ଯିରିମୀୟ 1:14 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT14 ତହିଁରେ ସଦାପ୍ରଭୁ ମୋତେ କହିଲେ, “ଉତ୍ତର ଦିଗରୁ ଏହି ଦେଶ ନିବାସୀ ସମସ୍ତଙ୍କ ଉପରେ ଅମଙ୍ଗଳ ମାଡ଼ି ଆସିବ। Gade chapit laପବିତ୍ର ବାଇବଲ (Re-edited) - (BSI)14 ତହିଁରେ ସଦାପ୍ରଭୁ ମୋତେ କହିଲେ, ଉତ୍ତର ଦିଗରୁ ଏହି ଦେଶନିବାସୀ ସମସ୍ତଙ୍କ ଉପରେ ଅମଙ୍ଗଳ ମାଡ଼ି ଆସିବ। Gade chapit laଓଡିଆ ବାଇବେଲ14 ତହିଁରେ ସଦାପ୍ରଭୁ ମୋତେ କହିଲେ, “ଉତ୍ତର ଦିଗରୁ ଏହି ଦେଶନିବାସୀ ସମସ୍ତଙ୍କ ଉପରେ ଅମଙ୍ଗଳ ମାଡ଼ି ଆସିବ।” Gade chapit laପବିତ୍ର ବାଇବଲ14 ତା'ପରେ ସଦାପ୍ରଭୁ ମୋତେ କହିଲେ, “ଉତ୍ତର ଦିଗରୁ ଏହି ଦେଶବାସୀଙ୍କ ପ୍ରତି ଏକ ଭୟଙ୍କର ବିପତ୍ତି ମାଡ଼ି ଆସିବ।” Gade chapit la |
ଏଥିପାଇଁ ଦେଖ, ଆମ୍ଭେ ଲୋକ ପଠାଇ ଉତ୍ତର ଦିଗସ୍ଥିତ ସମସ୍ତ ଗୋଷ୍ଠୀଙ୍କୁ, ପୁଣି ଆମ୍ଭର ଦାସ ବାବିଲର ରାଜା ନବୂଖଦ୍ନିତ୍ସରକୁ ନେଇ ଏହି ଦେଶ ବିରୁଦ୍ଧରେ ଓ ତନ୍ନିବାସୀମାନଙ୍କ ବିରୁଦ୍ଧରେ ଓ ତହିଁର ଚତୁର୍ଦ୍ଦିଗସ୍ଥ ଏହିସବୁ ଗୋଷ୍ଠୀ ବିରୁଦ୍ଧରେ ଆଣିବା; ଆଉ, ଆମ୍ଭେ ସେମାନଙ୍କୁ ନିଃଶେଷ ରୂପେ ବିନାଶ କରିବା ଓ ସେମାନଙ୍କୁ ବିସ୍ମୟ ଓ ଶୀସ୍ ଶବ୍ଦର ବିଷୟ ଓ ଚିରକାଳର ଉତ୍ସନ୍ନ ସ୍ଥାନ କରିବା।