Biblia Todo Logo
Bib sou entènèt

- Piblisite -




ଯିରିମୀୟ 17:20 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

20 ଆଉ, ସେମାନଙ୍କୁ କୁହ, ‘ହେ ଯିହୁଦାର ରାଜାଗଣ, ହେ ସମୁଦାୟ ଯିହୁଦା ଓ ହେ ଯିରୂଶାଲମର ନିବାସୀ ସମସ୍ତେ, ତୁମ୍ଭେମାନେ ଯେତେ ଲୋକ ଏହିସବୁ ଦ୍ୱାର ଦେଇ ପ୍ରବେଶ କରିଥାଅ, ତୁମ୍ଭେମାନେ ସଦାପ୍ରଭୁଙ୍କର ବାକ୍ୟ ଶୁଣ;

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

20 ଆଉ, ସେମାନଙ୍କୁ କୁହ, ହେ ଯିହୁଦାର ରାଜଗଣ, ହେ ସମୁଦାୟ ଯିହୁଦା ଓ ହେ ଯିରୂଶାଲମର ନିବାସୀ ସମସ୍ତେ, ତୁମ୍ଭେମାନେ ଯେତେ ଲୋକ ଏହିସବୁ ଦ୍ଵାର ଦେଇ ପ୍ରବେଶ କରିଥାଅ, ତୁମ୍ଭେମାନେ ସଦାପ୍ରଭୁଙ୍କର ବାକ୍ୟ ଶୁଣ;

Gade chapit la Kopi

ଓଡିଆ ବାଇବେଲ

20 ଆଉ, ସେମାନଙ୍କୁ କୁହ, ହେ ଯିହୁଦାର ରାଜାଗଣ, ହେ ସମୁଦାୟ ଯିହୁଦା ଓ ହେ ଯିରୂଶାଲମର ନିବାସୀ ସମସ୍ତେ, ତୁମ୍ଭେମାନେ ଯେତେ ଲୋକ ଏହିସବୁ ଦ୍ୱାର ଦେଇ ପ୍ରବେଶ କରିଥାଅ, ତୁମ୍ଭେମାନେ ସଦାପ୍ରଭୁଙ୍କର ବାକ୍ୟ ଶୁଣ;

Gade chapit la Kopi

ପବିତ୍ର ବାଇବଲ

20 ସେମାନଙ୍କୁ କୁହ, “ହେ ଯିହୁଦାର ରାଜଗଣ, ହେ ସମୁଦାୟ ଯିହୁଦା ଓ ସମସ୍ତ ଇସ୍ରାଏଲର ନିବାସୀ ଓ ତୁମ୍ଭେମାନେ ଯେଉଁମାନେ ଏହି ଫାଟକ ଦେଇ ପ୍ରବେଶ କରୁଅଛ, ସଦାପ୍ରଭୁଙ୍କର ବାକ୍ୟ ଶୁଣ।

Gade chapit la Kopi




ଯିରିମୀୟ 17:20
13 Referans Kwoze  

ଆଉ କୁହ, ‘ହେ ଯିହୁଦାର ରାଜାଗଣ ଓ ଯିରୂଶାଲମ ନିବାସୀମାନେ, ତୁମ୍ଭେମାନେ ସଦାପ୍ରଭୁଙ୍କ ବାକ୍ୟ ଶୁଣ; ସୈନ୍ୟାଧିପତି ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଏହି କଥା କହନ୍ତି, ଦେଖ, ଆମ୍ଭେ ଏହି ସ୍ଥାନ ପ୍ରତି ଅମଙ୍ଗଳ ଘଟାଇବା, ତାହା ଯେ ଶୁଣେ, ତାହାର କର୍ଣ୍ଣ ଶିହରି ଉଠିବ।


ସେମାନେ ଅତ୍ୟନ୍ତ ବିଦ୍ରୋହୀ, ଏହେତୁ ସେମାନେ ଶୁଣନ୍ତୁ, ଅବା ନ ଶୁଣନ୍ତୁ, ତୁମ୍ଭେ ସେମାନଙ୍କୁ ଆମ୍ଭର ବାକ୍ୟସବୁ କୁହ।


ଯଥା, ହେ ଦାଉଦଙ୍କ ସିଂହାସନରେ ଉପବିଷ୍ଟ ଯିହୁଦାର ରାଜନ୍‍, ତୁମ୍ଭେ ତୁମ୍ଭର ଦାସଗଣ ଓ ଏହିସବୁ ଦ୍ୱାର ଦେଇ ପ୍ରବେଶକାରୀ ତୁମ୍ଭର ଲୋକମାନେ, ସଦାପ୍ରଭୁଙ୍କର ବାକ୍ୟ ଶୁଣ।


ମଣ୍ଡଳୀଗଣଙ୍କୁ ଆତ୍ମା କଅଣ କହନ୍ତି, ଯାହାର କର୍ଣ୍ଣ ଅଛି, ସେ ତାହା ଶୁଣୁ।”


ପୁଣି, ମୁଁ କହିଲି, ହେ ଯାକୁବର ପ୍ରଧାନବର୍ଗ ଓ ହେ ଇସ୍ରାଏଲ ବଂଶର ଶାସନକର୍ତ୍ତାଗଣ, ମୁଁ ନିବେଦନ କରେ, ତୁମ୍ଭେମାନେ ଶୁଣ: ନ୍ୟାୟବିଚାର ଜ୍ଞାତ ହେବାର କି ତୁମ୍ଭମାନଙ୍କର ଉଚିତ ନୁହେଁ?


