Biblia Todo Logo
Bib sou entènèt

- Piblisite -




ଯିରିମୀୟ 17:15 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

15 ଦେଖ, ସେମାନେ ମୋତେ କୁହନ୍ତି, “ସଦାପ୍ରଭୁଙ୍କର ବାକ୍ୟ କାହିଁ। ତାହା ଏବେ ଉପସ୍ଥିତ ହେଉ।”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

15 ଦେଖ, ସେମାନେ ମୋତେ କୁହନ୍ତି, ସଦାପ୍ରଭୁଙ୍କର ବାକ୍ୟ କାହିଁ। ତାହା ଏବେ ଉପସ୍ଥିତ ହେଉ।

Gade chapit la Kopi

ଓଡିଆ ବାଇବେଲ

15 ଦେଖ, ସେମାନେ ମୋତେ କୁହନ୍ତି, ସଦାପ୍ରଭୁଙ୍କର ବାକ୍ୟ କାହିଁ। ତାହା ଏବେ ଉପସ୍ଥିତ ହେଉ।

Gade chapit la Kopi

ପବିତ୍ର ବାଇବଲ

15 ସେମାନେ ମୋତେ କୁହନ୍ତି, “ହେ ଯିରିମିୟ, ସଦାପ୍ରଭୁଙ୍କର ବାକ୍ୟ କାହିଁ? ତାହା ଏବେ ଉପସ୍ଥିତ ହେଉ।”

Gade chapit la Kopi




ଯିରିମୀୟ 17:15
7 Referans Kwoze  

ସେମାନେ କହନ୍ତି, “ଆମ୍ଭେମାନେ ଯେପରି ଖୋଜି ପାରିବା, ଏଥିପାଇଁ ସେ ତ୍ୱରା କରନ୍ତୁ, ସେ ଆପଣା କାର୍ଯ୍ୟ ଶୀଘ୍ର କରନ୍ତୁ; ଆଉ, ଆମ୍ଭେମାନେ ଯେପରି ଜାଣି ପାରିବା, ଏଥିପାଇଁ ଇସ୍ରାଏଲର ଧର୍ମସ୍ୱରୂପଙ୍କ ମନ୍ତ୍ରଣା ଉପସ୍ଥିତ ହୋଇ ଘଟୁ।”


ହାୟ, ହାୟ, ସଦାପ୍ରଭୁଙ୍କର ଦିନ ବାଞ୍ଛାକାରୀମାନେ! ତୁମ୍ଭେମାନେ କାହିଁକି ସଦାପ୍ରଭୁଙ୍କର ଦିନ ବାଞ୍ଛା କରୁଅଛ? ତାହା ଅନ୍ଧକାରମୟ, ଦୀପ୍ତିମୟ ନୁହେଁ।


“ହେ ମନୁଷ୍ୟ-ସନ୍ତାନ, ‘କାଳ ବିଳମ୍ବ ହେଉଅଛି, ପ୍ରତ୍ୟେକ ଦର୍ଶନ ବିଫଳ ହେଉଅଛି ବୋଲି ତୁମ୍ଭେମାନେ ଇସ୍ରାଏଲ ଦେଶରେ ଯେଉଁ ପ୍ରବାଦ ଶୁଣିଅଛ, ତାହା କି?’


ତୁମ୍ଭେମାନେ ଆପଣାମାନଙ୍କର ବାକ୍ୟ ଦ୍ୱାରା ସଦାପ୍ରଭୁଙ୍କୁ କ୍ଳାନ୍ତ କରିଅଛ। ତଥାପି ତୁମ୍ଭେମାନେ କହୁଅଛ, “ଆମ୍ଭେମାନେ କାହିଁରେ ତାହାଙ୍କୁ କ୍ଳାନ୍ତ କରିଅଛୁ? ପ୍ରତ୍ୟେକ ଲୋକ ଯେ କୁକର୍ମ କରେ, ସେ ସଦାପ୍ରଭୁଙ୍କ ଦୃଷ୍ଟିରେ ଉତ୍ତମ ଓ ସେମାନଙ୍କଠାରେ ସେ ସନ୍ତୁଷ୍ଟ ହୁଅନ୍ତି, ନୋହିଲେ ବିଚାରକର୍ତ୍ତା ପରମେଶ୍ୱର କାହାନ୍ତି?” ଏପରି କହି କ୍ଳାନ୍ତ କରୁଅଛ।


Swiv nou:

Piblisite


Piblisite