ଯିରିମୀୟ 16:19 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT19 ହେ ମୋର ବଳ, ମୋର ଦୃଢ଼ ଦୁର୍ଗ ଓ ବିପଦ ସମୟରେ ମୋର ଆଶ୍ରୟ ସ୍ୱରୂପ ସଦାପ୍ରଭୁ, ପୃଥିବୀର ପ୍ରାନ୍ତସକଳରୁ ନାନା ଦେଶୀୟମାନେ ତୁମ୍ଭ ନିକଟକୁ ଆସି କହିବେ, “ଆମ୍ଭମାନଙ୍କର ପୂର୍ବପୁରୁଷମାନେ କେବଳ ମିଥ୍ୟା, ଅର୍ଥାତ୍, ଅସାର ଓ ନିଷ୍ଫଳ ବସ୍ତୁ ଅଧିକାର କରିଅଛନ୍ତି। Gade chapit laପବିତ୍ର ବାଇବଲ (Re-edited) - (BSI)19 ହେ ମୋର ବଳ ଓ ମୋର ଦୃଢ଼ ଦୁର୍ଗ ଓ ବିପଦ ସମୟରେ ମୋର ଆଶ୍ରୟସ୍ଵରୂପ ସଦାପ୍ରଭୁ, ପୃଥିବୀର ପ୍ରାନ୍ତସକଳରୁ ନାନା ଦେଶୀୟମାନେ ତୁମ୍ଭ ନିକଟକୁ ଆସି କହିବେ, ଆମ୍ଭମାନଙ୍କର ପୂର୍ବପୁରୁଷମାନେ କେବଳ ମିଥ୍ୟା, ଅର୍ଥାତ୍, ଅସାର ଓ ନିଷ୍ଫଳ ବସ୍ତୁି ଅଧିକାର କରିଅଛନ୍ତି। Gade chapit laଓଡିଆ ବାଇବେଲ19 ହେ ମୋର ବଳ, ମୋର ଦୃଢ଼ ଦୁର୍ଗ ଓ ବିପଦ ସମୟରେ ମୋର ଆଶ୍ରୟସ୍ୱରୂପ ସଦାପ୍ରଭୁ, ପୃଥିବୀର ପ୍ରାନ୍ତସକଳରୁ ନାନା ଦେଶୀୟମାନେ ତୁମ୍ଭ ନିକଟକୁ ଆସି କହିବେ, “ଆମ୍ଭମାନଙ୍କର ପୂର୍ବପୁରୁଷମାନେ କେବଳ ମିଥ୍ୟା, ଅର୍ଥାତ୍, ଅସାର ଓ ନିଷ୍ଫଳ ବସ୍ତୁ ଅଧିକାର କରିଅଛନ୍ତି।” Gade chapit laପବିତ୍ର ବାଇବଲ19 ହେ ସଦାପ୍ରଭୁ, ତୁମ୍ଭେ ମୋର ଶକ୍ତି, ଦୃଢ଼ ଦୁର୍ଗ ଓ ବିପଦରେ ମୋର ଆଶ୍ରୟ ସ୍ୱରୂପ। ପୃଥିବୀର ସମସ୍ତ ପ୍ରାନ୍ତରରୁ ନାନା ଦେଶୀୟମାନେ ତୁମ୍ଭ ନିକଟକୁ ଆସି କହିବେ, “ଆମ୍ଭମାନଙ୍କର ପୂର୍ବପୁରୁଷମାନେ କେବଳ ମିଥ୍ୟା ଅର୍ଥାତ୍ ଅସାର ଓ ନିଷ୍ଫଳ ବସ୍ତୁ ଅଧିକାର କରିଅଛନ୍ତି। Gade chapit la |
ସଦାପ୍ରଭୁ ଏହି କଥା କହନ୍ତି, “ମିସରର ପରିଶ୍ରମର, କୂଶର ବାଣିଜ୍ୟର ଫଳ ଓ ଦୀର୍ଘକାୟ ସବାୟୀୟମାନେ ତୁମ୍ଭ ନିକଟକୁ ଆସିବେ ଓ ତୁମ୍ଭର ହେବେ; ସେମାନେ ତୁମ୍ଭର ପଶ୍ଚାଦ୍ଗାମୀ ହେବେ; ଶୃଙ୍ଖଳରେ ଆବଦ୍ଧ ହୋଇ ସେମାନେ ଆସିବେ; ପୁଣି, ସେମାନେ ତୁମ୍ଭକୁ ପ୍ରଣାମ କରିବେ ଓ ନିବେଦନ କରି କହିବେ, ‘ନିଶ୍ଚୟ ପରମେଶ୍ୱର ତୁମ୍ଭ ମଧ୍ୟରେ ଅଛନ୍ତି; ତାହାଙ୍କ ବିନୁ ଆଉ କେହି ନାହିଁ, ଆଉ କେହି ପରମେଶ୍ୱର ନାହାନ୍ତି।’”