“ହେ ଶମରୀୟାର ପର୍ବତବାସିନୀ ବାଶନର ଗାଭୀସବୁ, ତୁମ୍ଭେମାନେ ଏହି ବାକ୍ୟ ଶୁଣ, ତୁମ୍ଭେମାନେ ଦରିଦ୍ରଗଣ ପ୍ରତି ଉପଦ୍ରବ କରୁଅଛ, ଦୀନହୀନମାନଙ୍କୁ ଦଳି ପକାଉଅଛ, ତୁମ୍ଭେମାନେ ଆପଣା ଆପଣା କର୍ତ୍ତାକୁ କହୁଅଛ, ‘ଆଣ, ଆମ୍ଭେମାନେ ପାନ କରିବା।’


ହେ ଯାଜକଗଣ, ଏହା ଶୁଣ, ହେ ଇସ୍ରାଏଲ ବଂଶ, ମନୋଯୋଗ କର, ହେ ରାଜବଂଶ, କର୍ଣ୍ଣପାତ କର, କାରଣ ବିଚାର ତୁମ୍ଭମାନଙ୍କ ସମ୍ବନ୍ଧୀୟ; ତୁମ୍ଭେମାନେ ମିସ୍ପାରେ ଫାନ୍ଦ ସ୍ୱରୂପ ଓ ତାବୋରରେ ପ୍ରସାରିତ ଜାଲ ସ୍ୱରୂପ ହୋଇଅଛ।


“ହେ ମନୁଷ୍ୟ-ସନ୍ତାନ, ଆମ୍ଭେ ଇସ୍ରାଏଲ ବଂଶ ପ୍ରତି ତୁମ୍ଭକୁ ପ୍ରହରୀ କରି ନିଯୁକ୍ତ କରିଅଛୁ; ଏହେତୁ ଆମ୍ଭ ମୁଖର କଥା ଶୁଣ ଓ ଆମ୍ଭ ନାମରେ ସେମାନଙ୍କୁ ଚେତନା ଦିଅ।


ତୁମ୍ଭେ ରାଜାକୁ ଓ ରାଜମାତାକୁ କୁହ, “ତୁମ୍ଭେମାନେ ଆପଣାମାନଙ୍କୁ ନମ୍ର କରି ବସ; କାରଣ ତୁମ୍ଭମାନଙ୍କର ମସ୍ତକାଭରଣ, ଅର୍ଥାତ୍‍, ଗୌରବ ମୁକୁଟ ତଳେ ପଡ଼ିଅଛି।


ସଦାପ୍ରଭୁ ମୋତେ ଏହି କଥା କହିଲେ, “ଯିହୁଦାର ରାଜାଗଣ ଯେଉଁ ଦ୍ୱାର ଦେଇ ଭିତରେ ଯାଆନ୍ତି ଓ ବାହାରେ ଆସନ୍ତି, ଲୋକମାନଙ୍କ ସନ୍ତାନଗଣର ସେହି ଦ୍ୱାରରେ ଓ ଯିରୂଶାଲମର ସକଳ ଦ୍ୱାରରେ ଯାଇ ଠିଆ ହୁଅ;


କାରଣ ସେମାନେ ଆମ୍ଭକୁ ପରିତ୍ୟାଗ କରିଅଛନ୍ତି ଓ ଏହି ସ୍ଥାନକୁ ପରର ସ୍ଥାନ ବୋଲି ଜ୍ଞାନ କରି ତହିଁ ମଧ୍ୟରେ ସେମାନେ ଓ ସେମାନଙ୍କର ପିତୃପୁରୁଷମାନେ ଓ ଯିହୁଦାର ରାଜାମାନେ ଯେଉଁ ଅନ୍ୟ ଦେବଗଣକୁ ଜାଣିଲେ ନାହିଁ, ସେମାନଙ୍କ ଉଦ୍ଦେଶ୍ୟରେ ଧୂପ ଜ୍ୱଳାଇ ଅଛନ୍ତି ଓ ଏହି ସ୍ଥାନକୁ ନିର୍ଦ୍ଦୋଷମାନଙ୍କ ରକ୍ତରେ ପରିପୂର୍ଣ୍ଣ କରିଅଛନ୍ତି।


ଆଉ, ଯିହୁଦାର ରାଜବଂଶ ବିଷୟରେ ତୁମ୍ଭେମାନେ ‘ସଦାପ୍ରଭୁଙ୍କର ବାକ୍ୟ ଶୁଣ;


Swiv nou:

Piblisite


Piblisite