ଯିରିମୀୟ 18:16 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT16 ଏଥିରେ ସେମାନଙ୍କର ଦେଶକୁ ବିସ୍ମୟର ଓ ନିତ୍ୟ ଶୀସ୍ ଶବ୍ଦର ପାତ୍ର କରନ୍ତି; ତହିଁର ନିକଟ ଦେଇ ଗମନକାରୀ ପ୍ରତ୍ୟେକ ଲୋକ ବିସ୍ମୟାପନ୍ନ ହୋଇ ଆପଣା ମସ୍ତକ ହଲାଇବ। Gade chapit laପବିତ୍ର ବାଇବଲ (Re-edited) - (BSI)16 ଏଥିରେ ସେମାନଙ୍କର ଦେଶକୁ ବିସ୍ମୟର ଓ ନିତ୍ୟ ଶୀସ୍ ଶଦ୍ଦର ପାତ୍ର କରନ୍ତି; ତହିଁର ନିକଟ ଦେଇ ଗମନକାରୀ ପ୍ରତ୍ୟେକ ଲୋକ ବିସ୍ମୟାପନ୍ନ ହୋଇ ଆପଣା ମସ୍ତକ ହଲାଇବ। Gade chapit laଓଡିଆ ବାଇବେଲ16 ଏଥିରେ ସେମାନଙ୍କର ଦେଶକୁ ବିସ୍ମୟର ଓ ନିତ୍ୟ ଶୀସ୍ ଶବ୍ଦର ପାତ୍ର କରନ୍ତି; ତହିଁର ନିକଟ ଦେଇ ଗମନକାରୀ ପ୍ରତ୍ୟେକ ଲୋକ ବିସ୍ମୟାପନ୍ନ ହୋଇ ଆପଣା ମସ୍ତକ ହଲାଇବ। Gade chapit laପବିତ୍ର ବାଇବଲ16 ଯିହୁଦା ଏକ ଶୂନ୍ୟ ମରୁପ୍ରାନ୍ତରରେ ପରିଣତ ହେବ। ସେମାନେ ଗମନ କଲାବେଳେ ଶୀସ୍ ଶବ୍ଦ କରିଯାଆନ୍ତି। ତହିଁର ନିକଟ ଦେଇ ଗମନକାରୀ ପ୍ରତ୍ୟେକ ଲୋକ ବିସ୍ମିତ ହୋଇ ଆପଣା ମସ୍ତକ ହରାଇବ। Gade chapit la |
ଏଥିପାଇଁ ଦେଖ, ଆମ୍ଭେ ଲୋକ ପଠାଇ ଉତ୍ତର ଦିଗସ୍ଥିତ ସମସ୍ତ ଗୋଷ୍ଠୀଙ୍କୁ, ପୁଣି ଆମ୍ଭର ଦାସ ବାବିଲର ରାଜା ନବୂଖଦ୍ନିତ୍ସରକୁ ନେଇ ଏହି ଦେଶ ବିରୁଦ୍ଧରେ ଓ ତନ୍ନିବାସୀମାନଙ୍କ ବିରୁଦ୍ଧରେ ଓ ତହିଁର ଚତୁର୍ଦ୍ଦିଗସ୍ଥ ଏହିସବୁ ଗୋଷ୍ଠୀ ବିରୁଦ୍ଧରେ ଆଣିବା; ଆଉ, ଆମ୍ଭେ ସେମାନଙ୍କୁ ନିଃଶେଷ ରୂପେ ବିନାଶ କରିବା ଓ ସେମାନଙ୍କୁ ବିସ୍ମୟ ଓ ଶୀସ୍ ଶବ୍ଦର ବିଷୟ ଓ ଚିରକାଳର ଉତ୍ସନ୍ନ ସ୍ଥାନ କରିବା।
କାରଣ ସୈନ୍ୟାଧିପତି ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଏହି କଥା କହନ୍ତି, ଯିରୂଶାଲମ ନିବାସୀମାନଙ୍କ ଉପରେ ଯେପରି ଆମ୍ଭର କ୍ରୋଧ ଓ ପ୍ରଚଣ୍ଡ କୋପ ଢଳା ଯାଇଅଛି, ସେପରି ତୁମ୍ଭେମାନେ ଯେତେବେଳେ ମିସରରେ ପ୍ରବେଶ କରିବ, ସେତେବେଳେ ତୁମ୍ଭମାନଙ୍କ ଉପରେ ଆମ୍ଭର ପ୍ରଚଣ୍ଡ କୋପ ଢଳାଯିବ; ପୁଣି, ତୁମ୍ଭେମାନେ ଅଭିଶାପ, ବିସ୍ମୟ, ଶ୍ରାପ ଓ ନିନ୍ଦାର ପାତ୍ର ହେବ ଓ ତୁମ୍ଭେମାନେ ଏହି ସ୍ଥାନ ଆଉ ଦେଖିବ ନାହିଁ।