ଯିରିମୀୟ 12:10 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT10 ଅନେକ ପଲରକ୍ଷକ ଆମ୍ଭର ଦ୍ରାକ୍ଷାକ୍ଷେତ୍ର ନଷ୍ଟ କରିଅଛନ୍ତି, ସେମାନେ ଆମ୍ଭର ଭୂମି ପଦ ତଳେ ଦଳିତ କରିଅଛନ୍ତି, ସେମାନେ ଆମ୍ଭର ମନୋରମ ଭୂମିକୁ ଧ୍ୱଂସିତ ପ୍ରାନ୍ତର କରିଅଛନ୍ତି। Gade chapit laପବିତ୍ର ବାଇବଲ (Re-edited) - (BSI)10 ଅନେକ ପଲରକ୍ଷକ ଆମ୍ଭର ଦ୍ରାକ୍ଷାକ୍ଷେତ୍ର ନଷ୍ଟ କରିଅଛନ୍ତି, ସେମାନେ ଆମ୍ଭର ଭୂମି ପଦ ତଳେ ଦଳିତ କରିଅଛନ୍ତି, ସେମାନେ ଆମ୍ଭର ମନୋରମ ଭୂମିକି ଧ୍ଵଂସିତ ପ୍ରାନ୍ତର କରିଅଛନ୍ତି। Gade chapit laଓଡିଆ ବାଇବେଲ10 ଅନେକ ପଲ ରକ୍ଷକ ଆମ୍ଭର ଦ୍ରାକ୍ଷାକ୍ଷେତ୍ର ନଷ୍ଟ କରିଅଛନ୍ତି, ସେମାନେ ଆମ୍ଭର ଭୂମି ପଦ ତଳେ ଦଳିତ କରିଅଛନ୍ତି, ସେମାନେ ଆମ୍ଭର ମନୋରମ ଭୂମିକି ଧ୍ୱଂସିତ ପ୍ରାନ୍ତର କରିଅଛନ୍ତି। Gade chapit laପବିତ୍ର ବାଇବଲ10 ଅନେକ ମେଷପାଳକ ଆମ୍ଭର ଦ୍ରାକ୍ଷାକ୍ଷେତ୍ର ନଷ୍ଟ କରିଅଛନ୍ତି। ସେମାନେ ଆମ୍ଭର ଭୂମିକୁ ପଦଦଳିତ କରିଅଛନ୍ତି। ସେମାନେ ଆମ୍ଭର ମନୋରମ ଭୂମିକୁ ଧ୍ୱଂସକରି ପ୍ରାନ୍ତରରେ ପରିଣତ କରିଅଛନ୍ତି। Gade chapit la |
ଏଥିପାଇଁ ଦେଖ, ଆମ୍ଭେ ଲୋକ ପଠାଇ ଉତ୍ତର ଦିଗସ୍ଥିତ ସମସ୍ତ ଗୋଷ୍ଠୀଙ୍କୁ, ପୁଣି ଆମ୍ଭର ଦାସ ବାବିଲର ରାଜା ନବୂଖଦ୍ନିତ୍ସରକୁ ନେଇ ଏହି ଦେଶ ବିରୁଦ୍ଧରେ ଓ ତନ୍ନିବାସୀମାନଙ୍କ ବିରୁଦ୍ଧରେ ଓ ତହିଁର ଚତୁର୍ଦ୍ଦିଗସ୍ଥ ଏହିସବୁ ଗୋଷ୍ଠୀ ବିରୁଦ୍ଧରେ ଆଣିବା; ଆଉ, ଆମ୍ଭେ ସେମାନଙ୍କୁ ନିଃଶେଷ ରୂପେ ବିନାଶ କରିବା ଓ ସେମାନଙ୍କୁ ବିସ୍ମୟ ଓ ଶୀସ୍ ଶବ୍ଦର ବିଷୟ ଓ ଚିରକାଳର ଉତ୍ସନ୍ନ ସ୍ଥାନ କରିବା।