ଯିରିମୀୟ 16:4 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT4 ସେମାନେ ଅତି ଯନ୍ତ୍ରଣାଦାୟକ ମୃତ୍ୟୁୁରେ ପ୍ରାଣତ୍ୟାଗ କରିବେ; ସେମାନଙ୍କ ନିମନ୍ତେ ବିଳାପ କରାଯିବ ନାହିଁ, କିଅବା ସେମାନଙ୍କୁ କବର ଦିଆଯିବ ନାହିଁ, ସେମାନେ ଭୂମି ଉପରେ ଖତ ପରି ହେବେ; ଆଉ, ସେମାନେ ଖଡ୍ଗ ଓ ଦୁର୍ଭିକ୍ଷ ଦ୍ୱାରା ସଂହାରିତ ହେବେ; ପୁଣି, ସେମାନଙ୍କର ଶବ ଆକାଶ ପକ୍ଷୀଗଣର ଓ ଭୂଚର ପଶୁଗଣର ଖାଦ୍ୟ ହେବ। Gade chapit laପବିତ୍ର ବାଇବଲ (Re-edited) - (BSI)4 ସେମାନେ ଅତି ଯନ୍ତ୍ରଣାଦାୟକ ମୃତ୍ୟୁରେ ପ୍ରାଣତ୍ୟାଗ କରିବେ; ସେମାନଙ୍କ ନିମନ୍ତେ ବିଳାପ କରାଯିବ ନାହିଁ, କିଅବା ସେମାନଙ୍କୁ କବର ଦିଆଯିବ ନାହିଁ, ସେମାନେ ଭୂମି ଉପରେ ଖତ ପରି ହେବେ; ଆଉ, ସେମାନେ ଖଡ଼୍ଗ ଓ ଦୁର୍ଭିକ୍ଷ ଦ୍ଵାରା ସଂହାରିତ ହେବେ; ପୁଣି, ସେମାନଙ୍କର ଶବ ଆକାଶ-ପକ୍ଷୀଗଣର ଓ ଭୂଚର ପଶୁଗଣର ଖାଦ୍ୟ ହେବ। Gade chapit laଓଡିଆ ବାଇବେଲ4 “ସେମାନେ ଅତି ଯନ୍ତ୍ରଣାଦାୟକ ମୃତ୍ୟୁୁରେ ପ୍ରାଣତ୍ୟାଗ କରିବେ; ସେମାନଙ୍କ ନିମନ୍ତେ ବିଳାପ କରାଯିବ ନାହିଁ, କିଅବା ସେମାନଙ୍କୁ କବର ଦିଆଯିବ ନାହିଁ, ସେମାନେ ଭୂମି ଉପରେ ଖତ ପରି ହେବେ; ଆଉ, ସେମାନେ ଖଡ୍ଗ ଓ ଦୁର୍ଭିକ୍ଷ ଦ୍ୱାରା ସଂହାରିତ ହେବେ; ପୁଣି, ସେମାନଙ୍କର ଶବ ଆକାଶ ପକ୍ଷୀଗଣର ଓ ଭୂଚର ପଶୁଗଣର ଖାଦ୍ୟ ହେବ।” Gade chapit laପବିତ୍ର ବାଇବଲ4 “ସେମାନେ ଅତି ଯନ୍ତ୍ରଣାଦାୟକ ମୃତ୍ୟୁବରଣ କରିବେ। କେହି ସେମାନଙ୍କ ପାଇଁ ବିଳାପ କରିବେ ନାହିଁ। ସେମାନଙ୍କୁ କେହି କବର ଦେବେ ନାହିଁ। ସେମାନଙ୍କର ଶବ ଭୂମିରେ ଖତ ହେବ। ସେମାନେ ଖଡ଼୍ଗ ଓ ଦୁର୍ଭିକ୍ଷରେ ସଂହାରିତ ହେବେ। ସେମାନଙ୍କର ଶବ ଆକାଶ ପକ୍ଷୀଗଣଙ୍କ ଓ ଭୂଚର ପଶୁଗଣଙ୍କର ଖାଦ୍ୟ ହେବ।” Gade chapit la |
ଏହେତୁ ସଦାପ୍ରଭୁ ଏହି କଥା କହନ୍ତି, ତୁମ୍ଭେମାନେ ପ୍ରତ୍ୟେକେ ଆପଣା ଆପଣା ପ୍ରତିବାସୀ ପ୍ରତି ମୁକ୍ତି ଘୋଷଣା କରିବା ପାଇଁ ଆମ୍ଭ ବାକ୍ୟରେ ମନୋଯୋଗ କରି ନାହଁ; ଏଣୁ ସଦାପ୍ରଭୁ କହନ୍ତି, ଦେଖ, ଆମ୍ଭେ ତୁମ୍ଭମାନଙ୍କ ବିରୁଦ୍ଧରେ ଖଡ୍ଗ ପ୍ରତି, ମହାମାରୀ ପ୍ରତି ଓ ଦୁର୍ଭିକ୍ଷ ପ୍ରତି ମୁକ୍ତି ଘୋଷଣା କରୁଅଛୁ; ଆଉ, ଆମ୍ଭେ ପୃଥିବୀର ସମସ୍ତ ରାଜ୍ୟରେ ଏଣେତେଣେ ବିକ୍ଷିପ୍ତ ହେବା ପାଇଁ ତୁମ୍ଭମାନଙ୍କୁ ସମର୍ପଣ କରିବା।
ଏଥିପାଇଁ ସଦାପ୍ରଭୁଙ୍କର କ୍ରୋଧ ତାହାଙ୍କ ଲୋକମାନଙ୍କ ବିରୁଦ୍ଧରେ ପ୍ରଜ୍ୱଳିତ ହୋଇଅଛି ଓ ସେ ସେମାନଙ୍କ ବିରୁଦ୍ଧରେ ଆପଣା ହସ୍ତ ବିସ୍ତାର କରି ସେମାନଙ୍କୁ ଆଘାତ କରିଅଛନ୍ତି, ପୁଣି, ଉପପର୍ବତଗଣ କମ୍ପିଲେ ଓ ଲୋକମାନଙ୍କ ଶବ ସଡ଼କ ମଧ୍ୟରେ ଅଳିଆ ପରି ହେଲା। ଏହିସବୁ ହେଲେ ହେଁ ତାହାଙ୍କର କ୍ରୋଧ ନିବୃତ୍ତ ହୁଏ ନାହିଁ, ମାତ୍ର ତାହାଙ୍କର ହସ୍ତ ପୂର୍ବ ପରି ବିସ୍ତାରିତ ହୋଇ ରହିଅଛି।