ଯିରିମୀୟ 10:25 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT25 ଯେଉଁ ଅନ୍ୟ ଦେଶୀୟମାନେ ତୁମ୍ଭଙ୍କୁ ଜାଣନ୍ତି ନାହିଁ ଓ ଯେଉଁ ଗୋଷ୍ଠୀସକଳ ତୁମ୍ଭ ନାମରେ ପ୍ରାର୍ଥନା କରନ୍ତି ନାହିଁ, ସେମାନଙ୍କ ଉପରେ ତୁମ୍ଭେ ଆପଣା କୋପ ଢାଳିଦିଅ; କାରଣ ସେମାନେ ଯାକୁବକୁ ଗ୍ରାସ କରିଅଛନ୍ତି, ହଁ, ସେମାନେ ତାହାକୁ ଗ୍ରାସ କରି ସଂହାର କରିଅଛନ୍ତି ଓ ତାହାର ବାସସ୍ଥାନ ଉଚ୍ଛିନ୍ନ କରିଅଛନ୍ତି। Gade chapit laପବିତ୍ର ବାଇବଲ (Re-edited) - (BSI)25 ଯେଉଁ ଅନ୍ୟ ଦେଶୀୟମାନେ ତୁମ୍ଭଙ୍କୁ ଜାଣନ୍ତି ନାହିଁ ଓ ଯେଉଁ ଗୋଷ୍ଠୀସକଳ ତୁମ୍ଭ ନାମରେ ପ୍ରାର୍ଥନା କରନ୍ତି ନାହିଁ, ସେମାନଙ୍କ ଉପରେ ତୁମ୍ଭେ ଆପଣା କୋପ ଢାଳିଦିଅ; କାରଣ ସେମାନେ ଯାକୁବକୁ ଗ୍ରାସ କରିଅଛନ୍ତି, ହଁ, ସେମାନେ ତାହାକୁ ଗ୍ରାସ କରି ସଂହାର କରିଅଛନ୍ତି ଓ ତାହାର ବାସସ୍ଥାନ ଉଚ୍ଛିନ୍ନ କରିଅଛନ୍ତି। Gade chapit laଓଡିଆ ବାଇବେଲ25 ଯେଉଁ ଅନ୍ୟ ଦେଶୀୟମାନେ ତୁମ୍ଭଙ୍କୁ ଜାଣନ୍ତି ନାହିଁ ଓ ଯେଉଁ ଗୋଷ୍ଠୀସକଳ ତୁମ୍ଭ ନାମରେ ପ୍ରାର୍ଥନା କରନ୍ତି ନାହିଁ, ସେମାନଙ୍କ ଉପରେ ତୁମ୍ଭେ ଆପଣା କୋପ ଢାଳିଦିଅ; କାରଣ ସେମାନେ ଯାକୁବକୁ ଗ୍ରାସ କରିଅଛନ୍ତି, ହଁ, ସେମାନେ ତାହାକୁ ଗ୍ରାସ କରି ସଂହାର କରିଅଛନ୍ତି ଓ ତାହାର ବାସସ୍ଥାନ ଉଚ୍ଛିନ୍ନ କରିଅଛନ୍ତି। Gade chapit laପବିତ୍ର ବାଇବଲ25 ଯଦି ତୁମ୍ଭେ ଆପଣା କୋପ ଢାଳୁଅଛ, ତେବେ ଅନ୍ୟ ଦେଶୀୟମାନଙ୍କ ଉପରେ ଢାଳିଦିଅ। କାରଣ ସେମାନେ ତୁମ୍ଭକୁ ଜାଣନ୍ତି ନାହିଁ କି ତୁମ୍ଭ ନାମରେ ପ୍ରାର୍ଥନା କରନ୍ତି ନାହିଁ। ସେମାନେ ଯାକୁବକୁ ଗ୍ରାସ କରିଅଛନ୍ତି ଓ ସେମାନେ ଇସ୍ରାଏଲ ବଂଶକୁ ବିନାଶ କରିଅଛନ୍ତି ଓ ତାହାର ବାସସ୍ଥାନ ଉଚ୍ଛିନ୍ନ କରିଛନ୍ତି। Gade chapit la |
ଏହେତୁ ସଦାପ୍ରଭୁ କହନ୍ତି, “ଆମ୍ଭେ ଲୁଟିବା ପାଇଁ ଉଠିବା ଦିନ ପର୍ଯ୍ୟନ୍ତ ତୁମ୍ଭେମାନେ ଆମ୍ଭ ଅପେକ୍ଷାରେ ଥାଅ; କାରଣ ଆମ୍ଭେ ଆପଣା କୋପ ଓ ପ୍ରଚଣ୍ଡ କ୍ରୋଧ ରାଜ୍ୟସକଳର ଉପରେ ଢାଳିବା ନିମନ୍ତେ ଯେପରି ସେମାନଙ୍କୁ ଏକତ୍ର କରିବା, ଏଥିପାଇଁ ଗୋଷ୍ଠୀଗଣକୁ ସଂଗ୍ରହ କରିବାକୁ ଆମ୍ଭର ସ୍ଥିର ବିଚାର ଅଛି; କାରଣ ଆମ୍ଭର ଅନ୍ତର୍ଜ୍ୱାଳାରୂପ ଅଗ୍ନିରେ ସମୁଦାୟ ପୃଥିବୀ ଗ୍ରାସିତ ହେବ।