapit la Kopi




ବିଚାରକର୍ତ୍ତା 9:8
8 Referans Kwoze  

ତହିଁରେ ଇସ୍ରାଏଲର ରାଜା ଯୋୟାଶ୍‍ ଯିହୁଦାର ରାଜା ଅମତ୍‍ସୀୟଙ୍କ ନିକଟକୁ ଲୋକ ପଠାଇ କହିଲେ, “ଲିବାନୋନର କଣ୍ଟକଲତା ଲିବାନୋନର ଏରସ ବୃକ୍ଷ ନିକଟକୁ କହି ପଠାଇଲା, ‘ତୁମ୍ଭ କନ୍ୟାକୁ ଆମ୍ଭ ପୁତ୍ର ସଙ୍ଗେ ବିବାହ ଦିଅ,’ ଏଥିମଧ୍ୟରେ ଲିବାନୋନର ଏକ ବନ୍ୟ ପଶୁ ନିକଟ ଦେଇ ଯାଉ ଯାଉ ସେହି କଣ୍ଟକଲତାକୁ ଦଳି ପକାଇଲା।


ତହୁଁ ଲୋକମାନେ ଯୋଥମ୍‍କୁ ଏହି ସମ୍ବାଦ ଦିଅନ୍ତେ, ସେ ଯାଇ ଗରିଷୀମ ପର୍ବତ ଶିଖରରେ ଠିଆ ହୋଇ ଉଚ୍ଚସ୍ୱରରେ ଡାକି ସେମାନଙ୍କୁ କହିଲା, ହେ ଶିଖିମ ନିବାସୀ ଲୋକଗଣ, “ଆମ୍ଭ କଥା ଶୁଣ, ତହିଁରେ ପରମେଶ୍ୱର ତୁମ୍ଭମାନଙ୍କ କଥା ଶୁଣିବେ।


ମାତ୍ର ଜୀତବୃକ୍ଷ ସେମାନଙ୍କୁ କହିଲା, ‘ମୋହର ଯେଉଁ ତୈଳ ଘେନି ଲୋକମାନେ ମୋʼ ଦ୍ୱାରା ପରମେଶ୍ୱରଙ୍କର ଓ ମନୁଷ୍ୟର ଗୌରବ କରନ୍ତି, ତାହା ତ୍ୟାଗ କରି ମୁଁ କି ବୃକ୍ଷମାନଙ୍କ ଉପରେ ଏଣେତେଣେ ଦୋହଲିବାକୁ ଯିବି?’


ତହିଁରେ ଇସ୍ରାଏଲର ରାଜା ଯୋୟାଶ୍‍ ଯିହୁଦାର ରାଜା ଅମତ୍‍ସୀୟଙ୍କ ନିକଟକୁ ଲୋକ ପଠାଇ କହିଲେ, “ଲିବାନୋନର କଣ୍ଟକଲତା ଲିବାନୋନର ଏରସ ବୃକ୍ଷ ନିକଟକୁ କହି ପଠାଇଲା, ‘ତୁମ୍ଭ କନ୍ୟାକୁ ମୋʼ ପୁତ୍ର ସଙ୍ଗେ ବିବାହ ଦିଅ;’ ଏଥିମଧ୍ୟରେ ଲିବାନୋନର ଏକ ବନ୍ୟ ପଶୁ ନିକଟ ଦେଇ ଯାଉ ଯାଉ ସେହି କଣ୍ଟକଲତାକୁ ଦଳି ପକାଇଲା।


ପାଦ ଯଦି କହେ, ମୁଁ ହାତ ନୁହେଁ, ତେଣୁ ଶରୀରର ଅଙ୍ଗ ନୁହେଁ, ତେବେ ଏଥିସକାଶେ ତାହା ଯେ ଶରୀରର ଅଙ୍ଗ ନୁହେଁ, ତାହା ନୁହେଁ।


Swiv nou:

Piblisite


Piblisite