ଯିରିମୀୟ 11:18 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT18 ଏଥିଉତ୍ତାରେ ସଦାପ୍ରଭୁ ଆମ୍ଭକୁ ଜ୍ଞାନ ଦିଅନ୍ତେ, ମୁଁ ତାହା ଜାଣିଲି; ସେସମୟରେ ତୁମ୍ଭେ ମୋତେ ସେମାନଙ୍କର କ୍ରିୟା ଦେଖାଇଲ। Gade chapit laପବିତ୍ର ବାଇବଲ (Re-edited) - (BSI)18 ଅନନ୍ତର ସଦାପ୍ରଭୁ ଆମ୍ଭକୁ ଜ୍ଞାନ ଦିଅନ୍ତେ, ମୁଁ ତାହା ଜାଣିଲି; ସେସମୟରେ ତୁମ୍ଭେ ମୋତେ ସେମାନଙ୍କର କ୍ରିୟା ଦେଖାଇଲ। Gade chapit laଓଡିଆ ବାଇବେଲ18 ଏଥିଉତ୍ତାରେ ସଦାପ୍ରଭୁ ଆମ୍ଭକୁ ଜ୍ଞାନ ଦିଅନ୍ତେ, ମୁଁ ତାହା ଜାଣିଲି; ସେସମୟରେ ତୁମ୍ଭେ ମୋତେ ସେମାନଙ୍କର କ୍ରିୟା ଦେଖାଇଲ। Gade chapit laପବିତ୍ର ବାଇବଲ18 ସଦାପ୍ରଭୁ ମୋତେ ଜଣାଇଲେ ଯେ ଅନାଥୋତର ଲୋକମାନେ ମୋ’ ବିରୁଦ୍ଧରେ ଷଡ଼ଯନ୍ତ୍ର କରୁଛନ୍ତି। ସେ ସେମାନଙ୍କର କ୍ରିୟା ମୋତେ ସେ ସମୟରେ ଦେଖାଇଲେ। Gade chapit la |
ମାତ୍ର ଇଲୀଶାୟ ଆପଣା ଗୃହରେ ବସିଥିଲେ ଓ ପ୍ରାଚୀନବର୍ଗ ତାଙ୍କ ସଙ୍ଗେ ବସିଥିଲେ; ଏପରି ସମୟରେ ରାଜା ଆପଣା ସମ୍ମୁଖରୁ ଜଣେ ଲୋକ ପଠାଇଲେ; ମାତ୍ର ସେ ଦୂତ ଇଲୀଶାୟଙ୍କ ନିକଟରେ ପହଞ୍ଚିବା ପୂର୍ବରୁ ଇଲୀଶାୟ ପ୍ରାଚୀନବର୍ଗଙ୍କୁ କହିଲେ, “ଏହି ନରହତ୍ୟାକାରୀର ପୁତ୍ର କିପରି ମୋହର ମସ୍ତକ ନେବା ପାଇଁ ଲୋକ ପଠାଇଅଛି, ଏହା କʼଣ ତୁମ୍ଭେମାନେ ଦେଖୁଅଛ? ଦେଖ, ସେ ଦୂତ ପହଞ୍ଚିବା ବେଳେ ଦ୍ୱାର ବନ୍ଦ କର ଓ ତାକୁ ଅଟକାଇବା ପାଇଁ ଦ୍ୱାର ଦୃଢ଼ କରି ଧର; ତାହାର ପ୍ରଭୁର ପଦଶବ୍ଦ କʼଣ ତାହାର ପଛରେ ନାହିଁ?”