ଯିରିମୀୟ 10:23 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT23 ହେ ସଦାପ୍ରଭୁ, ମୁଁ ଜାଣେ; ମନୁଷ୍ୟର ଗତି ତାହାର ଆୟତ୍ତ ନୁହେଁ; ନିଜ ପାଦବିକ୍ଷେପ ସ୍ଥିର କରିବାର ଗମନକାରୀ ମନୁଷ୍ୟର ସାଧ୍ୟ ନୁହେଁ। Gade chapit laପବିତ୍ର ବାଇବଲ (Re-edited) - (BSI)23 ହେ ସଦାପ୍ରଭୁ, ମୁଁ ଜାଣେ; ମନୁଷ୍ୟର ଗତି ତାହାର ଆୟତ୍ତ ନୁହେଁନ୍ତ ନିଜ ପାଦବିକ୍ଷେପ ସ୍ଥିର କରିବାର ଗମନକାରୀ ମନୁଷ୍ୟର ସାଧ୍ୟ ନୁହେଁ। Gade chapit laଓଡିଆ ବାଇବେଲ23 ହେ ସଦାପ୍ରଭୁ, ମୁଁ ଜାଣେ; ମନୁଷ୍ୟର ଗତି ତାହାର ଆୟତ୍ତ ନୁହେଁ; ନିଜ ପାଦ ବିକ୍ଷେପ ସ୍ଥିର କରିବାର ଗମନକାରୀ ମନୁଷ୍ୟର ସାଧ୍ୟ ନୁହେଁ। Gade chapit laପବିତ୍ର ବାଇବଲ23 ହେ ସଦାପ୍ରଭୁ, ମୁଁ ଜାଣେ, ମନୁଷ୍ୟ ତା'ର ନିଜର ଭାଗ୍ୟକୁ ନିୟନ୍ତ୍ରଣ କରି ପାରିବ ନାହିଁ। ସେ କହିପାରେ ନାହିଁ, ତା’ ପାଇଁ କ’ଣ ଘଟିବ। ସେ ପ୍ରକୃତ ନ୍ୟାୟ ଓ ଧର୍ମରେ ବଞ୍ଚିବା ଜାଣୁ ନାହିଁ। Gade chapit la |
ମାତ୍ର ସ୍ୱର୍ଗର ଅଧିପତିଙ୍କ ବିରୁଦ୍ଧରେ ଆପଣାକୁ ଉନ୍ନତ କରିଅଛନ୍ତି ଓ ତାହାଙ୍କ ଗୃହର ନାନା ପାତ୍ର ଆପଣଙ୍କ ସମ୍ମୁଖକୁ ଅଣାଯାʼନ୍ତେ, ଆପଣ ଓ ଆପଣଙ୍କ ଅମାତ୍ୟଗଣ, ଆପଣଙ୍କର ପତ୍ନୀଗଣ ଓ ଆପଣଙ୍କ ଉପପତ୍ନୀଗଣ ସେହି ସବୁ ପାତ୍ରରେ ଦ୍ରାକ୍ଷାରସ ପାନ କରିଅଛନ୍ତି; ପୁଣି ରୂପାର, ସୁନାର, ପିତ୍ତଳର, ଲୁହାର, କାଠର ଓ ପଥରର ଯେଉଁ ଦେବଗଣ ଦେଖନ୍ତି ନାହିଁ, କି ଶୁଣନ୍ତି ନାହିଁ, କି ଜାଣନ୍ତି ନାହିଁ, ସେମାନଙ୍କ ପ୍ରଶଂସା ଆପଣ କରିଅଛନ୍ତି; ପୁଣି, ଆପଣଙ୍କର ନିଃଶ୍ୱାସ ଯାହାଙ୍କର ହସ୍ତଗତ ଓ ଆପଣଙ୍କର ସକଳ ପଥ ଯାହାଙ୍କର ଅଧୀନ, ଆପଣ ସେହି ପରମେଶ୍ୱରଙ୍କର ଗୌରବ କରି ନାହାନ୍ତି।