Biblia Todo Logo
Bib sou entènèt

- Piblisite -




ଯିରିମୀୟ 19:10 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

10 ଆଉ, ତୁମ୍ଭେ ତୁମ୍ଭ ସଙ୍ଗୀ ଲୋକମାନଙ୍କ ସାକ୍ଷାତରେ ସେହି ପାତ୍ର ଭାଙ୍ଗି ସେମାନଙ୍କୁ କହିବ,

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

10 ଆଉ, ତୁମ୍ଭେ ତୁମ୍ଭ ସଙ୍ଗୀ ଲୋକମାନଙ୍କ ସାକ୍ଷାତରେ ସେହି ପାତ୍ର ଭାଙ୍ଗି ସେମାନଙ୍କୁ କହିବ,

Gade chapit la Kopi

ଓଡିଆ ବାଇବେଲ

10 ଆଉ, ତୁମ୍ଭେ ତୁମ୍ଭ ସଙ୍ଗୀ ଲୋକମାନଙ୍କ ସାକ୍ଷାତରେ ସେହି ପାତ୍ର ଭାଙ୍ଗି ସେମାନଙ୍କୁ କହିବ,

Gade chapit la Kopi

ପବିତ୍ର ବାଇବଲ

10 “ହେ ଯିରିମିୟ, ତୁମ୍ଭେ ଲୋକମାନଙ୍କୁ ଏହି କଥା କହିବ। ସେମାନେ ଲକ୍ଷ୍ୟ କଲାବେଳେ ସେମାନଙ୍କର ସାକ୍ଷାତରେ ଏହି ପାତ୍ରକୁ ଭାଙ୍ଗିବ।

Gade chapit la Kopi




ଯିରିମୀୟ 19:10
6 Referans Kwoze  

ସଦାପ୍ରଭୁ ଏହି କଥା କହିଲେ, “ତୁମ୍ଭେ ଯାଇ କୁମ୍ଭକାରର ଏକ ମୃତ୍ତିକା ପାତ୍ର କ୍ରୟ କର, ଆଉ ଲୋକମାନଙ୍କର କେତେକ ପ୍ରାଚୀନ ଲୋକଙ୍କୁ ଓ ଯାଜକମାନଙ୍କର କେତେକ ପ୍ରାଚୀନ ଲୋକଙ୍କୁ ନେଇ,


ଏହେତୁ ସଦାପ୍ରଭୁ କହନ୍ତି, ଦେଖ, ଯେଉଁ ସମୟରେ ଆମ୍ଭେ ତାହା ନିକଟକୁ ଢାଳି ପକାଇବା ଲୋକ ପଠାଇବା, ଆଉ ସେମାନେ ତାହାକୁ ଢାଳି ଦେବେ ଓ ତାହାର ପାତ୍ରସକଳ ଶୂନ୍ୟ କରି କୁମ୍ପାସବୁ ଭାଙ୍ଗି ପକାଇବେ, ଏପରି ସମୟ ଆସୁଅଛି।


ଜଣେ ସ୍ତ୍ରୀଲୋକ ଗୋଟିଏ ପାତ୍ରରେ ବହୁମୂଲ୍ୟ ସୁଗନ୍ଧି ତୈଳ ନେଇ ତାହାଙ୍କ ନିକଟକୁ ଆସିଲେ ଏବଂ ସେ ଭୋଜନରେ ବସିଥିବା ସମୟରେ ତାହାଙ୍କ ମସ୍ତକରେ ଢାଳିବାକୁ ଲାଗିଲେ।


ପୁଣି, ଯେପରି କୁମ୍ଭକାରର ପାତ୍ର ଭଙ୍ଗାଯାଏ, ସେହିପରି ସେ କିଛି ଦୟା ନ କରି ତାହା ଚୂର୍ଣ୍ଣ କରି ଭାଙ୍ଗି ପକାଇବେ; ତହିଁରେ ଚୁଲ୍ଲୀରୁ ଅଗ୍ନି କିଅବା କୁଣ୍ଡରୁ ଜଳ ନେବା ଭଳି ଖଣ୍ଡେ ଖପରା ହିଁ ତହିଁରୁ ମିଳିବ ନାହିଁ।”


ମୋୟାବର ସମସ୍ତ ଗୃହ-ଛାତ ଉପରେ ଓ ତହିଁର ସମସ୍ତ ପଥରେ ସର୍ବତ୍ର ବିଳାପ ହେଉଅଛି; କାରଣ ସଦାପ୍ରଭୁ କହନ୍ତି, ଆମ୍ଭେ ମୋୟାବକୁ ଅପ୍ରୀତିକର ପାତ୍ର ପରି ଭାଙ୍ଗି ପକାଇଅଛୁ।


Swiv nou:

Piblisite


Piblisite