ଯିରିମୀୟ 14:10 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT10 ସଦାପ୍ରଭୁ ଏହି ଲୋକମାନଙ୍କ ବିଷୟରେ ଏହି କଥା କହନ୍ତି, “ସେମାନେ ଏହି ପ୍ରକାର ଭ୍ରମଣ କରିବାକୁ ଭଲ ପାଇଅଛନ୍ତି; ସେମାନେ ଆପଣା ଆପଣା ଚରଣକୁ ଅଟକାଇ ନାହାନ୍ତି; ଏହେତୁ ସଦାପ୍ରଭୁ ସେମାନଙ୍କୁ ଗ୍ରାହ୍ୟ କରନ୍ତି ନାହିଁ; ସେ ଏବେ ସେମାନଙ୍କ ଅଧର୍ମ ସ୍ମରଣ କରିବେ ଓ ସେମାନଙ୍କର ସମସ୍ତ ପାପର ପ୍ରତିଫଳ ଦେବେ।” Gade chapit laପବିତ୍ର ବାଇବଲ (Re-edited) - (BSI)10 ସଦାପ୍ରଭୁ ଏହି ଲୋକମାନଙ୍କ ବିଷୟରେ ଏହି କଥା କହନ୍ତି, ସେମାନେ ଏହି ପ୍ରକାର ଭ୍ରମଣ କରିବାକୁ ଭଲ ପାଇଅଛନ୍ତି; ସେମାନେ ଆପଣା ଆପଣା ଚରଣକୁ ଅଟକାଇ ନାହାନ୍ତି; ଏହେତୁ ସଦାପ୍ରଭୁ ସେମାନଙ୍କୁ ଗ୍ରାହ୍ୟ କରନ୍ତି ନାହିଁ; ସେ ଏବେ ସେମାନଙ୍କ ଅଧର୍ମ ସ୍ମରଣ କରିବେ ଓ ସେମାନଙ୍କର ସମସ୍ତ ପାପର ପ୍ରତିଫଳ ଦେବେ। Gade chapit laଓଡିଆ ବାଇବେଲ10 ସଦାପ୍ରଭୁ ଏହି ଲୋକମାନଙ୍କ ବିଷୟରେ ଏହି କଥା କହନ୍ତି, “ସେମାନେ ଏହି ପ୍ରକାର ଭ୍ରମଣ କରିବାକୁ ଭଲ ପାଇଅଛନ୍ତି; ସେମାନେ ଆପଣା ଆପଣା ଚରଣକୁ ଅଟକାଇ ନାହାନ୍ତି; ଏହେତୁ ସଦାପ୍ରଭୁ ସେମାନଙ୍କୁ ଗ୍ରାହ୍ୟ କରନ୍ତି ନାହିଁ; ସେ ଏବେ ସେମାନଙ୍କ ଅଧର୍ମ ସ୍ମରଣ କରିବେ ଓ ସେମାନଙ୍କର ସମସ୍ତ ପାପର ପ୍ରତିଫଳ ଦେବେ।” Gade chapit laପବିତ୍ର ବାଇବଲ10 ସଦାପ୍ରଭୁ ଯିହୁଦା ବିଷୟରେ ଏହିକଥା କହନ୍ତି, “ସେମାନେ ପ୍ରକୃତରେ ଆମ୍ଭକୁ ପରିତ୍ୟାଗ କରିବାକୁ ଭଲ ପାଆନ୍ତି। ସେମାନେ ନିଜକୁ ପରିତ୍ୟାଗ କରିବାକୁ ଭଲ ପାଆନ୍ତି। ସେମାନେ ନିଜକୁ ସେଥିରୁ ନିବୃତ୍ତ କରି ନାହାନ୍ତି। ତେଣୁ ସଦାପ୍ରଭୁ ସେମାନଙ୍କୁ ଗ୍ରହଣ କରିବେ ନାହିଁ। ସେ ସେମାନଙ୍କର ଅଧର୍ମ ସ୍ମରଣ କରିବେ ଓ ସେମାନଙ୍କୁ ସମସ୍ତ ପାପର ପ୍ରତିଫଳ ଦେବେ।” Gade chapit la |
ପୁଣି, ତୁମ୍ଭେମାନେ ପରମେଶ୍ୱରଙ୍କୁ ଜ୍ଞାତ ହୁଅ ବୋଲି କହି ସେମାନେ ପ୍ରତ୍ୟେକେ ଆପଣା ଆପଣା ପ୍ରତିବାସୀକୁ ଓ ପ୍ରତ୍ୟେକେ ଆପଣା ଆପଣା ଭ୍ରାତାକୁ ଆଉ ଶିକ୍ଷା ଦେବେ ନାହିଁ; କାରଣ ସଦାପ୍ରଭୁ କହନ୍ତି, ସେମାନଙ୍କର କ୍ଷୁଦ୍ରତମଠାରୁ ମହତ୍ତମ ପର୍ଯ୍ୟନ୍ତ ସମସ୍ତେ ଆମ୍ଭକୁ ଜ୍ଞାତ ହେବେ; ଯେହେତୁ ଆମ୍ଭେ ସେମାନଙ୍କର ଅପରାଧ କ୍ଷମା କରିବା ଓ ସେମାନଙ୍କର ପାପ ଆମ୍ଭେ ଆଉ ସ୍ମରଣ କରିବା ନାହିଁ।”