ଯିରିମୀୟ 15:15 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT15 ହେ ସଦାପ୍ରଭୋ, ତୁମ୍ଭେ ଜାଣୁଅଛ; ମୋତେ ସ୍ମରଣ କର ଓ ମୋହର ତତ୍ତ୍ୱାନୁସନ୍ଧାନ କର, ପୁଣି ମୋର ତାଡ଼ନାକାରୀମାନଙ୍କଠାରୁ ପରିଶୋଧ ନିଅ; ତୁମ୍ଭର ଦୀର୍ଘସହିଷ୍ଣୁତା ସକାଶୁ ମୋତେ ସଂହାର କର ନାହିଁ; ମୁଁ ତୁମ୍ଭ ସକାଶୁ ନିନ୍ଦାଭୋଗ କରିଅଛି, ଏହା ଜ୍ଞାତ ହୁଅ। Gade chapit laପବିତ୍ର ବାଇବଲ (Re-edited) - (BSI)15 ହେ ସଦାପ୍ରଭୋ, ତୁମ୍ଭେ ଜାଣୁଅଛ; ମୋତେ ସ୍ମରଣ କର ଓ ମୋହର ତତ୍ତ୍ଵାନୁସନ୍ଧାନ କର, ପୁଣି ମୋର ତାଡ଼ନାକାରୀମାନଙ୍କଠାରୁ ପରିଶୋଧ ନିଅ; ତୁମ୍ଭର ଦୀର୍ଘସହିଷ୍ଣୁତା ସକାଶୁ ମୋତେ ସଂହାର କର ନାହିଁ; ମୁଁ ତୁମ୍ଭ ସକାଶୁ ନିନ୍ଦାଭୋଗ କରିଅଛି , ଏହା ଜ୍ଞାତ ହୁଅ। Gade chapit laଓଡିଆ ବାଇବେଲ15 ହେ ସଦାପ୍ରଭୁ, ତୁମ୍ଭେ ଜାଣୁଅଛ; ମୋତେ ସ୍ମରଣ କର ଓ ମୋହର ତତ୍ତ୍ୱାନୁସନ୍ଧାନ କର, ପୁଣି ମୋର ତାଡ଼ନାକାରୀମାନଙ୍କଠାରୁ ପରିଶୋଧ ନିଅ; ତୁମ୍ଭର ଦୀର୍ଘ ସହିଷ୍ଣୁତା ସକାଶୁ ମୋତେ ସଂହାର କର ନାହିଁ; ମୁଁ ତୁମ୍ଭ ସକାଶୁ ନିନ୍ଦାଭୋଗ କରିଅଛି, ଏହା ଜ୍ଞାତ ହୁଅ। Gade chapit laପବିତ୍ର ବାଇବଲ15 ହେ ସଦାପ୍ରଭୁ, ତୁମ୍ଭେ ମୋତେ ଜାଣୁଛ; ମୋତେ ସ୍ମରଣ କର ଓ ମୋର ତତ୍ତ୍ୱ ନିଅ। ଆଉ ମୋର ତାଡ଼ନାକାରୀଙ୍କୁ ଦଣ୍ଡ ଦିଅ। ତୁମ୍ଭେ ଅତ୍ୟନ୍ତ ଧୈର୍ଯ୍ୟଶୀଳ ଓ ସହିଷ୍ଣୁ। ତେଣୁ ମୋତେ ସଂହାର କର ନାହିଁ। ମୁଁ ତୁମ୍ଭ ପାଇଁ କଷ୍ଟ ପାଇଛି, ଏହା ତୁମ୍ଭେ ଜ୍ଞାତ ହୁଅ। Gade chapit la |