ଯିରିମୀୟ 2:19 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT19 ତୁମ୍ଭ ନିଜର ଦୁଷ୍ଟତା ତୁମ୍ଭକୁ ଶାସ୍ତି ଦେବ ଓ ତୁମ୍ଭର ବିପଥଗମନ ତୁମ୍ଭକୁ ଅନୁଯୋଗ କରିବ; ଏହେତୁ ପ୍ରଭୁ, ସୈନ୍ୟାଧିପତି ସଦାପ୍ରଭୁ କହନ୍ତି, ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କୁ ପରିତ୍ୟାଗ କରିବାର ଓ ଆମ୍ଭ ବିଷୟକ ଭୟ ତୁମ୍ଭ ମଧ୍ୟରେ ନ ଥିବାର ଯେ ମନ୍ଦ ଓ ତିକ୍ତ ବିଷୟ, ଏହା ଜ୍ଞାତ ହୋଇ ବୁଝ। Gade chapit laପବିତ୍ର ବାଇବଲ (Re-edited) - (BSI)19 ତୁମ୍ଭ ନିଜର ଦୁଷ୍ଟତା ତୁମ୍ଭକୁ ଶାସ୍ତି ଦେବ ଓ ତୁମ୍ଭର ବିପଥଗାମୀତ୍ଵ ତୁମ୍ଭକୁ ଅନୁଯୋଗ କରିବ; ଏହେତୁ ପ୍ରଭୁ, ସୈନ୍ୟାଧିପତି ସଦାପ୍ରଭୁ କହନ୍ତି, ସଦାପ୍ରଭୁ ତୁମ୍ଭ ପରମେଶ୍ଵରଙ୍କୁ ପରିତ୍ୟାଗ କରିବାର ଓ ଆମ୍ଭ ବିଷୟକ ଭୟ ତୁମ୍ଭ ମଧ୍ୟରେ ନ ଥିବାର ଯେ ମନ୍ଦ ଓ ତିକ୍ତ ବିଷୟ, ଏହା ଜ୍ଞାତ ହୋଇ ବୁଝ। Gade chapit laଓଡିଆ ବାଇବେଲ19 ତୁମ୍ଭ ନିଜର ଦୁଷ୍ଟତା ତୁମ୍ଭକୁ ଶାସ୍ତି ଦେବ ଓ ତୁମ୍ଭର ବିପଥଗମନ ତୁମ୍ଭକୁ ଅନୁଯୋଗ କରିବ; ଏହେତୁ ପ୍ରଭୁ, ସୈନ୍ୟାଧିପତି ସଦାପ୍ରଭୁ କହନ୍ତି, ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କୁ ପରିତ୍ୟାଗ କରିବାର ଓ ଆମ୍ଭ ବିଷୟକ ଭୟ ତୁମ୍ଭ ମଧ୍ୟରେ ନ ଥିବାର ଯେ ମନ୍ଦ ଓ ତିକ୍ତ ବିଷୟ, ଏହା ଜ୍ଞାତ ହୋଇ ବୁଝ। Gade chapit laପବିତ୍ର ବାଇବଲ19 ତୁମ୍ଭ ନିଜର ଦୁଷ୍କର୍ମ ତୁମ୍ଭକୁ ଶାସ୍ତି ଦେବ। ଓ ତୁମ୍ଭର ବିପଥଗାମୀତ୍ୱ ତୁମ୍ଭକୁ ଶିକ୍ଷା ଦେବ। ତୁମ୍ଭେ ଉତ୍ତମ ରୂପେ ବିବେଚନା କର। ତାହାହେଲେ ତୁମ୍ଭେ ବୁଝିବ ଯେ, ପରମେଶ୍ୱରଙ୍କୁ ପରିତ୍ୟାଗ କରି ତୁମ୍ଭେ କି ଅପରାଧ କରିଅଛ। ଆମ୍ଭ ବିଷୟକ ଭୟ ତୁମ୍ଭ ମଧ୍ୟରେ ନ ଥିବାରୁ ଯାହା ମନ୍ଦ ଓ ତିକ୍ତ ବିଷୟ ତାହା ତୁମ୍ଭେ ଜ୍ଞାତ ହେଉ ନାହଁ।” ମୋର ପ୍ରଭୁ ସୈନ୍ୟାଧିପତି ସଦାପ୍ରଭୁ ଏହା କହନ୍ତି। Gade chapit la |
ସଦାପ୍ରଭୁ କହନ୍ତି, ତୁମ୍ଭେମାନେ କି ଆମ୍ଭକୁ ଭୟ କରୁ ନାହଁ? ସମୁଦ୍ର ଯେପରି ଉଲ୍ଲଙ୍ଘନ କରି ନ ପାରିବ, ଏଥିପାଇଁ ନିତ୍ୟସ୍ଥାୟୀ ବିଧିକ୍ରମେ ତହିଁର ସୀମା ରୂପେ ବାଲୁକା ସ୍ଥାପନ କରିଅଛୁ ଯେ ଆମ୍ଭେ, ଆମ୍ଭ ସାକ୍ଷାତରେ ତୁମ୍ଭେମାନେ କି କମ୍ପବାନ ହେବ ନାହିଁ? ତହିଁର ତରଙ୍ଗମାଳା ଉଚ୍ଚକୁ ଉଠେ, ତଥାପି କୃତାର୍ଥ ହୋଇପାରେ ନାହିଁ, କଲ୍ଲୋଳ ଧ୍ୱନି କରେ, ତଥାପି ସୀମା ଅତିକ୍ରମ କରିପାରେ ନାହିଁ।