ଯିରିମୀୟ 13:10 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT10 ଏହି ଯେଉଁ ଦୁଷ୍ଟ ଲୋକମାନେ ଆମ୍ଭ ବାକ୍ୟ ଶୁଣିବାକୁ ଅସମ୍ମତ ହୋଇ ଆପଣା ଆପଣା ଅନ୍ତଃକରଣର ଅବାଧ୍ୟତାନୁସାରେ ଚାଲନ୍ତି ଓ ଅନ୍ୟ ଦେବଗଣର ସେବା ଓ ପୂଜା କରିବା ନିମନ୍ତେ ସେମାନଙ୍କର ପଶ୍ଚାଦ୍ଗମନ କରିଅଛନ୍ତି, ସେମାନେ ଏହି ଅକର୍ମଣ୍ୟ ପଟୁକା ତୁଲ୍ୟ ହେବେ। Gade chapit laପବିତ୍ର ବାଇବଲ (Re-edited) - (BSI)10 ଏହି ଯେଉଁ ଦୁଷ୍ଟ ଲୋକମାନେ ଆମ୍ଭ ବାକ୍ୟ ଶୁଣିବାକୁ ଅସମ୍ମତ ହୋଇ ଆପଣା ଆପଣା ଅନ୍ତଃକରଣର ଅବାଧ୍ୟତା-ନୁସାରେ ଚାଲନ୍ତି ଓ ଅନ୍ୟ ଦେବଗଣର ସେବା ଓ ପୂଜା କରିବା ନିମନ୍ତେ ସେମାନଙ୍କର ପଶ୍ଚାଦ୍ଗମନ କରିଅଛନ୍ତି, ସେମାନେ ଏହି ଅକର୍ମଣ୍ୟ ପଟୁକା ତୁଲ୍ୟ ହେବେ। Gade chapit laଓଡିଆ ବାଇବେଲ10 ଏହି ଯେଉଁ ଦୁଷ୍ଟ ଲୋକମାନେ ଆମ୍ଭ ବାକ୍ୟ ଶୁଣିବାକୁ ଅସମ୍ମତ ହୋଇ ଆପଣା ଆପଣା ଅନ୍ତଃକରଣର ଅବାଧ୍ୟତାନୁସାରେ ଚାଲନ୍ତି ଓ ଅନ୍ୟ ଦେବଗଣର ସେବା ଓ ପୂଜା କରିବା ନିମନ୍ତେ ସେମାନଙ୍କର ପଶ୍ଚାଦ୍ଗମନ କରିଅଛନ୍ତି, ସେମାନେ ଏହି ଅକର୍ମଣ୍ୟ ପଟୁକା ତୁଲ୍ୟ ହେବେ।” Gade chapit laପବିତ୍ର ବାଇବଲ10 ଯିହୁଦାର ଏହି ଯେଉଁ ଦୁଷ୍ଟ ଲୋକମାନେ ଆମ୍ଭର ବାକ୍ୟ ଶୁଣିବାକୁ ଅସମ୍ମତ ହୁଅନ୍ତି ଓ ଆପଣା ଅନ୍ତଃକରଣରେ ଅବାଧ୍ୟ ହୋଇ ଗ୍ଭଲନ୍ତି ଆଉ ଅନ୍ୟ ଦେବଗଣର ସେବା ଓ ପୂଜା କରିବା ନିମନ୍ତେ ସେମାନଙ୍କର ପଶ୍ଚାଦ୍ଗମନ କରନ୍ତି, ସେମାନେ ଏହି ଅକର୍ମଣ୍ୟ ପଟୁକା ତୁଲ୍ୟ ହେବେ।” Gade chapit la |
କାରଣ ସଦାପ୍ରଭୁ ଏହି କଥା କହନ୍ତି, ଦେଖ, ଆମ୍ଭେ ତୁମ୍ଭକୁ, ତୁମ୍ଭ ପ୍ରତି ଓ ତୁମ୍ଭର ସମସ୍ତ ବନ୍ଧୁ ପ୍ରତି ଆଶଙ୍କାଜନକ କରିବା; ପୁଣି, ସେମାନେ ଆପଣାମାନଙ୍କ ଶତ୍ରୁଗଣର ଖଡ୍ଗ ଦ୍ୱାରା ହତ ହେବେ ଓ ତୁମ୍ଭର ଚକ୍ଷୁ ତାହା ଦେଖିବ; ଆଉ, ଆମ୍ଭେ ସମୁଦାୟ ଯିହୁଦାକୁ ବାବିଲର ରାଜା ହସ୍ତରେ ସମର୍ପଣ କରିବା, ତହିଁରେ ସେ ସେମାନଙ୍କୁ ବନ୍ଦୀ କରି ବାବିଲକୁ ଘେନିଯାଇ ଖଡ୍ଗରେ ବଧ କରିବ।
ମଧ୍ୟ ଆମ୍ଭେ ଆପଣାର ସମସ୍ତ ଦାସ ଭବିଷ୍ୟଦ୍ବକ୍ତାଗଣଙ୍କୁ ତୁମ୍ଭମାନଙ୍କ ନିକଟକୁ ପଠାଇଅଛୁ, ପ୍ରଭାତରେ ଉଠି ସେମାନଙ୍କୁ ପଠାଇ ତୁମ୍ଭମାନଙ୍କୁ କହିଅଛୁ, ‘ତୁମ୍ଭେମାନେ ପ୍ରତ୍ୟେକେ ଏବେ ଆପଣା ଆପଣା କୁପଥରୁ ଫେର, ଆପଣମାନଙ୍କର ଆଚରଣ ସୁଧରାଅ ଓ ଅନ୍ୟ ଦେବଗଣର ସେବା କରିବା ନିମନ୍ତେ ସେମାନଙ୍କର ପଶ୍ଚାଦ୍ଗାମୀ ହୁଅ ନାହିଁ, ତହିଁରେ ତୁମ୍ଭମାନଙ୍କୁ ଓ ତୁମ୍ଭମାନଙ୍କର ପିତୃପୁରୁଷମାନଙ୍କୁ ଆମ୍ଭର ଦତ୍ତ ଦେଶରେ ତୁମ୍ଭେମାନେ ବାସ କରିବ;’ ମାତ୍ର ତୁମ୍ଭେମାନେ କର୍ଣ୍ଣପାତ କରି ନାହଁ, କିଅବା ଆମ୍ଭ ବାକ୍ୟରେ ମନୋଯୋଗ କରି ନାହଁ।