ଯିରିମୀୟ 18:22 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT22 ତୁମ୍ଭେ ଯେଉଁ ସମୟରେ ହଠାତ୍ ସେମାନଙ୍କ ବିରୁଦ୍ଧରେ ସୈନ୍ୟଦଳ ଆଣିବ, ସେହି ସମୟରେ ସେମାନଙ୍କର ସକଳ ଗୃହରୁ କ୍ରନ୍ଦନର ସ୍ୱର ଶୁଣାଯାଉ; କାରଣ ସେମାନେ ମୋତେ ଧରିବା ପାଇଁ ଗର୍ତ୍ତ ଖୋଳିଅଛନ୍ତି ଓ ମୋʼ ଚରଣ ପାଇଁ ଗୋପନରେ ଫାନ୍ଦ ପାତିଅଛନ୍ତି। Gade chapit laପବିତ୍ର ବାଇବଲ (Re-edited) - (BSI)22 ତୁମ୍ଭେ ଯେଉଁ ସମୟରେ ହଠାତ୍ ସେମାନଙ୍କ ବିରୁଦ୍ଧରେ ସୈନ୍ୟଦଳ ଆଣିବ, ସେସମୟରେ ସେମାନଙ୍କର ସକଳ ଗୃହରୁ କ୍ରନ୍ଦନର ସ୍ଵର ଶୁଣାଯାଉ; କାରଣ ସେମାନେ ମୋତେ ଧରିବା ପାଇଁ ଗର୍ତ୍ତ ଖୋଳିଅଛନ୍ତି ଓ ମୋʼ ଚରଣ ପାଇଁ ଗୋପନରେ ଫାନ୍ଦ ପାତିଅଛନ୍ତି। Gade chapit laଓଡିଆ ବାଇବେଲ22 ତୁମ୍ଭେ ଯେଉଁ ସମୟରେ ହଠାତ୍ ସେମାନଙ୍କ ବିରୁଦ୍ଧରେ ସୈନ୍ୟଦଳ ଆଣିବ, ସେହି ସମୟରେ ସେମାନଙ୍କର ସକଳ ଗୃହରୁ କ୍ରନ୍ଦନର ସ୍ୱର ଶୁଣାଯାଉ; କାରଣ ସେମାନେ ମୋତେ ଧରିବା ପାଇଁ ଗର୍ତ୍ତ ଖୋଳିଅଛନ୍ତି ଓ ମୋ’ ଚରଣ ପାଇଁ ଗୋପନରେ ଫାନ୍ଦ ପାତିଅଛନ୍ତି। Gade chapit laପବିତ୍ର ବାଇବଲ22 ଯେତେବେଳେ ତୁମ୍ଭେ ହଠାତ୍ ଦଳେ ଚଢ଼ଉକାରୀ ସେମାନଙ୍କ ବିରୁଦ୍ଧରେ ଆଣ, ସେମାନଙ୍କର ଗୃହରୁ କ୍ରନ୍ଦନର ସ୍ୱର ଶୁଣାଯାଉ। କାରଣ ସେମାନେ ମୋତେ ଧରିବା ପାଇଁ ଗର୍ତ୍ତ ଖୋଳି ଅଛନ୍ତି ଓ ମୋ’ ଚରଣ ପାଇଁ ଗୋପନରେ ଫାନ୍ଦ ବସାଇ ଅଛନ୍ତି। Gade chapit la |