ଯିରିମୀୟ 17:7 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT7 ଯେଉଁ ମନୁଷ୍ୟ ସଦାପ୍ରଭୁଙ୍କ ଉପରେ ନିର୍ଭର କରେ, ପୁଣି ସଦାପ୍ରଭୁ ଯାହାର ବିଶ୍ୱାସଭୂମି ଅଟନ୍ତି, ସେ ଧନ୍ୟ। Gade chapit laପବିତ୍ର ବାଇବଲ (Re-edited) - (BSI)7 ଯେଉଁ ମନୁଷ୍ୟ ସଦାପ୍ରଭୁଙ୍କ ଉପରେ ନିର୍ଭର କରେ, ପୁଣି ସଦାପ୍ରଭୁ ଯାହାର ବିଶ୍ଵାସ-ଭୂମି ଅଟନ୍ତି, ସେ ଧନ୍ୟ। Gade chapit laଓଡିଆ ବାଇବେଲ7 ଯେଉଁ ମନୁଷ୍ୟ ସଦାପ୍ରଭୁଙ୍କ ଉପରେ ନିର୍ଭର କରେ, ପୁଣି ସଦାପ୍ରଭୁ ଯାହାର ବିଶ୍ୱାସଭୂମି ଅଟନ୍ତି, ସେ ଧନ୍ୟ। Gade chapit laପବିତ୍ର ବାଇବଲ7 “ଯେଉଁ ଲୋକ ସଦାପ୍ରଭୁଙ୍କ ଉପରେ ବିଶ୍ୱାସ ରଖେ ଓ ସଦାପ୍ରଭୁ ଯାହାର ବିଶ୍ୱାସଭୂମି, ସେ ଧନ୍ୟ। Gade chapit la |
ନବୂଖଦ୍ନିତ୍ସର କହିଲା, “ଶଦ୍ରକ୍, ମୈଶକ୍ ଓ ଅବେଦ୍ନଗୋର ପରମେଶ୍ୱର ଧନ୍ୟ, ଯେହେତୁ ସେ ଆପଣା ଦୂତ ପଠାଇଲେ ଓ ତାହାଙ୍କର ଯେଉଁ ଦାସମାନେ ତାହାଙ୍କଠାରେ ବିଶ୍ୱାସ କଲେ ଓ ଆପଣାମାନଙ୍କର ପରମେଶ୍ୱର ବ୍ୟତୀତ ଯେପରି ଅନ୍ୟ କୌଣସି ଦେବତାକୁ ସେବା କିମ୍ବା ପ୍ରଣାମ ନ କରିବେ, ଏଥିପାଇଁ ରାଜାର ବାକ୍ୟ ଅନ୍ୟଥା କରି ଆପଣା ଆପଣା ଶରୀର ସମର୍ପଣ କଲେ, ସେ ସେମାନଙ୍କୁ ଉଦ୍ଧାର କଲେ।