Biblia Todo Logo
Bib sou entènèt

- Piblisite -




ବିଚାରକର୍ତ୍ତା 9:9 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

9 ମାତ୍ର ଜୀତବୃକ୍ଷ ସେମାନଙ୍କୁ କହିଲା, ‘ମୋହର ଯେଉଁ ତୈଳ ଘେନି ଲୋକମାନେ ମୋʼ ଦ୍ୱାରା ପରମେଶ୍ୱରଙ୍କର ଓ ମନୁଷ୍ୟର ଗୌରବ କରନ୍ତି, ତାହା ତ୍ୟାଗ କରି ମୁଁ କି ବୃକ୍ଷମାନଙ୍କ ଉପରେ ଏଣେତେଣେ ଦୋହଲିବାକୁ ଯିବି?’

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

9 ମାତ୍ର ଜୀତ ବୃକ୍ଷ ସେମାନଙ୍କୁ କହିଲା, ମୋହର ଯେଉଁ ତୈଳ ଘେନି ଲୋକମାନେ ମୋʼ ଦ୍ଵାରା ପରମେଶ୍ଵରଙ୍କର ଓ ମନୁଷ୍ୟର ଗୌରବ କରନ୍ତି, ତାହା ତ୍ୟାଗ କରି ମୁଁ କି ବୃକ୍ଷମାନଙ୍କ ଉପରେ ଏଣେତେଣେ ଦୋହଲିବାକୁ ଯିବି?

Gade chapit la Kopi

ଓଡିଆ ବାଇବେଲ

9 ମାତ୍ର ଜୀତ ବୃକ୍ଷ ସେମାନଙ୍କୁ କହିଲା, ମୋହର ଯେଉଁ ତୈଳ ଘେନି ଲୋକମାନେ ମୋ’ ଦ୍ୱାରା ପରମେଶ୍ୱରଙ୍କର ଓ ମନୁଷ୍ୟର ଗୌରବ କରନ୍ତି, ତାହା ତ୍ୟାଗ କରି ମୁଁ କି ବୃକ୍ଷମାନଙ୍କ ଉପରେ ଏଣେତେଣେ ଦୋହଲିବାକୁ ଯିବି ?

Gade chapit la Kopi

ପବିତ୍ର ବାଇବଲ

9 “ମାତ୍ର ବୃକ୍ଷ ସେମାନଙ୍କୁ କହିଲେ, ‘ମୋର ମୂଲ୍ୟବାନ୍ ତେଲ ଦ୍ୱାରା ମନୁଷ୍ୟ ଓ ପରମେଶ୍ୱର ସମ୍ମାନିତ ହୁଅନ୍ତି। ମୁଁ କ’ଣ ବୃକ୍ଷମାନଙ୍କ ପାଇଁ ଏଣେ ତେଣେ ଯାଇ ମୋର ମୂଲ୍ୟବାନ୍ ତେଲ ଦେବାକୁ ବନ୍ଦ କରି ଦେବି?’

Gade chapit la Kopi




ବିଚାରକର୍ତ୍ତା 9:9
14 Referans Kwoze  

ଆଉ ତୁମ୍ଭେମାନେ ସେହି ପବିତ୍ର ବ୍ୟକ୍ତିଙ୍କଠାରୁ ଅଭିଷେକ ପାଇଥିବାରୁ ତୁମ୍ଭେ ସମସ୍ତେ ଜ୍ଞାନ ପ୍ରାପ୍ତ ହୋଇଅଛ।


ଅର୍ଥାତ୍‍ ନାଜରିତୀୟ ଯୀଶୁଙ୍କ କଥା, କିପରି ଈଶ୍ବର ତାହାଙ୍କୁ ପବିତ୍ର ଆତ୍ମା ଓ ଶକ୍ତିରେ ଅଭିଷିକ୍ତ କଲେ, ଆଉ ସେ ମଙ୍ଗଳ ସାଧନ କରୁ କରୁ ଓ ଶୟତାନ କର୍ତ୍ତୃକ ପ୍ରପୀଡ଼ିତ ସମସ୍ତ ଲୋକଙ୍କୁ ସୁସ୍ଥ କରୁ କରୁ ସର୍ବତ୍ର ଭ୍ରମଣ କଲେ, କାରଣ ଈଶ୍ବର ତାହାଙ୍କ ସହବର୍ତ୍ତୀ ଥିଲେ।


