Biblia Todo Logo
Bib sou entènèt

- Piblisite -




ଯିରିମୀୟ 18:1 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

1 ଯିରିମୀୟଙ୍କ ନିକଟରେ ସଦାପ୍ରଭୁଙ୍କ ନିକଟରୁ ଏହି ବାକ୍ୟ ଉପସ୍ଥିତ ହେଲା;

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

1 ଯିରିମୀୟଙ୍କ କତିରେ ସଦାପ୍ରଭୁଙ୍କ ନିକଟରୁ ଏହି ବାକ୍ୟ ଉପସ୍ଥିତ ହେଲା;

Gade chapit la Kopi

ଓଡିଆ ବାଇବେଲ

1 ଯିରିମୀୟଙ୍କ ନିକଟରେ ସଦାପ୍ରଭୁଙ୍କ ନିକଟରୁ ଏହି ବାକ୍ୟ ଉପସ୍ଥିତ ହେଲା;

Gade chapit la Kopi

ପବିତ୍ର ବାଇବଲ

1 ଯିରିମିୟଙ୍କ ନିକଟରେ ସଦାପ୍ରଭୁଙ୍କର ଏହି ବାକ୍ୟ ଉପସ୍ଥିତ ହେଲା।

Gade chapit la Kopi




ଯିରିମୀୟ 18:1
4 Referans Kwoze  

ତୁମ୍ଭେମାନେ ବିଷୟକୁ ଓଲଟାଇ ପକାଉଅଛ! କୁମ୍ଭକାର କି ମାଟିର ତୁଲ୍ୟ ଗଣ୍ୟ ହେବ; “ଏ ବ୍ୟକ୍ତି ଆମ୍ଭକୁ ନିର୍ମାଣ କରି ନାହିଁ,” ନିର୍ମିତ ବସ୍ତୁ କି ନିର୍ମାଣକର୍ତ୍ତା ବିଷୟରେ ଏହା କହିବ? କିମ୍ବା “ତାହାର କିଛି ବୁଦ୍ଧି ନାହିଁ, ଗଢ଼ା ବସ୍ତୁ କି ଗଢ଼ିବା ବ୍ୟକ୍ତି ବିଷୟରେ ଏହା କହିବ?”


ମାତ୍ର ଯଦି ତୁମ୍ଭେମାନେ ଆମ୍ଭ ବାକ୍ୟରେ ଅବଧାନ ନ କରି ବିଶ୍ରାମ ଦିନକୁ ପବିତ୍ର ରୂପେ ପାଳନ ନ କର ଓ ବିଶ୍ରାମ ଦିନରେ ବୋଝ ବହି ଯିରୂଶାଲମର ଦ୍ୱାରରେ ପ୍ରବେଶ କର, ତେବେ ଆମ୍ଭେ ତହିଁର ଦ୍ୱାରସମୂହରେ ଅଗ୍ନି ଜ୍ୱଳାଇବା, ପୁଣି ତାହା ଯିରୂଶାଲମର ଅଟ୍ଟାଳିକାସବୁ ଗ୍ରାସ କରିବ ଓ ତାହା ନିର୍ବାଣ ହେବ ନାହିଁ।’”


“ତୁମ୍ଭେ ଉଠି କୁମ୍ଭକାରର ଗୃହକୁ ଯାଅ, ସେଠାରେ ଆମ୍ଭେ ତୁମ୍ଭକୁ ଆପଣା ବାକ୍ୟ ଶୁଣାଇବା।”


ଏଉତ୍ତାରେ ତାଙ୍କ ନିକଟରେ ସଦାପ୍ରଭୁଙ୍କର ଏହି ବାକ୍ୟ ଉପସ୍ଥିତ ହେଲା,


Swiv nou:

Piblisite


Piblisite