ଯିରିମୀୟ 15:7 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT7 ଆମ୍ଭେ ସେମାନଙ୍କୁ ଦେଶର ପୁରଦ୍ୱାରସମୂହରେ କୁଲାରେ ପାଛୁଡ଼ି ଅଛୁ; ଆମ୍ଭେ ସେମାନଙ୍କୁ ସନ୍ତାନସନ୍ତତି ବିହୀନ କରିଅଛୁ, ଆମ୍ଭେ ଆପଣା ଲୋକମାନଙ୍କୁ ବିନାଶ କରିଅଛୁ; ସେମାନେ ଆପଣା ଆପଣା ପଥରୁ ଫେରି ନାହାନ୍ତି। Gade chapit laପବିତ୍ର ବାଇବଲ (Re-edited) - (BSI)7 ଆମ୍ଭେ ସେମାନଙ୍କୁ ଦେଶର ପୁର-ଦ୍ଵାରସମୂହରେ କୁଲାରେ ପାଛୁଡ଼ି ଅଛୁ; ଆମ୍ଭେ ସେମାନଙ୍କୁ ସନ୍ତାନ-ସନ୍ତତିବିହୀନ କରିଅଛୁ, ଆମ୍ଭେ ଆପଣା ଲୋକମାନଙ୍କୁ ବିନାଶ କରିଅଛୁ; ସେମାନେ ଆପଣା ଆପଣା ପଥରୁ ଫେରି ନାହାନ୍ତି। Gade chapit laଓଡିଆ ବାଇବେଲ7 ଆମ୍ଭେ ସେମାନଙ୍କୁ ଦେଶର ପୁରଦ୍ୱାରସମୂହରେ କୁଲାରେ ପାଛୁଡ଼ି ଅଛୁ; ଆମ୍ଭେ ସେମାନଙ୍କୁ ସନ୍ତାନସନ୍ତନ୍ତି ବିହୀନ କରିଅଛୁ, ଆମ୍ଭେ ଆପଣା ଲୋକମାନଙ୍କୁ ବିନାଶ କରିଅଛୁ; ସେମାନେ ଆପଣା ଆପଣା ପଥରୁ ଫେରି ନାହାନ୍ତି। Gade chapit laପବିତ୍ର ବାଇବଲ7 ଆମ୍ଭେ ସେମାନଙ୍କୁ ଦେଶର ପୁରଦ୍ୱାର ସମୂହରେ କୁଲାରେ ପାଛୁଡ଼ି ଅଛୁ। ଆମ୍ଭେ ସେମାନଙ୍କୁ ସନ୍ତାନସନ୍ତତି ବିହୀନ କରିଅଛୁ। ଆମ୍ଭେ ସେମାନଙ୍କୁ ବିନାଶ କରିଅଛୁ। ସେମାନେ ଆପଣା ଆପଣା ପଥରୁ ଫେରି ନାହାନ୍ତି। Gade chapit la |
ତୁମ୍ଭେମାନେ ଆପଣାମାନଙ୍କର ପୂର୍ବପୁରୁଷଗଣର ତୁଲ୍ୟ ହୁଅ ନାହିଁ, ଯେଉଁମାନଙ୍କୁ ଡାକି ପୂର୍ବକାଳର ଭବିଷ୍ୟଦ୍ବକ୍ତାମାନେ ଉଚ୍ଚସ୍ୱରରେ କହିଲେ, ‘ସୈନ୍ୟାଧିପତି ସଦାପ୍ରଭୁ ଏହି କଥା କହନ୍ତି, ତୁମ୍ଭେମାନେ ଆପଣା ଆପଣା କୁପଥରୁ ଓ ଆପଣା ଆପଣା କୁକ୍ରିୟାରୁ ଏବେ ଫେର।’ ମାତ୍ର ସେମାନେ ଶୁଣିଲେ ନାହିଁ, କିଅବା ଆମ୍ଭ ପ୍ରତି କର୍ଣ୍ଣପାତ କଲେ ନାହିଁ, ଏହା ସଦାପ୍ରଭୁ କହନ୍ତି।