କାରଣ ତୁମ୍ଭର ଯେଉଁ ପବିତ୍ର ଦାସ ଯୀଶୁଙ୍କୁ ତୁମ୍ଭେ ଅଭିଷିକ୍ତ କଲ, ପ୍ରକୃତରେ ତାହାଙ୍କ ବିରୁଦ୍ଧରେ ହେରୋଦ ଏବଂ ପନ୍ତିୟ ପୀଲାତ ଉଭୟ ଅଣଯିହୁଦୀ ଓ ଇସ୍ରାଏଲ ଲୋକମାନଙ୍କ ସହିତ ଏହି ନଗରରେ,


ପୁଣି, ମନୁଷ୍ୟର ଚିତ୍ତ-ଆନନ୍ଦକାରୀ ଦ୍ରାକ୍ଷାରସ, ମୁଖ-ଚିକ୍କଣକାରୀ ତୈଳ ଓ ମନୁଷ୍ୟର ହୃଦୟ ସବଳକାରୀ ଭକ୍ଷ୍ୟ ଉତ୍ପନ୍ନ କରନ୍ତି।


ଆମ୍ଭେ ଆପଣା ଦାସ ଦାଉଦଙ୍କୁ ପାଇଅଛୁ; ଆମ୍ଭ ପବିତ୍ର ତୈଳରେ ଆମ୍ଭେ ତାହାକୁ ଅଭିଷିକ୍ତ କରିଅଛୁ;


ଏଥିରେ ସଦାପ୍ରଭୁ ଶୟତାନକୁ ପଚାରିଲେ, “ତୁମ୍ଭେ କେଉଁଠାରୁ ଆସିଲ?” ତହିଁରେ ଶୟତାନ ସଦାପ୍ରଭୁଙ୍କୁ ଉତ୍ତର କରି କହିଲା, “ପୃଥିବୀରେ ଏଣେତେଣେ ଭ୍ରମଣ ଓ ତହିଁ ମଧ୍ୟରେ ଗମନାଗମନ କରି କରି ଆସିଲି।”


ଏଥିରେ ସଦାପ୍ରଭୁ ଶୟତାନକୁ ପଚାରିଲେ, “ତୁମ୍ଭେ କେଉଁଠାରୁ ଆସିଲ?” ତହିଁରେ ଶୟତାନ ସଦାପ୍ରଭୁଙ୍କୁ ଉତ୍ତର କରି କହିଲା, “ପୃଥିବୀରେ ଏଣେତେଣେ ଭ୍ରମଣ ଓ ତହିଁ ମଧ୍ୟରେ ଗମନାଗମନ କରି କରି ଆସିଲି।”


ଆଉ, କେହି ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଭକ୍ଷ୍ୟ ନୈବେଦ୍ୟ ଆଣିଲେ, ସରୁ ମଇଦା ତାହାର ନୈବେଦ୍ୟ ହେବ; ପୁଣି ସେ ତହିଁ ଉପରେ ତୈଳ ଢାଳି କୁନ୍ଦୁରୁ ଦେବ;


ପୁଣି, ଦୀପ୍ତି ନିମନ୍ତେ ଦୀପବୃକ୍ଷ, ତହିଁର ପାତ୍ର, ପ୍ରଦୀପ ଓ ଦୀପାର୍ଥକ ତୈଳ,


ଏଉତ୍ତାରେ ଅଭିଷେକାର୍ଥକ ତୈଳ ଘେନି ତାହାର ମସ୍ତକ ଉପରେ ଢ଼ାଳି ତାହାକୁ ଅଭିଷେକ କରିବ।


ପୁଣି, ତାଡ଼ିଶୂନ୍ୟ ରୁଟି, ତୈଳ ମିଶ୍ରିତ ତାଡ଼ିଶୂନ୍ୟ ପିଠା ଓ ତୈଳଯୁକ୍ତ ତାଡ଼ିଶୂନ୍ୟ ସରୁ ଚକୁଳି ଗହମ ମଇଦାରେ ପ୍ରସ୍ତୁତ କରିବ।


ଏକ ସମୟରେ ବୃକ୍ଷମାନେ ଆପଣା ଉପରେ ରାଜା ଅଭିଷେକ କରିବାକୁ ଗଲେ; ସେମାନେ ଜୀତ ବୃକ୍ଷକୁ କହିଲେ, ‘ତୁମ୍ଭେ ଆମ୍ଭମାନଙ୍କ ଉପରେ ରାଜତ୍ୱ କର;’


ତହୁଁ ବୃକ୍ଷମାନେ ଡିମ୍ବିରିବୃକ୍ଷକୁ କହିଲେ, ‘ତୁମ୍ଭେ ଆସ, ଆମ୍ଭମାନଙ୍କ ଉପରେ ରାଜତ୍ୱ କର।’


Swiv nou:

Piblisite


Piblisite